Author: Nirvay

ଜାଣନ୍ତୁ ରତ୍ନଭଣ୍ଡାର ଭିତରକୁ ଯିବେ କିଏ

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଶୁଭ ମୁହୂର୍ତ୍ତ। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ରତ୍ନଭଣ୍ଡାର ଖୋଲିବ। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ…

ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା

ରତ୍ନଭଣ୍ଡାର ଖୋଲିବା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରତ୍ନଭଣ୍ଡାର ଖୋଲିବା ସମୟକୁ ଚାହିଁ ରହିଛନ୍ତି ଶ୍ରଦ୍ଧାଳୁ। ଏହା ମଧ୍ୟରେ ରତ୍ନଭଣ୍ଡାର ଚାବି ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ମୋ…

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପ୍ରଶାସନ କାର୍ଯ୍ୟାଳୟରେ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି…

ରତ୍ନଭଣ୍ଡାର ପ୍ରସଙ୍ଗ: ଲୋକନାଥ ମନ୍ଦିରରୁ ଆସିଲା ଆଜ୍ଞାମାଳ

ଆରମ୍ଭ ହୋଇଯାଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ରତ୍ନଭଣ୍ଡାରର ରକ୍ଷକ ବାବା ଲୋକନାଥଙ୍କ ଆଜ୍ଞାମାଳ ଶ୍ରୀମନ୍ଦିରକୁ ଆସିଛି । ଆଜ୍ଞାମାଳ ରତ୍ନଭଣ୍ଡାରରେ ପହଞ୍ଚିବା ପରେ ଯଥାରୀତି ପୂଜାର୍ଚ୍ଚନା ପରେ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ । ବାବା ଲୋକନାଥଙ୍କ…

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ମୋଦିଙ୍କ ପ୍ରତିକ୍ରିୟା

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରାଲିରେ ଗୁଳି ମାଡ଼ ହୋଇଛି। ପେନସିଲଭାନିଆରେ ଟ୍ରମ୍ପଙ୍କ ରାଲି ସମୟରେ ଗୁଳି ମାଡ଼ ହୋଇଛି। ଟ୍ରମ୍ପଙ୍କ କାନରେ ଗୁଳି ବାଜି ରକ୍ତସ୍ରାବ ହୋଇଥିବା ଭାଇରାଲ ହୋଇଥିବା ଦେଖିବାକୁ ମିଳୁଛି। ରାଲିରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ…

୪୬ ବର୍ଷ ଅପେକ୍ଷାର ଅନ୍ତ: ଆଜି ଖୋଲିବ ରତ୍ନଭଣ୍ଡାର

ଦୀର୍ଘ ୪୬ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଛି। ରାଜ୍ୟ…

ବାଲୁକା ଶିଳ୍ପୀ ସୁଦର୍ଶନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ରୁଷିଆର ସେଣ୍ଟ ପିଟର୍ସବର୍ଗଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଜି. ପ୍ରଭାକର ପାତ୍ର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲେ ଭିଜିଲାନ୍ସ ଟିମ୍। ଗିରଫ ହେଲେ ଅଧିକାରୀ । ତୁଷୁରାର ଗଜାନନ ରାଇସ ମିଲ ମାଲିକ ଆଶିଷ…

ଡିସେମ୍ବର ୨୭ରେ ହକି ଇଣ୍ଡିଆ ଲିଗର ପ୍ରଥମ ମ୍ୟାଚ୍‌

ପୁଣି ଫେରିବ ହକି ଇଣ୍ଡିଆ ଲିଗ୍‌ । ଡିସେମ୍ବର ୨୭ରୁ ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍। ଫେବ୍ରୁଆରୀ ୧ ପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟ ଖେଳାଯିବ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ କହିଛନ୍ତି। ପୁରୁଷରେ ୫ଟି ଓ ମହିଳାରେ ୬ଟି…

୧୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା। କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କରିଛି ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି,…