Author: Nirvay

ବଡ଼ଠାକୁର ପଡ଼ିଯିବା ଘଟଣାରେ ସରକାରଙ୍କୁ ଘେରିଲା ବିଜେଡି

କାଲି ଆଡ଼ପ ପହଣ୍ଡି ବିଜେ ବେଳେ ଖସିପଡ଼ିଲେ ବଡ଼ଠାକୁର ବଳଭଦ୍ର। ଏହି ବିଭ୍ରାଟ ପାଇଁ ଆଜି ସରକାରଙ୍କୁ ଘେରିଛି ବିଜେଡି। ଏଭଳି ଅଘଟଣ ପାଇଁ ସମସ୍ତେ ବ୍ୟଥିତ, ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି ବିଜେଡି ନେତ୍ରୀ ସୁଲୋଚନା ଦାସ। ଏଭଳି…

ଆଡ଼ପ ମଣ୍ଡପ ଅଘଟଣ: ରିପୋର୍ଟ ଦେଲେ ଆଇନମନ୍ତ୍ରୀ

କାଲି ଆଡ଼ପ ପହଣ୍ଡି ବିଜେ ବେଳେ ବଡ଼ ଅଘଟଣ ଘଟିଥିଲା। ଝୁଙ୍କି ପଡ଼ିଥିଲେ ପ୍ରଭୁ ବଳଭଦ୍ର। ଏହି ଅଘଟଣ ପରେ ତୁରନ୍ତ ସ୍ଥିତି ସମୀକ୍ଷା କରି ରିପୋର୍ଟ ପ୍ରଦାନ କରିବାକୁ ଆଇନମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର…

ଚାଲିଛି ଦ୍ୱିତୀୟ କ୍ୟାବିନେଟ ବୈଠକ

ଆଜି ଚାଲିଛି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ହେଉଛି। ବଜେଟ ଆଗତ ପୂର୍ବରୁ ଏହି ବୈଠକ ବସୁଛି । ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭାବେ…

ଆଡ଼ପ ପହଣ୍ଡି ଅଘଟଣ: ଦୁଃଖ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଆଡ଼ପ ମଣ୍ଡପ ବିଜେ ବେଳେ ତଳକୁ ଖସିପଡିଲେ ପ୍ରଭୁ ବଳଭଦ୍ର। ୭ ଜଣ ସେବାୟତ ଆହତ ହୋଇଛନ୍ତି। ଏ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ ଠାକୁରଙ୍କ ଚାରମାଳରେ…

ଆଡ଼ପ ପହଣ୍ଡି ବିଭ୍ରାଟ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଆଡ଼ପ ମଣ୍ଡପ ବିଜେ ବେଳେ ତଳକୁ ଖସିପଡିଲେ ମହାପ୍ରଭୁ ବଳଭଦ୍ର। ୭ ଜଣ ସେବାୟତ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ…

ଓଡ଼ିଶାରେ ଲାଗୁ ହେଲା ପିଏମ୍‌ ଶ୍ରୀ ସ୍କୁଲ ଯୋଜନା

ଓଡ଼ିଶାରେ ପିଏମ୍‌ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) କାର୍ଯ୍ୟକାରୀ ହେବ। ସେଥିପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସରକାର,…

ଆଡ଼ପ ପହଣ୍ଡି ବେଳେ ଖସିପଡ଼ିଲେ ପ୍ରଭୁ ବଳଭଦ୍ର

ଆଜି ଆଡ଼ପ ମଣ୍ଡପକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାଲିଠୁ ମହାପ୍ରଭୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ। ତେବେ ୨ ଦିନ ଶରଧାବାଲିରେ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ବଡ଼ଠାକୁର ପ୍ରଭୁ…

ହାଇକୋର୍ଟ ଗଲେ ଭକ୍ତ ଦାସ

ହାଇକୋର୍ଟ ଯାଇଛନ୍ତି କଂଗ୍ରେସ ପ୍ରାର୍ଥୀ ଭକ୍ତ ଦାସ। ବିଧାୟକ ମନୋରମା ମହାନ୍ତି ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଅଭିଯୋଗ କରିଛନ୍ତି। ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ନେଇ ମିଥ୍ୟା ତଥ୍ୟ ଦିଆଯାଇଥିବା ଅଭିଯୋଗ। ମାଟ୍ରିକ ବୋର୍ଡ ନେଇ ମିଥ୍ୟା ଦାଖଲ କରିଥିବା ଅଭିଯୋଗ।…

ଆଇଗିଣିଆ ଫ୍ଲାଏ ଓଭର ଦବିବା ଘଟଣା: ଏନ୍‌ଏଚ୍‌ଏଆଇର ପ୍ରତିକ୍ରିୟା

ଆଇଗିଣିଆ ଫ୍ଲାଏଓଭର ଦବିବା ଘଟଣାର ତଦନ୍ତ ଆରମ୍ଭ କରିଛି ଏନ୍‌ଏଚ୍‌ଏଆଇ। କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ଫ୍ଲାଏ ଓଭର କିଭଳି ଦବିଯାଉଛି ତାକୁ ନେଇ ତନାଘନା ଆରମ୍ଭ ହୋଇଛି। ଠିକାସଂସ୍ଥାର ନିମ୍ନମାନର କାମ ଯୋଗୁଁ ଜୀବନ ବିପନ୍ନ ହେଉଥିବା…

ମସ୍କୋରେ ଓଡ଼ିଆ ସ୍କାର୍ଫ ପିନ୍ଧିଲେ ମୋଦି

ଆଜି ମସ୍କୋରେ ପ୍ରବାସୀ ଭାରତୀୟମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିକାଶ ସହ ସରକାରଙ୍କ ବିଭିନ୍ନ ଯୋଜନା ବାବଦରେ କହିଥିଲେ। ମୋଦି ସେଠାରେ ସେ ଓଡ଼ିଆ ସ୍କାର୍ଫ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ଏହା ଭିତରେ ରଥଯାତ୍ରା ସହ ମହାପ୍ରଭୁଙ୍କ…