Author: Nirvay

ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି

କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…

ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ଖୋଲିଲା ହୀରାକୁଦର ପ୍ରଥମ ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ । ବାମପଟ ୭ନଂ ସ୍ଲୁଇସ୍ ଗେଟରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ତେବେ ଆଜି ୩ଟି ପର୍ଯ୍ୟାୟରେ ଖୋଲିବ ୨୦ଟି ଗେଟ୍ । ପ୍ରଥମ…

୧୦ ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦ଟି ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜସ୍ଥାନ, ତେଲେଙ୍ଗାନା, ଝାଡ଼ଖଣ୍ତ, ଛତିଶଗଡ଼, ମେଘାଳୟ, ମହାରଷ୍ଟ୍ର, ମଣିପୁର, କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ଏବଂ ଚଣ୍ତିଗଡ଼ରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରାଯାଇଛି । ହରିଭାଉ କିଷାନରାଓ ରାଜସ୍ଥାନ, ବିଷ୍ନୁ…

ନ୍ୟୁଜିଲାଣ୍ଡକୁ ହରାଇ ପୁରୁଷ ହକିରୁ ଭାରତର ବିଜୟ ଅଭିଯାନ ଆରମ୍ଭ

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ କରିଛି । ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି ଭାରତୀୟ ଦଳ। ଖେଳ ଶେଷ ହେବାକୁ କିଛି ସମୟ ଥିଲାବେଳେ ଅନ୍ତିମ…

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୟନିକାର ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବିଜୁ ପଟ୍ଟନାୟକ ବିମାନବନ୍ଦର ଭିତରେ ବୟନିକାର ଏକ ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟନିକାର ଏହି ସ୍ବତନ୍ତ୍ର ଶୋ’ରୁମ୍ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତର ଗରିମାକୁ…

ଓଡ଼ିଶା ବଜେଟରେ ଓଡ଼ିଆ ଅସ୍ମିତାର ସ୍ପର୍ଶ: ମହାପୁରୁଷଙ୍କୁ ସମ୍ମାନ

ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଥିବା ବେଳେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ…

ଅଗ୍ନିବୀରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମିଳିବ ୧୦% ସଂରକ୍ଷଣ

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ବିଏସଏଫ, ସିଆଇଏସଏଫ ଏବଂ ଆରପିଏଫରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ଘୋଷଣା କରାଯାଇଛି। ଏହାସହିତ କନଷ୍ଟେବଳ ପାଇଁ ମଧ୍ୟ କୋହଳ ସୁବିଧା ମିଳିବ। ବୟସ ଓ ଶାରୀରିକ ପରୀକ୍ଷାରେ ମଧ୍ୟ…

କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି: ସମୀର ମହାନ୍ତି

ବଜେଟ ୨୦୨୪-୨୫ ପ୍ରସଙ୍ଗରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ଯେ, ବିଶେଷକରି କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ…

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ପାଇଁ ୭୦ କୋଟି ଟଙ୍କା ଆବଣ୍ଟନ: ରେଳମନ୍ତ୍ରୀ

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିବାବେଳେ ଏଥିପାଇଁ ୭୦ କୋଟି ଟଙ୍କା ଆବଣ୍ଟନ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସାଂସଦ ବଳଭଦ୍ର ମାଝୀଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ…

ଦରଦାମ ବୃଦ୍ଧି ପ୍ରସଙ୍ଗରେ ନବୀନ ବାବୁଙ୍କ ବକ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ: ଦିଲୀପ ମହାନ୍ତି

ଦରଦାମ ବୃଦ୍ଧି ପ୍ରସଙ୍ଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ବକ୍ତବ୍ୟ ଦେବା ଆଦୌ ଶୋଭାପାଉ ନାହିଁ ଏବଂ ସମାନ ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା ଅତ୍ୟନ୍ତ ହାତ୍ସ୍ୟାସ୍ପଦ ବୋଲି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି ।…