Author: Nirvay

ପୁଣି ଭାଇରାଲ ହେଲା ଗର୍ଭଗୃହ ଫଟୋ; ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଶ୍ରୀମନ୍ଦିର ସୁରକ୍ଷା ନେଇ ପୁଣି ଉଠିଲା ପ୍ରଶ୍ନ । ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି । ଗରୁଡ ସ୍ତମ୍ଭ ପାଖରୁ ଗର୍ଭ ଗୃହର…

ଚଳିତ ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୫ ବର୍ଷର ପ୍ରଥମ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି । ପ୍ରତିଥର ଏହି କାର୍ଯ୍ୟକ୍ରମ ମାସର ଶେଷ ରବିବାର ପ୍ରସାରଣ ହେଉଥିବା ବେଳେ ଚଳିତ ମାସର ଶେଷ ରବିବାର…

ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଲିଖିତ ଦେବେ ଦୀପାଳି

ଏବେବି ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ରହସ୍ୟ ଘେରରେ ଥିବାବେଳେ ବାପାଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ଲିଖିତ ଅନୁସାରେ ଦେବୁ ବୋଲି ଆଜି ଗଣମାଧ୍ୟମକୁ କହିଛନ୍ତି ଝିଅ ଦୀପାଳି ଦାସ ।…

ସୈଫ ଅଲି ଖାନଙ୍କ ଉପରେ ଆକ୍ରମଣ ପଛରେ ବାଂଲାଦେଶୀ ଲିଙ୍କ!

ସୈଫ ଅଲ୍ଲୀ ଖାନଙ୍କ ଘରେ ହୋଇଥିବା ଛୁରାମାଡ଼ ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସ ରବିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ମୁମ୍ବାଇ ପୋଲିସ ଡିସିପି ଦୀକ୍ଷିତ ଗେଡାମ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଜଣେ ଅଭିଯୁକ୍ତଙ୍କୁ ଥାନେରୁ…

ଜାନୁଆରୀ ୩୧ ରୁ ଆରମ୍ଭ ହେବ ବଜେଟ ଅଧିବେଶନ

ସଂସଦର ବଜେଟ୍‍ ଅଧିବେଶନ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ପ୍ରଥମ ଦିନରେ ଯୁଗ୍ମ ଅଧିବେଶନ ଅନୁଷ୍ଠିତ ହେବ । ଏହିଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ସଦନର ସଦସ୍ୟଙ୍କୁ ମିଳିତ ଭାବେ ସମ୍ବୋଧିତ କରିବେ । ଫେବୃଆରୀ…

ନବୀନଙ୍କ କାମକୁ ନୂତନ ଅଧ୍ୟାୟର ଶୁଭାରମ୍ଭ ବୋଲି କୁହାଯାଉଛି: ବିଜେଡି

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡିଶା ଆଗମନକୁ ବିଜୁ ଜନତା ଦଳ ସ୍ୱାଗତ କରିଥିବା ବେଳେ ନବୀନଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁଁ ସିଙ୍ଗାପୁର ରାଷ୍ଟ୍ର ସହ ସହଭାଗିତା ଆରମ୍ଭ ହୋଇଥିଲା ବୋଲି ବିଜୁ ଜନତା ଦଳ କହିଛି । ଶଙ୍ଖ ଭବନ ଠାରେ ଆୟୋଜିତ…

ଓଡିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତିନାମାର ବିନିମୟ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ଅପରାହ୍ନରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ କରିଛନ୍ତି । ଥର୍ମନ ଶନ୍ମୁଗରତ୍ନମ୍ ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର…

ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ଶନ୍ମୁଗରତ୍ନମ୍‌

ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ୱାଗତ କରିଛନ୍ତି । ଅପରାହ୍ନ ୪ଟାରେ ବିଶ୍ୱ…

ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍

ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍‌କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍‌ର ମିଳିତ ଚଢ଼ାଉ…

ବିଭୁପ୍ରସାଦ ତ୍ରିପାଠୀଙ୍କୁ ‘ବରିଷ୍ଠ ଆଇନଜୀବୀ’ର ମାନ୍ୟତା

ରାଜ୍ୟର ଜଣାଶୁଣା ଆଇନଜୀବୀ ତଥା ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ରାଜ୍ୟ ସଭାପତି ବିଭୁପ୍ରସାଦ ତ୍ରିପାଠୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି “ବରିଷ୍ଠ ଆଇନଜୀବୀ”ର ମାନ୍ୟତା ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟର ରେଜିଷ୍ଟ୍ରାର ଜେନରାଲ, ତ୍ରିପାଠୀଙ୍କ ସମେତ…