Author: Nirvay

ରାହୁଲ ନବୀନ ଇଡିର ନୂଆ ନିର୍ଦ୍ଦେଶକ

ରାହୁଲ ନବୀନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ନୂଆ ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୯୩ ବ୍ୟାଚ ଆଇଆରଏସ ଅଫିସର ରାହୁଲ ନବୀନଙ୍କ ନିଯୁକ୍ତିକୁ କ୍ୟାବିନେଟ୍‌ କମିଟିର ମଞ୍ଜୁରୀ ମିଳିଛି। ସେ ଇଡିର କାର୍ଯ୍ୟକାରୀ ମୁଖ୍ୟ ଭାବେ କାମ କରୁଥିଲେ। ତାଙ୍କୁ…

ନନ୍ଦନକାନନ ଆସିବେ ୨ ଜିରାଫ

ଖୁବଶୀଘ୍ର ନନ୍ଦନକାଙ୍କ ଆସିବେ ନୂଆ ଅତିଥି । ନନ୍ଦନକାନନକୁ ୨ ଜିରାଫ ଆସିବେ। ପୂର୍ବରୁ ନନ୍ଦନକାନନରେ ଗୋଟିଏ ଜିରାଫ ଥିଲା । ଜିରାଫ ଆଣିବା ନେଇ ବନ୍ୟପ୍ରାଣୀ ପିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ତେବେ ଚଳିତ ମାସ ଶେଷ ସୁଦ୍ଧା…

ଭିଜିଲାନ୍ସ ଜାଲରେ ଭୂତତ୍ତ୍ୱବିତ

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗର ଭୂତଳ ଜଳ ଉନ୍ନୟନ ଖଣ୍ଡର ଜିଓଲୋଜିଷ୍ଟ (ଭୂତତ୍ତ୍ୱବିତ) ଅସୀମ ଅଂଶୁମାନ ନାୟକ। କନସଲଟାନ୍ସି ଫି’ କରାଇଦେବା ପାଇଁ ୫୦ ହଜାର…

ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଏଆଇ କ୍ୟାମେରା

ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ହେଉଥିବାରୁ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଲାଗିବ ଏଆଇ (AI) କ୍ୟାମେରା। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଚାରିଦ୍ବାର ସହିତ ଗୁମୁଟ, ବାଇଶି ପାହାଚ, କୀର୍ତ୍ତନ ଚକଡ଼ାରେ କ୍ୟାମେରା…

ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅଭିଭାଷଣ ଦେଇଛନ୍ତି । ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ। ବଳୀଦାନ ଦେଇଥିବା ମହାପୁରୁଷଙ୍କୁ ପ୍ରଣାମ କରିବା।…

ଗଞ୍ଜେଇ ମାଫିଆଙ୍କ ସହ ଲିଙ୍କ; ୭ ପୋଲିସ ନିଲମ୍ବିତ, ୨ ହୋମଗାର୍ଡ ବିଦା

ଗଂଜେଇ ମାଫିଆଙ୍କ ସହ ଲିଙ୍କ୍‌ ଅଭିଯୋଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କାଲି ମାଛକୁଣ୍ଡ ଓ ଲମତାପୁଟ ଥାନାରେ ରେଡ୍ କରିଥିଲା ପୋଲିସ। ଏହି ଘଟଣାରେ ମାଛକୁଣ୍ଡ ଓ ଲମତାପୁଟ ଥାନାର ୭ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ଜଣ ଏସ୍‌ଆଇ,…

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ଧାରଣା

କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ ପାଇଁ କୋଲକାତାରେ ପହଞ୍ଚିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଏକ ଟିମ୍। କୋଲକାତା ହାଇକୋର୍ଟ ମଙ୍ଗଳବାର କୋଲକାତା ପୋଲିସରୁ କେନ୍ଦ୍ରୀୟ ଏଜେନ୍ସିକୁ ତଦନ୍ତ ଦାୟିତ୍ୱ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ…

ପଶ୍ଚିମବଙ୍ଗରୁ ସୁରକ୍ଷିତ ଭାବେ ମୁକୁଳିଲେ ୩୦୦ ଓଡ଼ିଆ

ପଶ୍ଚିମବଙ୍ଗର ମେଦିନାପୁର ଜିଲ୍ଲାରେ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଏନେଇ ସାଂସଦ ପ୍ରତାପ ଷଡଙ୍ଗୀ କହିଛନ୍ତି ଏହି ଘଟଣା ଜଣାପଡିବା ପରେ ତୁରନ୍ତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ…

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ

ସ୍ୱାଧୀନତା ଦିବସରେ ପୋଲିସ ପଦକ ଦିଆଯିବ। ଏହା ପୂର୍ବରୁ ପଦକ ତାଲିକା ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ ମିଳିବ। ବିଶିଷ୍ଟ ସେବା ପାଇଁ ଓଡିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଏବଂ ଉତ୍ସର୍ଗୀକୃତ ସେବା ପାଇଁ…

ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର

ଭିଜିଲାନ୍ସ ଜାଲରେ ଆଉ ଆଉ ଜଣେ ସରକାରୀ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡିଛି। ପରିକ୍ଷିତଙ୍କ ବାଲିଗୋହିରିସ୍ଥିତି ଭଡା ଘରେ…

loader