ରାଜନୀତି ରାଜ୍ୟ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବ ବିଜେପି ସରକାର: ମନମୋହନ ସାମଲ September 11, 2025 Nirvay ଯାଜପୁର ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଦଶରଥପୁର ବ୍ଲକର ନନ୍ଦୀପୁରଠାରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର କାର୍ଯ୍ୟ କରିବ ବୋଲି…
ରାଜନୀତି ରାଜ୍ୟ ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ସ୍ମୃତିସଭାରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 11, 2025 Nirvay ବାଲିଗୁଡାର ପୂର୍ବତନ ବିଧାୟକ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…
ରାଜନୀତି ରାଜ୍ୟ ରାଜ୍ୟ କାର୍ଯ୍ୟାଳୟରେ ବିଜେପି ଯୁବ ମୋର୍ଚ୍ଚାର ‘ସେବା ପକ୍ଷ’ ପ୍ରସ୍ତୁତି ବୈଠକ ଅନୁଷ୍ଠିତ September 11, 2025 Nirvay ରାଜ୍ୟ କାର୍ଯ୍ୟାଳୟରେ ଆଜି ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ତାରିଖରେ ଥିବାବେଳେ ୧୭ ତାରିଖରୁ ଅକ୍ଟୋବର ୨ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ସେବା ପକ୍ଷ…
ଦେଶ ରାଜ୍ୟ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ September 11, 2025 Nirvay ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ଏକ ବଡ଼ ଧରଣର ମାଓ ଅପରେସନ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଭାଲୁଡ଼ିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଏହି ମାଓଦମନ…
ରାଜ୍ୟ ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ୩ ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା September 11, 2025 Nirvay ଚାଉଁରପୁର ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି । ଏହି ଯୋଜନା ୨୦୨୫-୨୬ ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ…
ରାଜ୍ୟ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ଚାନ୍ଦବାଲି ସରପଞ୍ଚ ନିଲମ୍ବନ September 10, 2025 Nirvay ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସଚିବ ଚାନ୍ଦବାଲି ପଞ୍ଚାୟତର ସରପଞ୍ଚଙ୍କୁ ନିଲମ୍ବନ କରିଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମପଞ୍ଚାୟତରେ ୮ ଜଣ ନାବାଳକ…
ବିଶ୍ୱ ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି September 10, 2025 Nirvay ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ନେପାଳରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେ ନେଇ ବୈଠକ ବସିବା ପରେ ସୁଶୀଳାଙ୍କ ନାଁରେ ଲାଗିଥିଲା ମୋହର ।…
ରାଜନୀତି ରାଜ୍ୟ ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ସଂକଳ୍ପ ନେଇଛୁ, କରି ଦେଖାଇବୁ: ମନମୋହନ ସାମଲ September 10, 2025 Nirvay ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ପୁନଃ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ନିର୍ବାଚନ ପ୍ରତିଶୃତିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବା ପାଇଁ…
ରାଜ୍ୟ ରାୟଗଡ଼ା ସିଜିମାଳି ବକ୍ସାଇଟ୍ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ September 10, 2025 Nirvay ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଅନ୍ତର୍ଗତ ସିଜିମାଳି ବକ୍ସାଇଟ୍ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ ହୋଇଛି । ବେଦାନ୍ତ ଲିମିଟେଡ୍ର ଏହି ପ୍ରୋଜେକ୍ଟ ପାଇଁ ପୁନର୍ବାସ ଓ ପୁନଃସ୍ଥାପନ କମିଟି ଗଠନ ହୋଇଛି । ନ୍ୟାର୍ଯ୍ୟ କ୍ଷତିପୂରଣ ପ୍ରଦାନ ଓ…
ରାଜନୀତି ରାଜ୍ୟ କବିସୂର୍ଯ୍ୟନଗର ବିଧାୟକଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ; ହସ୍ତକ୍ଷେପ କଲା ରାଷ୍ଟ୍ରପତି ଭବନ September 9, 2025 Nirvay ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜେପି ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ନେଇ ଗୁରୁତର ଅଭିଯୋଗ ହେବା ପରେ ରାଷ୍ଟ୍ରପତି ଭବନ ହସ୍ତକ୍ଷେପ କରିଛି । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ ଭାବେ ପାଞ୍ଚ…