Author: Nirvay

ପେନ୍ ଏବଂ ପେପର୍ ମାଧ୍ୟମରେ ହେବ ୨୦୨୫ ନିଟ୍ ୟୁଜି ପରୀକ୍ଷା

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ସ୍ନାତକ ଡାକ୍ତରୀ ପାଠ୍ୟକ୍ରମରେ ପ୍ରବେଶ ପାଇଁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍ ୟୁଜି) ୨୦୨୫ କମ୍ପ୍ୟୁଟର ଆଧାରିତ ପରୀକ୍ଷା ପରିବର୍ତ୍ତେ ଓଏମଆର ସିଟ୍ ରେ…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର; ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ ଅନୁମୋଦନ

୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।…

ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି

ପୁଣି ଖୋଲିବ କି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ନବ ଦାସ ହତ୍ୟାକାଣ୍ଡ ମାମଲାରେ ଫାଇଲ୍‌? ନବ ଦାସ ହତ୍ୟାକାଣ୍ଡ ମାମଲା ଏବେ ନୂଆ ମୋଡ଼ ନେଇଛି । ବିଜେପି ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ…

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) – ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଆହୁରି ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା । ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି (ଏନଇପି) – ୨୦୨୦ । ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ…

ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ…

ତୁଟିଲା ସେବାୟତ ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ତୁଟିଲା ସେବାୟତ ବିବାଦ । ଫଳରେ ତିନିଦିନ ପରେ ସ୍ୱାଭାବିକ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ,…

ଦଶମ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ୍ ରୋକିବ ନମ୍ବରିଂ, ୱାଟର ମାର୍କ, ବାର୍ କୋଡ୍‌

ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା-୨୦୨୫ ର ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ‌ବୋର୍ଡ ବଡ଼ ପଦକ୍ଷେପ ନେଇଛି । ଅତ୍ୟାଧୁନିକ ହେବ ଚଳିତବର୍ଷର ଦଶମ ଶ୍ରେଣୀ ପରୀକ୍ଷା ପରିଚାଳନା । ଚଳିତ ଥର ଦଶମ ଶ୍ରେଣୀର ବୋର୍ଡ…

ଖଣ୍ଡଗିରି ମେଳା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ମନା

ଭୁବନେଶ୍ୱର ଖଣ୍ଡଗିରି ମହୋତ୍ସବରେ ଚଳିତ ବର୍ଷ ହେବନି ଅଶ୍ଳୀଳ ନୃତ୍ୟ । ଏ ବର୍ଷ ଖଣ୍ଡଗିରିରେ ନାଚି ପାରିବେ ନାହିଁ ଆଇଟମ୍‌ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଝୁମ୍ପୂରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…