Author: Nirvay

ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୫୫% ମତଦାନ ହୋଇଛି

ଆଜି ରାଜ୍ୟରେ ସନ୍ଧ୍ୟା ୫ ଟା ସୁଦ୍ଧା ମୋଟ ୬୦.୫୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୬୬.୧୪ % ମତଦାନ ହୋଇଥିବା ବେଳେ ଆସ୍କାରେ ୫୫.୬୫%, କନ୍ଧମାଳ ୫୭ .୪୬%, ବଲାଙ୍ଗୀରରେ ୬୧.୩୫% ଓ…

ଜୋତା ବ୍ୟବସାୟୀଙ୍କ ଘରେ ଚଢ଼ଉ , ଗଦି ଭିତରୁ ବାହାରିଲା ୬0 କୋଟି

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଗ୍ରାରେ ଜୋତା ବ୍ୟବସାୟୀଙ୍କ ଘରେ କ୍ରମାଗତ ଚଢାଉ ଆଜି ତୃତୀୟ ଦିନରେ ପହଞ୍ଚିଛି । ସୂଚନାନୁସାରେ, ଏପର୍ଯ୍ୟନ୍ତ ନଗଦ ୬0 କୋଟି ଟଙ୍କା ଟଙ୍କା ସମେତ ସୁନା, ରୁପା ଜବତ କରିଛି ଆୟକର ବିଭାଗ । ଏହି…

ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୮.୯୫% ମତ ସାବ୍ୟସ୍ତ ହୋଇଛି

ଆଜି ରାଜ୍ୟରେ ଦିନ ୩ ଟା ସୁଦ୍ଧା ମୋଟ ୪୮.୯୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୫୩.୮୮% ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩%, କନ୍ଧମାଳ୪୮.୯୩%, ବଲାଙ୍ଗୀରରେ ୪୬.୯୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ…

ପାଣି ନାହିଁ ତ, ଭୋଟ ନାହିଁ

ଗଞ୍ଜାମ : ଆଜି ରାଜ୍ୟରେ ଦିତ୍ୱୀୟ ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ, ଦେଶରେ ପଞ୍ଚମ ପର୍ଯ୍ୟାୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଆଜି ମତାଧିକାର ସାବ୍ୟସ୍ତ କରୁଛନ୍ତି ଜନତା । ସାଧାରଣ ଜନତାଙ୍କ ମତଦାନ…

ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ବରଗଡ଼ : ରାଜ୍ୟରେ ନିର୍ବାଚନ ହିଂସା ବଢିବାରେ ଲାଗିଛି, ସଦର ଥାନା ସରସରା ଗାଁରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ । ମୃତଦେହକୁ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । ଅଟୋ ଚାଳକ ଜଣକ ହେଲେ ବିଶ୍ୱନାଥ ମିର୍ଧା । ସେ…

ରତ୍ନଭଣ୍ଡାର ଚାବି ଯାଇ ତାମିଲନାଡୁରେ : ନରେନ୍ଦ୍ର ମୋଦି

କଟକ ନିର୍ବାଚନୀ ସଭାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନସଭାକୁ ସମ୍ବୋଧିତ କରିବା ସହ ବିଜେଡି ସରକାରଙ୍କ ଭବିଷ୍ୟତ ବାଣୀ କରିଛନ୍ତି ମୋଦୀ। ଓଡ଼ିଶାରେ ବିଜେପି ସରକାର ଗଢ଼ିବା ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି।ମୋଦୀ କହିଛନ୍ତି, କଟକ ଆଧୁନିକ ଶିକ୍ଷାର ନଗରୀ,…

ମେ ୨୯ରେ କେନ୍ଦ୍ରାପଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୯ ତାରିଖରେ କେନ୍ଦ୍ରାପଡ଼ାରେ ଏକ ବିଶାଳ ଜନ ସମାବେଶରେ ଯୋଗଦେଇ ଲୋକସଭା ପ୍ରାର୍ଥୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ‘ଜୟ’ ପଣ୍ଡାଙ୍କ ଲାଗି ପ୍ରଚାର କରିବେ । ଆଜି ମୋଦି…

ଦିନ ୯ଟା ସୁଦ୍ଧା ରାଜ୍ୟରେ ୬.୯୯ % ମତଦାନ

ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ଆଜି ସକାଳ ୯ ଟା ସୁଦ୍ଧା ଲୋକସଭା ପାଇଁ ୬.୮% ମତଦାନ ହୋଇଥିବା ବେଳେ…

ହଟହଟା ହେଲେ ଦେବୀ ମିଶ୍ର

ବଡ଼ମ୍ବା : ବଡ଼ମ୍ବା ବିଜେଡି ବିଧାୟକ ପ୍ରାର୍ଥୀ ଦେବୀ ମିଶ୍ରଙ୍କୁ ଆଜି ଲୋକଙ୍କ ଆଗରେ ହଟହଟା ହେବାକୁ ପଡିଛି । ନରସିଂହପୁର ବ୍ଲକ ଅନ୍ତର୍ଗତ ଚମ୍ପେଶ୍ୱର ପଞ୍ଚାୟତର ଚଷା ବାରବାଟୀକୁ ସେ ପ୍ରଚାର ପାଇଁ ଯାଇଥିଲେ। ଏତିକିବେଳେ ପାଣି ସମସ୍ୟାର ସମାଧାନ…

ଗଞ୍ଜାମରେ ପୁଣି ବିଜେଡି କର୍ମୀଙ୍କ ଗୁଣ୍ଡାଗିରି : ୫ ବିଜେପି କର୍ମୀ ଆହତ

ଭଜ଼ଞ୍ଜନଗର : ଆଜି ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲାର ଭଜ଼ଞ୍ଜନଗର ପୋଲିସ ସୀମା ଅନ୍ତର୍ଗତ ବେତାର ଛକରେ କିଛି ବିଜେଡି କର୍ମୀ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି । ଏହି ଆକ୍ରମଣରେ ୫ ରୁ ଅଧିକ ବିଜେପି କର୍ମୀ…