ରାଜ୍ୟ ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ September 17, 2025 Nirvay ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ କରାଯାଇଛି । ଲାଇସେନ୍ସ ନିଲମ୍ବନ ନେଇ ଆଇନଜୀବୀ ପରିଷଦ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଲାଇସେନ୍ସ ଆବେଦନ ଫର୍ମରେ ତ୍ରୂଟିପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଓଡ଼ିଶା…
ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍ September 16, 2025 Nirvay ପୁରୀ ଜିଲ୍ଲା, ବ୍ରହ୍ମଗିରିର ପ୍ରସିଦ୍ଧ ବାଲିହରଚଣ୍ଡୀ ପର୍ଯ୍ୟଟନସ୍ଥଳୀ ନିକଟରେ ହୋଇଥିବା ଛାତ୍ରୀ ଗଣଧର୍ଷଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିବାସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସାରା ଓଡ଼ିଶାରେ ମହିଳାମାନଙ୍କ ପ୍ରତି ହେଉଥିବା…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣା: ୧୭ ତାରିଖରେ ରାଜ୍ୟବ୍ୟାପୀ ଏସପି ଅଫିସ୍ ଘେରିବ ବିଜେଡି September 16, 2025 Nirvay ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାରେ ୧୭ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍ପି ଅଫିସ ସମ୍ମୁଖରେ ଧାରଣା ଦେବ ବିଜୁ ମହିଳା ଜନତା ଦଳ । ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କରିଛି କଂଗ୍ରେସ September 16, 2025 Nirvay ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଧର୍ଷଣ । ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ…
ଦେଶ ରାଜ୍ୟ ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର September 15, 2025 Nirvay ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର । ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଚିଠି ଲେଖିଛନ୍ତି…
ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ପୁସ୍ତକ “ଖାକୀ ମଉଜ” ଉନ୍ମୋଚିତ September 15, 2025 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ସ୍ଵରଚିତ ପୁସ୍ତକ “ଖାକୀ ମଉଜ” ଉନ୍ମୋଚିତ ହୋଇଯାଇଛି । ଏହି ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରି ବହିଟିକୁ ପ୍ରଶଂସା କରିବା ସହ ଏହାକୁ ପ୍ରତ୍ୟେକ ଓଡ଼ିଆ…
ରାଜ୍ୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନୂଆପଡ଼ା ଉପ-ନିର୍ବାଚନ ସମ୍ବନ୍ଧୀୟ ବୈଠକ September 15, 2025 Nirvay ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଆଜି ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ…
ରାଜ୍ୟ କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ September 13, 2025 Nirvay ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ସଚିବ ତଥା ୨୦୦୧ ବ୍ୟାଚ୍ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ । ଆଜି ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।…
ରାଜ୍ୟ କେନ୍ଦୁଝର ଠାରେ ‘ଜିରୋ ଆକ୍ସିଡେଣ୍ଟ ଡେ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 13, 2025 Nirvay “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢ଼ାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day (ZAD) ବା…
ରାଜନୀତି ରାଜ୍ୟ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ September 13, 2025 Nirvay ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ।ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ ହେବ । ଦାବି ଓ ଆପତ୍ତି ଦାଖଲ…