Author: Nirvay

ଆଇପିଏସ ଆଶିଷ ସିଂ ଜୁନ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି: ପୁଲିସ ଡିଜି

ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁଁହ ଖୋଲିଲେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେ କହିଛନ୍ତି, ଆଶିଷ ଗତ ଜୁନ ୩ ତାରିଖରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏମିତିକି ଗତ ୧୭ ତାରିଖରେ ପୁଲିସ ଡିଜି କ୍ୟାମ୍ପ ଅଫିସରେ ଚାଲିଥିବା ଆଇନ୍…

ବଲେ ବଲେ ଢାବାରେ ଲାଗିଲା ତାଲା

ଯାଜପୁର ଜିଲ୍ଲା ଧର୍ମଶାଳା ଭବନ ପରିସର ଢାବାରେ ଲାଗିଲା ତାଲା। ବଲେ ବଲେ ଢାବାରେ ତାଲା ଲଗାଇଲା ଧର୍ମଶାଳା ବ୍ଲକ ପ୍ରଶାସନ। ୩ ଦିନ ମଧ୍ୟରେ ଉକ୍ତ ଢାବା ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବିଜେଡି ନେତ୍ରୀଙ୍କ ନାଁରେ ଢାବା…

ନିଟ୍ ବିବାଦ: ବିଜେଡି ସାଂସଦଙ୍କ ପ୍ରତିବାଦ

ନିଟ୍ (NEET) ପରୀକ୍ଷାରେ ଦୁର୍ନୀତି ଓ ଅନିୟମିତତା ଯୋଗୁଁ ଭାରତର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଜୀବନ ପ୍ରଭାବିତ ହୋଇଛି। ଏହାର ପ୍ରତିବାଦରେ ଆଜି ସଂସଦରେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜି ରାଜ୍ୟସଭାରେ ଏହା ଉପରେ…

ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ

ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏ ନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ। ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର…

ଖୋଲିଲା କଳମା ଗେଟ୍

କଳମା ଗେଟ୍ ଖୋଲିଛନ୍ତି ଛତିଶଗଡ଼ ସରକାର। ୬୦୦ ଫୁଟକୁ ଖସିଲା ହୀରାକୁଦ ଡ୍ୟାମର ଜଳସ୍ତର। ସମ୍ପୂର୍ଣ୍ଣ ୨୦ଟି ଗେଟ୍ ନଖୋଲି ଗୋଟିଏ ଫୁଟ ଲେଖାଏଁ ଖୋଲିଯାଇଥିବା ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଜଳସ୍ତର ୬୦୭ ଫୁଟ ଥିଲା। ଏ ନେଇ…

ନିଟ ବିବାଦ ନେଇ ଜୁଲାଇ ୧ ଯାଏଁ ଗୃହ ମୁଲତବି

ନିଟ (NEET) ବିବାଦ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଏ ନେଇ ସଂସଦରେ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଜୁଲାଇ ୧ ତଥା ସୋମବାର ଦିନ ୧୧ଟା ପର୍ଯ୍ୟନ୍ତ ଲୋକସଭାକୁ ମୁଲତବି ରଖିଛନ୍ତି ବାଚସ୍ପତି। NEET ପ୍ରସଙ୍ଗରେ ବିରୋଧୀଙ୍କ…

ଜନଜାତି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ…

୩୦ରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ

ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ରବିବାର ସମ୍ବର୍ଦ୍ଧନା ଦିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର…

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ସାରା

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ୨୦୦୯ ମସିହାରେ ପ୍ରାଣୀ ଉଦ୍ୟାନକୁ ଆସିଥିବା ବାଘୁଣୀ ‘ସାରା’ ଆଖି ବୁଜିଛି। ମୃତ୍ୟୁବେଳକୁ ‘ସାରା’କୁ ୧୮ ବର୍ଷ ୧…