Author: Nirvay

କର୍ତ୍ତବ୍ୟପଥରେ ଉଡ଼ିଲା ତ୍ରିରଙ୍ଗା; ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ୭୫ତମ ଗଣତନ୍ତ୍ର ଦିବସ । ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ତେବେ ଭାରତର ୭୫ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ…

୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ୱରର ଗାନ୍ଧୀମାର୍ଗରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ପତାକା ଉତ୍ତୋଳନ କରିବା ପରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ପରେଡ୍ । ଏହା ସହ…

ଓଡ଼ିଶାରୁ ୪ ଜଣ ପାଇବେ ୨୦୨୪ ପାଇଁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ : ୭୫ ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ୨୦୨୪ ପାଇଁ କେନ୍ଦ୍ର ସରକାର ଆଜି ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । କଳାରେ ୧୦୫ ବର୍ଷୀୟ ଓଡ଼ିଶାର ଗୋପୀନାଥ ସ୍ବାଇଁଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ ।…

ଫେବୃୟାରୀରେ ଓଡ଼ିଶା ଆସିବେ ମୋଦୀ

ଭୁବନେଶ୍ବର: ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ । IIM ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ ଲାଗି ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ଥିବା ନେଇ ରାଜ୍ୟ ବିଜେପି ସଭାପତି…

ରାଜଧାନୀରେ ବିଜେଡି-ବିଜେପି ବାହାଘର; କଂଗ୍ରେସ କର୍ତ୍ତା

ଭୁବନେଶ୍ୱର: ରାଜଧାନୀରେ ହେଲା ଦୁଇ ରାଜନୈତିକ ଦଳଙ୍କ ବାହାଘର । କଂଗ୍ରେସ କର୍ତ୍ତା ହିସାବରେ ଏହି ବାହାଘର କରାଇଲା । ବିଜେପି-ବିଜେଡି ମଧ୍ୟରେ ହାତଗଣ୍ଠି ପକାଇଲା କଂଗ୍ରେସ । ଉଭୟଙ୍କ ମଧ୍ୟରେ ଦୀର୍ଘ ୨୫ବର୍ଷ ହେବ ସମ୍ପର୍କ ଥିବାରୁ ଏମିତି ଏକ…

ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ ରାଷ୍ଟ୍ରପତି ସେବା ଓ ସାହସିକତା ପୋଲିସ ପଦକ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଆଜି ଜାତୀୟ ସାହସିକତା ଏବଂ ସେବା ପୁରସ୍କାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତାଲିକା ଅନୁଯାୟୀ ଚଳିତ ବର୍ଷ ପୋଲିସ, ଅଗ୍ନିଶମ ସେବା, ହୋମଗାର୍ଡ, ସିଭିଲ ଡିଫେନ୍ସ ଏବଂ ସୁଧାର ସେବା ବିଭାଗର…

ରାମମନ୍ଦିର ଦାନ ବାକ୍ସ ହେଲା ଭର୍ତ୍ତି; ପଢନ୍ତୁ ପୁରା ଖବର

ଭୁବନେଶ୍ୱର: ଅଯୋଧ୍ୟାରେ ଭଗବାନ ରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହୋଇସାରିଛି। ରାମମନ୍ଦିର ପାଇଁ ଦାନର ପରିମାଣ ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ରାମନ୍ଦିରକୁ ଦାନ ରୂପରେ ଆସୁଥିବା ରାଶି ଗତବର୍ଷ ଅପେକ୍ଷା ଚଳିତ ବର୍ଷ ତିନିଗୁଣା ବଢିଛି। ଗତ ୩…

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ…

ସଂଜୀବ ପଣ୍ଡା ହେଲେ ଭୁବନେଶ୍ବର-କଟକ ଟୁଇନ୍‌ ସିଟି ପୁଲିସ କମିସନର

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି।…

ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା…