Author: Nirvay

ଓଡ଼ିଶାରେ ଅଣ୍ଡା ଓ ମଧୁର ମାଛର ଅଭାବ ରହିଛି କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଥିବାବେଳେ କେବଳ ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ହେଉଛି । ଓଡିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ କିଛି ଏଭଳି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…

୧୦୦ରୁ ଉର୍ଦ୍ଧ ପାକିସ୍ତାନୀ ସେନାଙ୍କୁ ହତ୍ୟା ନେଇ ବିଏଲ୍ଏର ଦାବି

୧୦୦ରୁ ଉର୍ଦ୍ଧ ପାକିସ୍ତାନୀ ସେନାଙ୍କୁ ହତ୍ୟା କରିଥିବା ବିଏଲଏ ଦାବି କରିଛି । ଗତକାଲି ପାକିସ୍ତାନରେ ଜାଫର ଏକ୍ସପ୍ରେସକୁ ଅପହରଣ କରି ନେଇଥିବା ବେଲୁଚିସ୍ତାନ ମୁକ୍ତି ବାହିନୀ (ବିଏଲଏ) ଗଣମାଧ୍ୟମ ଜରିଆରେ ଆଜି ପ୍ରେସ୍‌ ରିଲିଜ୍‌ ଜାରି କରିଛି । ସେହିଭଳି…

୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ପ୍ରଚଣ୍ଡ ଖରା, ଅସହ୍ୟ ଝାଞ୍ଜିପବନ । ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୨୨ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ୩୯.୫ ଡିଗ୍ରୀ ସହ ବୌଦ୍ଧ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ଝାରସୁଗୁଡ଼ା…

କାଲି ବିଧାନସଭା ବୟକଟ୍‌ କରିବ କଂଗ୍ରେସ

ବିଧାନସଭା ଭଳି ଏକ ପବିତ୍ର ଗୃହରେ ଆଜି ବାଚସ୍ପତିଙ୍କ ମାଇକ୍ରୋଫୋନ ଭାଙ୍ଗିବା ଏବଂ ପରେ ତିନି ଦଳର ବିଧାୟକ ମାନେ ହାତାହାତି ହେବା ଘଟଣାରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି…

ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି ଏବଂ ଜାଗ୍ରତି ଶୁକ୍ଲା

ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି, ଜାଗ୍ରତି ଶୁକ୍ଲା । ସାମ୍ନାକୁ ଆସିଲା ବାହାଘର ବେଳର ଫଟୋ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଦ୍ଵିତୀୟ ଥର ପାଇଁ ବିବାହ କରିଛନ୍ତି ଓଲିଉଡ ଷ୍ଟାର ଅନୁଭବ ମହାନ୍ତି ।…

ଚାଲିଛି ପାହାଡ଼ ଲୁଟ.. ବଦଳୁନି କିଛି

ମାଫିଆଙ୍କ କବ୍‌ଜାରେ ଯାଜପୁରର ଜିଲ୍ଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ । ପୂର୍ବ ସରକାର ସମୟରେ ସ୍ଥିତି ଯାହାଥିଲା ନୂଆ ସରକାର ଆସିବା ପରେ ବି ସ୍ଥିତି ସେଭଳି ହିଁ ଅଛି । ସେତେବେଳେ ବି ପୂର୍ବତନ ଯାଜପୁର ବିଧାୟକ…

ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ବିଫଳ: କଂଗ୍ରେସ

ରାଜ୍ୟରେ ମହିଳାମାନେ ପ୍ରତି ଅତ୍ୟାଚାର, ଅସଦାଚରଣ, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ବହୁମାତ୍ରାରେ ଦିନକୁ ଦିନ ବଢ଼ି ବଢ଼ିଚାଲିଛି । ଏହାର ପ୍ରତିବାଦରେ ଓ ନିରାକରଣ ପାଇଁ ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ଙ୍କ ଆହ୍ବାନକ୍ରମେ ଭୁବନେଶ୍ଵର ଜିଲ୍ଲା…

ଆସନ୍ତା କାଲି ସବୁ ଜିଲ୍ଲାରେ ଆୟୋଜିତ ହେବ ଲକ୍ଷପତି ଦିଦି କର୍ମଶାଳା

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାରେ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା । କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ଏହି “ଲକ୍ଷପତି ଦିଦି” ଯୋଜନା କାର୍ଯ୍ୟକାରୀ…

ଚୋରା ବାଲି ମାଫିଆଙ୍କ ବିରୋଧରେ ଓଡିଶା ପୋଲିସର କଡା କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି ।…

ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଉପରେ ମତାମତ ଦେବେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟକୁ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଜୟନାରାୟଣଙ୍କ ମନ୍ତବ୍ୟ ବିଷୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ମତାମତ ଦେବେ, ତାଙ୍କୁ ଦଳ ତରଫରୁ ଅଥରାଇଜ୍ କରାଯାଇଛି ବୋଲି କହିଛନ୍ତି ମନମୋହନ…