Author: Nirvay

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ।ଅଗଷ୍ଟ ୨୧ ନାମାଙ୍କନ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଇପିଏସ ଅଫିସର ୱାଇ. ବି. ଖୁରାନିଆ

ରାଜ୍ୟରେ ନୂଆ ଡିଜିପି ନିଯୁକ୍ତ ହେବେ। ଏ ନେଇ ନିକଟରେ ୩ ଜଣ ଆଇପିଏସ ଅଫିସରଙ୍କୁ ସେମାନଙ୍କ ତଥ୍ୟ ଦେବା ପାଇଁ ଚିଠି ହୋଇଥିଲା। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି…

ଶାନ୍ତି ଥିଲେ ହିଁ ପ୍ରଗତି ସମ୍ଭବ: ପୂର୍ବତନ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଶାନ୍ତି ପ୍ରତିଷ୍ଠା ପାଇଁ ନିବେଦନ କରିଚ୍ଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଓଡ଼ିଶା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ…

ଏସସିବିରେ ଦୁଷ୍କର୍ମ ଘଟଣା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ

ଚିକିତ୍ସା କରାଇବାକୁ ଯାଇ ଡାକ୍ତରଙ୍କ ଦ୍ୱାରା ଦୁଷ୍କର୍ମର ଶୀକାର ହୋଇଛନ୍ତି ରୋଗୀ। କଟକ ବଡ଼ ମେଡିକାଲରେ ଏଭଳି ଘଟଣା ଦେଖିବାକୁ ମିଳିଛି। କାର୍ଡିଓଲୋଜି ବିଭାଗର ରେସିଡେଣ୍ଟ ଡାକ୍ତର ୨ ରୋଗୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। କାର୍ଡିଓଲୋଜି ବିଭାଗରେ ଇକୋ ପରୀକ୍ଷା…

ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ଏନଜିଟିର ରୋକ; ଅନେକ ପ୍ରକଳ୍ପ ବାଧାପ୍ରାପ୍ତ ଆଶଙ୍କା

ମୟୂରଭଞ୍ଜ ଜିଲ୍ଲାରେ ଲଘୁଖଣିଜ ଦ୍ରବ୍ୟର ପରିଚାଳନା ପାଇଁ ଜିଲ୍ଲା ସର୍ଭେ ରିପୋର୍ଟ (DSR)କୁ ତୃଟିପୁର୍ଣ୍ଣ ଦର୍ଶାଇ ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ରୋକ ଲଗାଇଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) । ମୟୂରଭଞ୍ଜ ଜିଲ୍ଲାର ବେତନଟୀ ତହସିଲ ଅନ୍ତର୍ଗତ ବୁଢାବଳଙ୍ଗ ବାଲିଶଯ୍ୟା-୧ର…

ଜାତୀୟ ରାଜପଥ ପ୍ରକଳ୍ପ ଉପରେ ମୁଖ୍ୟମନ୍ତ୍ରୀ-କେନ୍ଦ୍ର ମନ୍ତ୍ରୀ ବିସ୍ତୃତ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଜାତୀୟ ରାଜପଥର ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା କରି ଭବିଷ୍ୟତର ଖସଡ଼ା ପ୍ରସ୍ତୁତ ଉପରେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଆଇନ…

ମାଟିତଳୁ ଜବତ ହେଲା ନକ୍ସଲ ପୋତିଥିବା ୩୮ ଲକ୍ଷ ଟଙ୍କା

ଛତିଶଗଡର ଗରିଆବନ୍ଦ ଗୋବରା ଓ ପେଣ୍ଡ୍ରା ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବାବେଳେ ଏ ସମ୍ପର୍କରେ ଜାଣିପାରି ସିଆର୍‌ପିଏଫ୍‌ ଯବାନ ଓ ଛତିଶଗଡ଼ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ କରିଥିଲେ। ସେହି ସମୟରେ ମେଟାଲ୍‌ ଡିଟେକ୍ଟରରେ ସିଗ୍‌ନାଲ୍‌ ଦେଖାଇଥିଲା। ଏହା ପରେ…

ନିଲମ୍ବନ ନେଇ ପ୍ରମୋଦ ଭଗତଙ୍କ ପ୍ରତିକ୍ରିୟା

ବ୍ୟାଡମିଣ୍ଟନ ବିଶ୍ୱ ମହାସଂଘ (ବିଡବ୍ଲ୍ୟୁଏଫ୍) ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ କରିଥିବାରୁ ପାରା-ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ନିଲମ୍ବିତ କରିଛି। ଫଳରେ ଭଗତ ଆଗାମୀ ପ୍ୟାରିସ୍ ପାରା ଅଲିମ୍ପିକ୍ କ୍ରୀଡ଼ାରୁ ବଞ୍ଚିତ ହେବେ। ନିଲମ୍ବିତ ହେବା ପରେ…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ଦାବି କଲେ ଧର୍ମେନ୍ଦ୍ର

ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ…

ରଥ ଉପରେ ବଡ଼ ଠାକୁର ପଡ଼ିବା ଘଟଣାର ତଦନ୍ତ ଆରମ୍ଭ

ରଥଯାତ୍ରା ସମୟରେ ବଡ଼ ଠାକୁର ବଳଭଦ୍ର ରଥ ଚାରମାଳ ଉପରେ ମୁହଁ ମାଡି ପଡିଯାଇଥିଲେ। ରଥ ଉପରେ ଆବଶ୍ୟକଠାରୁ ଅଧିକ ଲୋକ ଥିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଏଭଳି ଅଘଟଣ ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଥିବାବେଳେ ଭକ୍ତଙ୍କ ଭାବନାକୁ କୁଠାରଘାତ…

loader