Author: Nirvay

ବଜେଟ ୨୦୨୫: ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ହେବ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମାଳା ସୀତାରମଣ । ବଜେଟ୍‌ରେ ଦେଶରେ ଶିକ୍ଷା କ୍ଷେତ୍ରରେ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ➡️ଭାରତନେଟ ପ୍ରକଳ୍ପ ଅଧୀନରେ ଗ୍ରାମାଞ୍ଚଳର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ଏବଂ ପ୍ରାଥମିକ…

ଭୁବନେଶ୍ୱର ରେ ଆରମ୍ଭ ହେଲା ତିନି ଦିନିଆ ମୟୂରଭଞ୍ଜ ଉତ୍ସଵ

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବାରିପଦାରେ 60 କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ମୟୂରଭଞ୍ଜ…

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍‌ଣ ମାନସିକତା’: ମନମୋହନ ସାମଲ

ସଂସଦରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯେଉଁଭଳି ଟିପ୍ପଣୀ ଦେଇଛନ୍ତି, ତାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ସାଢ଼େ ୪ କୋଟି ଓଡ଼ିଆଙ୍କୁ କଷ୍ଟ ଦେଇଛି । ଏକ ଦାୟିତ୍ୱ ସମ୍ପନ୍ନ…

ଓଡ଼ିଶା ବିଧାନସଭା ନୂଆ ସଚିବ ହେଲେ ଆଇଏଏସ ସତ୍ୟବ୍ରତ ରାଉତ

ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି । ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ…

ରାସନ କାର୍ଡ ହିତାଧିକାରୀଙ୍କୁ ସରକାରଙ୍କ ଆଶ୍ୱସ୍ତି; କମ୍‌ ଦରମା ଥିଲେ କଟିବନି ରାସନ କାର୍ଡ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କମ୍‌ ଦରମା ଥିଲେ, କଣ୍ଟ୍ରାଚୁଆଲ ସରକାରୀ ଚାକିରି କରିଥିଲେ କିମ୍ବା କଣ୍ଟ୍ରାଚୁଆଲ ଚାକିରି କରି ୧୦ରୁ ୧୨ ହଜାର ପାଉଥିଲେ ରାସନ କାର୍ଡ କଟିବନି ବୋଲି…

ପ୍ରଥମ ଫିଲ୍ମ ସାଇନ କଲେ କୁମ୍ଭମେଳା ଭାଇରଲ ଗାର୍ଲ ମୋନାଲିସା

ମହାକୁମ୍ଭ ୨୦୨୫ ରେ ଇନ୍ଦୋରର ମାଳା ବିକୁଥିବା ଝିଅ ମୋନାଲିସାର ନିଆରା ଆଖିକୁ ନେଇ ଏବେ ଅନେକେ ଚର୍ଚ୍ଚା ହେଉଛି । ସେ ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାର ମହାକୁମ୍ଭରେ ରୁଦ୍ରାକ୍ଷ ଏବଂ ମୁକ୍ତା ହାର ବିକ୍ରି କରୁଥିଲେ । ତେବେ…

ଆମେରିକା ବିମାନ ଦୁର୍ଘଟଣାରେ ୩ ସୈନ୍ୟଙ୍କ ସମେତ ୬୭ ମୃତ

ପୁଣି ଏକ ଭୟଙ୍କର ବିମାନ ଦୁର୍ଘଟଣା । ୱାଶିଂଟନ ଡିସିର ରିଗାନ ନ୍ୟାଶନାଲ ଏୟାରପୋର୍ଟ ନିକଟରେ ମଝି ଆକାଶରେ ଏକ ଯାତ୍ରୀବାହୀ ବିମାନ ଏକ ଆମେରିକୀୟ ସାମରିକ ହେଲିକପ୍ଟର ସହିତ ଧକ୍କା ହୋଇ ପୋଟୋମାକ ନଦୀରେ ଖସି ପଡ଼ିଛି । ଫଳରେ…

ସଂସଦ ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ପାର୍ଲାମେଣ୍ଟ କେନ୍ଦ୍ର ବଜେଟ ଅଧିବେଶନ । ତା’ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ଚଳିତ ବଜେଟ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି କେନ୍ଦ୍ର ସରକାର । ଫେବୃଆରୀ…

ମହାକୁମ୍ଭରେ ଅଘଟଣ; ଦଳାଚକଟାରେ ୩୦ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ୬୦ ଆହତ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଆଜି ବଡ଼ ଧରଣର ଅଘଟଣ ଘଟିଛି । ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଉଥିବାବେଳେ ଦଳାଚକଟା ହୋଇ ୩୦ ଜଣଙ୍କ ମୃତ୍ୟୁ…

ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷର

ଦୁଇଦିନବ୍ୟାପି ହୋଇଥିବା ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରେ ରାଜ୍ୟ ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି । ଏହି ଉତ୍କର୍ଷ ଓଡ଼ିଶା ନିବେଶକ ସମ୍ମିଳନୀରେ ୧୨.୮୯ ଲକ୍ଷ କୋଟି ଟଙ୍କାର…