Author: Nirvay

୧୪ରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର : ମେ’ ୧୪ରେ ପୁଣିଥରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା । ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରଚାର କାର୍ଯ୍ୟକ୍ରମ ସେତେ ଜୋରରେ ଚାଲିଛି । “ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ…

ନବୀନଙ୍କ ଉପରେ ଆକ୍ରମଣ: ଶାହ ଆସିବେ କଣ୍ଟାବାଞ୍ଜି, ନଡ୍ଡା ଆସିବେ ହିଞ୍ଜିଳି

ଓଡ଼ିଶାରେ ବିଜେପି ସରକାର ଗଢ଼ିବା ପାଇଁ ଜୋରଦାର ପ୍ରଚାରରେ ଲାଗିଛନ୍ତି ଦଳୀୟ ନେତା। ରାଜ୍ୟ ନେତା ତଥା ବିଜେପି ପ୍ରାର୍ଥୀମାନେ ଦୁଆର ଦୁଆର ଯାଇ ଜନମତ ଲଢ଼ୁଥିବା ବେଳେ କେନ୍ଦ୍ରୀୟ ନେତା ଆସି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟ…

କାଳଭୈରବଙ୍କ ଆଶୀର୍ବାଦ ନେଇ ମେ’ ୧୪ ନାମାଙ୍କନପତ୍ର ଦାଖଲ କରିବେ ମୋଦି

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରଣାସୀ ଲୋକସଭା ଆସନରୁ ତୃତୀୟ ଥର ପାଇଁ ନାମାଙ୍କନ ଭରିବେ । ମେ’ ୧୪ ଗଙ୍ଗା ସପ୍ତମୀ ସହ ପୁଷ୍ୟା ନକ୍ଷତ୍ରର ସଂଯୋଗ ରହିଥିବାରୁ ଓ ଏହି ଦିନଟି ଅତ୍ୟନ୍ତ ଶୁଭ ହୋଇଥିବାରୁ ଏହି…

କାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ଭୁବନେଶ୍ୱର : ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଆସନ୍ତାକାଲି କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ୍‍ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୭…

ମାଗଣା ବିଜୁଳି ନେଇ ଭୁଆଁ ବୁଲାଇଲେ ନବୀନ ପଟ୍ଟନାୟକ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଚାର ପାଇଁ ପହଞ୍ଚିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି, ଏହାସହ ଚିରାଚରିତ ଭାବେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ବିଜେଡିର ମାଗଣା ବିଜୁଳି…

ଚିର ନିଦ୍ରାରେ ଜଙ୍ଗଲର ରାଜା ‘ନନ୍ଦନ’

ଭୁବନେଶ୍ୱର;ଶନିବାର ଦିନ ଭୁବନେଶ୍ୱର ନିକଟସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ୧୮ ବର୍ଷୀୟ ରୟାଲ ବେଙ୍ଗଲ ଟାଇଗର ନନ୍ଦନଙ୍କ ମୃତ୍ୟୁ ଘଟିଛି। ଗତ ତିନିମାସ ଧରି ନନ୍ଦନ ଅସୁସ୍ଥ ଥିଲା। ସେ ସଠିକ୍ ଭାବରେ ଚାଲିବାକୁ ଅସମର୍ଥ ହୋଇଥିଲା । ନନ୍ଦନ ଅଣ୍ଟାରେ ଆର୍ଥ୍ରାଇଟିସରେ…

ଟଙ୍କା ବାଣ୍ଟୁଛନ୍ତି ବିଜେଡି ନେତା! ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି

ନିର୍ବାଚନ ହାରିବାର ଭୟ ଘାରିଛି ବିଜୁ ଜନତା ଦଳକୁ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରିଆସୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ୨ଦିନ ବାକି ଥିବାବେଳେ ଭୋଟ…

ୟୁରିଆ ଅଖାରୁ ମିଳିଲା କୋଟି କୋଟି ଟଙ୍କା

ଆନ୍ଧ୍ରପ୍ରେଦଶ : ଆଜି ଆନ୍ଧ୍ରପ୍ରେଦଶର ନଲ୍ଲାଜର୍ଲା ମଣ୍ଡଳ ଅନ୍ତର୍ଗତ ଅନନ୍ତପାଲ୍ଲି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରକ ସହିତ ଟାଟା ଏସି ଧକ୍କା ହେବା ଫଳରେ ଦୁର୍ଘଟଣା ଘଟି ଟାଟା ଏସିଟି ରାସ୍ତାର ଏକ ପାର୍ଶ୍ୱକୁ ଓଲଟି ପଡିଥିଲା…

ଜାଣନ୍ତୁ ଲକ୍ଷ ଲକ୍ଷ ଲୋକଙ୍କ ଆଗରେ ମୋଦି ପାଦ ଛୁଇଁଥିବା ପୂର୍ଣ୍ଣମାସୀ ଜାନୀ କିଏ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ୨ ଦିନିଆ ଗସ୍ତର ଆଜି ହେଉଛି ଦ୍ବିତୀୟ ଦିନ । ତେବେ କନ୍ଧମାଳ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଦିବାସୀ କବି ତଥା ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି। ମୋଦି…

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ବସ୍

ଗଞ୍ଜାମ;ଗଞ୍ଜାମରେ ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍। ଏଥିରେ ୨ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ବେଶୀ କିଛି ଖଟି ହୋଇନାହିଁ । ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ। ଆହତଙ୍କୁ ଚିକିତ୍ସା…