Author: Nirvay

ଉଚ୍ଚ ଶିକ୍ଷାନୁଷ୍ଠାନରେ ଆଇସିସି ଗଠନ ନିର୍ଦ୍ଦେଶ

ବାଣୀବିହାରରେ ଛାତ୍ରୀଙ୍କୁ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗର ଚେତା ପଶିଛି। ସବୁ ଉଚ୍ଚଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC)। ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜକୁ ଏ ନେଇ ନିର୍ଦ୍ଦେଶ ଦିଆଯାଇଛି। ଆଭ୍ୟନ୍ତରୀଣ ଅଭିଯୋଗ…

ଛତିଶଗଡ଼ରେ ବଜ୍ରପାତରେ ୬ ଛାତ୍ରଛାତ୍ରୀଙ୍କ ସମେତ ୮ ମୃତ

ଛତିଶଗଡ଼ର ରାଜନାନ୍ଦଗାଓଁ ଜିଲ୍ଲାର ଏକ ଗାଁରେ ବଜ୍ରପାତ ରେ ୬ ଜଣ ସ୍କୁଲ ପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।। ଖବର ପାଇ ପୁଲିସ ଓ ପ୍ରଶାସନର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସ…

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ଦୁଃଖ ବୁଝିଲେ

‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେବା ସହିତ ସମସ୍ୟାର…

ବଦଳିବ ପୁଣେ ଏୟାରପୋର୍ଟ ନାଁ

ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାର ପୁଣେର ଲୋହେଗାଓଁ ଅନ୍ତର୍ଜାତୀୟ ବିମାନବନ୍ଦରକୁ “ଜଗଦଗୁରୁ ସନ୍ଥ ତୁକାରାମ ମହାରାଜ ପୁଣେ ଅନ୍ତର୍ଜାତୀୟ ବିମାନବନ୍ଦର” ନାମରେ ନାମିତ କରିବା ପ୍ରସ୍ତାବକୁ ସୋମବାର ଅନୁମୋଦନ କରିଛନ୍ତି। ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ…

ଭରତପୁର କାଣ୍ଡ; ପୋଲିସ ମେଳିକୁ ନେଇ ତନାଘନା!

ଭରତପୁର ଥାନା ବିବାଦରେ ଗତ ୨୧ ତାରିଖରେ ପ୍ରାୟ ୪୦୦ ପୋଲିସ କର୍ମଚାରୀ ଏକାଠି ହୋଇ ରିଜର୍ଭ ଗ୍ରାଉଣ୍ଡରେ ମେଳି କରିଥିଲେ। ତେବେ ମେଳିକୁ ନେଇ ପୋଲିସ କମିଶନର ଅଫିସ ପକ୍ଷରୁ ତନାଘନା ଆରମ୍ଭ ହୋଇଯାଇଛି। ମେଳିରେ କିଏ ଥିଲେ, ସେ…

ବଜ୍ରାଘାତରେ ୨ ମୃତ, ୨ ଗୁରୁତର

ପୃଥକ୍ ପୃଥକ୍ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରେଢ଼ାଖୋଲ ଓ ଦଶପଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଗଣିଆ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ…

ଭରତପୁର କାଣ୍ଡ: ଜନସ୍ୱାର୍ଥ ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ

ସେନା ମେଜର-ପୋଲିସ ବିବାଦରେ ହାଇକୋର୍ଟରେ ଦାଏର ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ପରେ ରାୟ ପ୍ରକାଶ ପାଇଛି। ମେଜର ଓ ପୀଡ଼ିତାଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ମନା କରିଛନ୍ତି ଉଚ୍ଚ ନ୍ୟାୟାଳୟ। ରାଜ୍ୟର ସବୁ ଥାନାରେ ସିସିଟିଭି ଲଗାଇ ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମେଜର ଓ ତାଙ୍କ ବାନ୍ଧବୀ

ଭରତପୁରରେ ମେଜର-ପୋଲିସ ବିବାଦ ମାମଲାରେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସେନା ମେଜର ଗୁରୁବଂଶ ସିଂ, ତାଙ୍କ ବାନ୍ଧବୀ ଅଙ୍କିତା ଓ ଅନ୍ୟ ପୂର୍ବତନ ଅଧିକାରୀ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ତାଙ୍କ ସହ ଆଲୋଚନା କରିଛନ୍ତି।…

ବିଜେଡିର ବନ୍ଦ ଡାକରା ପ୍ରତ୍ୟାହୃତ

ଭରତପୁର ଥାନା ବିବାଦକୁ ନେଇ ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ୫ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏବେ ହରତାଳ ପ୍ରତ୍ୟାହାର ନେଇ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସୂଚନା ଦେଇଛି। ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ହରତାଳ…

ଭରତପୁର କାଣ୍ଡ; ଆଜି ହାଇକୋର୍ଟରେ ଜନସ୍ୱାର୍ଥ ମାମଲାର ଶୁଣାଣି

ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟରେ ଦାଏର ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହେବ। ଲେଫ୍ଟନାଣ୍ଟ ଜେନେରାଲଙ୍କ ଚିଠି ଆଧାରରେ ମାମଲା ହୋଇଛି। ସେନାବାହିନୀ ମଧ୍ୟଭାରତ ଏରିଆ ମୁଖ୍ୟାଳୟ ଲେଫ୍ଟନାଣ୍ଟ ଚିଠି କରିଥିଲେ।…