Author: Nirvay

ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩ କଲେଜ

ସ୍ୱାଧୀନତା ଦିବସରେ ବଡ଼ ନିଷ୍ପତ୍ତି ନେଇଛନ୍ତି କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ ମଧ୍ୟ କାର୍ଯ୍ୟକାରୀ ହୋଇନି। ମୁଖ୍ୟମନ୍ତ୍ରୀ ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବେ। ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲା ପ୍ରଶାସନ…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…

ଅନୁପ୍ରବେଶକାରୀ ସନ୍ଦେହରେ ୧୨ ବାଂଲାଦେଶୀ ଅଟକ

ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ୧୨ ଜଣଙ୍କୁ ଅଟକ ରଖିଛି ପାରାଦୀପ ଆଦର୍ଶ ଥାନା ପୋଲିସ । କୋଲକାତାରୁ ବସ୍‌ ଯୋଗେ ଆସି ବୁଧବାର ସକାଳେ ସମସ୍ତେ ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ସନ୍ଦେହ କରି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ…

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। କର୍ମଜୀବୀ ମହିଳାମାନଙ୍କ ପାଇଁ ଦିନେ ଛୁଟି ଘୋଷଣା କରିଛନ୍ତି। କଟକରେ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରୀମତୀ ପରିଡ଼ା ଏହି ଘୋଷଣା କରିଛନ୍ତି। ସରକାରୀ ଓ ଘରୋଇ ମହିଳା…

ଅଗ୍ନିକାଣ୍ଡରେ ଜଳିଗଲେ ଭାଇ-ଭଉଣୀ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୧୧ ବର୍ଷୀୟା ଝିଅ ସହ ୯ ବର୍ଷ ବାଳକର ମୃତ୍ୟୁ ସୂଚନା ମିଳିଛି। ଘରେ କେମିତି…

ଶଙ୍ଖ ଭବନ ଓ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ…

ରାଜ୍ୟବାସୀଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବରେ ରହୁଥିବା ପ୍ରତ୍ୟେକ ଭାରତବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ…

ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮ତମ ସ୍ୱାଧୀନତା ଦିବସରେ ଅବସରରେ ପତାକା ଉତ୍ତୋଳନ କରିବା ପରେ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ଏକାଦଶ ସ୍ୱାଧୀନତା ଦିବସର ଅଭିଭାଷଣ। ସ୍ବାଧୀନତା ସଂଗ୍ରାମୀଙ୍କ ନିକଟରେ ଦେଶବାସୀ ଋଣୀ। ଦେଶ ଗଠନରେ ଯବାନ…

ବିନେଶଙ୍କ ଆବେଦନ ଖାରଜ; ଅଧୁରା ରହିଲା ରୌପ୍ୟ ପଦକ ସ୍ବପ୍ନ

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ବିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ…

ଦେଶ ବିଭାଜନ ସମୟର ଯନ୍ତ୍ରଣା କେବେ ଭୁଲି ହେବନି: ମନମୋହନ ସାମଲ

ଭାରତ ପାକିସ୍ତାନ ବିଭାଜନ ସମୟରେ ଘୃଣା ଓ ହିଂସା ହେତୁ ଲକ୍ଷ ଲକ୍ଷ ଭାଇ ଓ ଭଉଣୀମାନେ ବିସ୍ଥାପିତ ହେବା ସହ ନିଜ ଜୀବନ ମଧ୍ୟ ବଳୀଦାନ ଦେଇଥିଲେ। ଦେଶ ବିଭାଜନର ଯନ୍ତ୍ରଣା କେବେ ବି ଭୁଲି ହେବନି । ବିଭାଜନରେ…

loader