Author: Nirvay

ଆଜି ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ , ୪ବର୍ଷରେ ପ୍ରକଳ୍ପ କାର୍ଯ୍ୟ ଶେଷ ନେଇ ଲକ୍ଷ୍ୟ ଧାର୍ଯ୍ୟ

ଆଜି ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ , ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ . ତ୍ରିଶୂଳିଆ ରତାଗଡ ନୂଆସାହିଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମ . ଦିନ ୧୧ଟା ୩୦ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ . ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ପାଇଁ ଖର୍ଚ୍ଚ…

ନୂଆବର୍ଷର ପ୍ରଥମ ଦିନରେ ଇସ୍ରୋର ଐତିହାସିକ ମିଶନ 

ନୂଆବର୍ଷର ପ୍ରଥମ ଦିନରେ ଇସ୍ରୋର ଐତିହାସିକ ମିଶନ . PSLV-C58 ଜରିଆରେ ‘ଏକ୍ସପୋସାଟ୍‌’ ସାଟେଲାଇଟ୍‌ ଉତ୍‌କ୍ଷେପଣ ହୋଇଛି ଏକ୍ସପୋସାଟ୍‌’ ଓ ୧୦ ଅନ୍ୟ ପେଲୋଡ୍‌ର ବି ଉତ୍‌କ୍ଷେପଣ . ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ‘ଏକ୍ସପୋସାଟ୍‌’ର ଉତକ୍ଷେପଣ ହୋଇଛି ବ୍ଲାକ ହୋଲ୍ ଓ ନ୍ୟୁଟ୍ରନ୍…

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ

ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଥିବାରୁ ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ଆଜି ରାତିସାରା ଶ୍ରୀମନ୍ଦିର ଖୋଲା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା ।

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା । ବିଏସଏନଏ ପକ୍ଷରୁ ଶ୍ରମିକଙ୍କ ପାଇଁ ଏହି ସୁବିଧା କରାଯାଇଛି । ଟନେଲରେ ଫସିଥିବା ଶ୍ରମିକମାନେ ଯେପରି ନିଜ ପରିବାର ସହ କଥାବାର୍ତା ହୋଇପାରିବେ ସେଥିପାଇଁ ବିଏସଏନଏଲ ଏହି ସୁବିଧା ଯୋଗାଇ ଦେଇଛି…

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବାପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି