Author: Nirvay

ୱାଏନାଡ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି

କେରଳରେ ପ୍ରକୃତିର ତାଣ୍ଡବ। ୱାଏନାଡର ମେପାଡ଼ି ପାହାଡ଼ ଅଞ୍ଚଳରେ ହୋଇଥିବା ଭୂସ୍ଖଳନର ମୃତ୍ୟୁ ସଂଖ୍ୟା ୧୫୬ ଟପିଛି। ଶତାଧିକ ଲୋକ ମାଟି ଅତଡ଼ା ତଳେ ଚାପି ହୋଇ ରହିଥିବାରୁ ଆଗକୁ ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ୱାଏନାଡର ମେପାଡ଼ି ପାହାଡ଼ିଆ…

ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ । ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଘରେ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଭିଜିଲାନ୍ସ ବିଭାଗ ଧରିଥିଲା ।ସୂଚନାଯୋଗ୍ୟ, ପୁରୁଣା ଏକ…

ନାବାଳକ ପିଲାଙ୍କୁ ଗାଡ଼ି ଦେଉଥିବା ଅବିଭାବକ ସାବଧାନ!

ନାବାଳକ ପୁଅ ଝିଅଙ୍କୁ ଗାଡି ଦେଉଥିଲେ ଅଭିଭାବକମାନେ ସାବଧାନ ରୁହନ୍ତୁ। ମାମଲା ପାଇଁ ପ୍ରସ୍ତୁତ ରୁହନ୍ତୁ। କାରଣ, ରାଜ୍ୟରେ ପରିବହନ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହୋଇଛି । ରାଜ୍ୟବ୍ୟାପୀ ଚେକିଂ ଜୋରଦାର ଚାଲିଛି। ୧୮ ବର୍ଷରୁ କମ୍ ପିଲା…

ପରିବହନ ବିଭାଗର କାର୍ଯ୍ୟାନୁଷ୍ଠାନ, ସ୍କୁଲ ବସକୁ ଲକ୍ଷାଧିକ ଟଙ୍କା ଜୋରିମାନା

ସୁନ୍ଦରଗଡ଼ ସହରରେ ଏକ ଯାତ୍ରୀବାହୀ ବସ ବେଆଇନ ଭାବେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ବେଳେ ପରିବହନ ବିଭାଗର ଅଧିକାରୀ ହାତରେ ଧରାପଡ଼ିଛି। ଯାଞ୍ଚ ସମୟରେ ବସର ପରମିଟ, ଟ୍ୟାକ୍ସ, ଇନ୍ସୁରାନ୍ସ ଫିଟନେସ ନଥିବାରୁ ୧ଲକ୍ଷ ୨୨ହଜାର ୪୮୮ ଟଙ୍କାର ଚାଲାଣ…

ଶାବକକୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନକୁ ଆସିଛି ନୂଆ ଅତିଥି। ନନ୍ଦନକାନନରେ ବାଘୁଣୀର ପ୍ରସବ । କାଲି ରାତିରେ ନନ୍ଦନକାନନରେ ଶାବକକୁ ଜନ୍ମ ଦେଲା ଧଳା ବାଘୁଣୀ ମୌସୁମୀ। ଏହା ପୂର୍ବରୁ ବାଘୁଣୀ ମୌସୁମୀର ୩ଟି ଶାବକ ଥିବା ସୂଚନା ମିଳିଛି । ଉଭୟ ମା’ ଓ…

ୱାଏନାଡ଼ ଭୂସ୍ଖଳନକୁ ଭୟଙ୍କର କହିଲେ କେରଳ ମୁଖ୍ୟମନ୍ତ୍ରୀ

କେରଳର ୱାଏନାଡ଼ରେ ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ସବୁ କିଛି ଛାରଖାର କରି ଦେଇଛି। ଜିଲ୍ଲାର ପାହାଡ଼ି ଅଞ୍ଚଳ ମେପ୍ପାଡିରେ ମୃତ୍ୟୁର ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି। ଏସବୁ ଭିତରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଘଟଣାକୁ ନେଇ ଭୟଙ୍କର…

ବଜେଟ୍‍ର ସଧାରଣ ଆଲୋଚନା ଉପରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର: ‘ଭିଜନ-୨୦୩୬’ର ଖସଡ଼ା ପ୍ରସ୍ତୁତି

୨୦୨୪-୨୫ ବଜେଟ୍‍ର ସଧାରଣ ଆଲୋଚନା ଉପରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ମୁଁ ଏହି ପବିତ୍ର ଗୃହରେ ଚଳିତ ମାସ ୨୫ ତାରିଖରେ ବର୍ଷ ୨୦୨୪-୨୫ର ପୂର୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲି । ୨୯…

ରଥରେ ଅନଧିକୃତ ବ୍ୟକ୍ତି ଚଢ଼ିବା ଘଟଣା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍

ରଥରେ ଅନଧିକୃତ ବ୍ୟକ୍ତିଙ୍କୁ ଚଢ଼ାଇବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦଇତାପତି ସେବକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ବାହୁଡ଼ାରେ ସୁଭଦ୍ରାଙ୍କ ରଥ ଉପରେ ଅନଧିକୃତ ବ୍ୟକ୍ତି ଚଢ଼ି ଯାଇଥÒଲେ । ତେଣୁ ସେମାନଙ୍କ ବିରୁଦ୍ଧରେ କାରଣ ଦର୍ଶାଅ…

ଟ୍ରେନ ଟ୍ରାଜେଡି: ୨ ମୃତକ ରାଉରକେଲାର

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର…

ପର୍ବତାରୋହୀ ଅନୀତା ସମ୍ମାନିତ

ଓଡ଼ିଶାର ପର୍ବତାରୋହୀ ସୁଶ୍ରୀ ଅନୀତା ସ୍ୱାଇଁ ଋଷିଆର ମାଉଣ୍ଟ ଏଲବ୍ରସ ଆରୋହଣ କରିଥିଲେ। ତାଙ୍କର ଏହି ସଫଳତା ପାଇଁ ମାନ୍ୟବର କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟଂବଂଶୀ ସୁରଜ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି ।…

loader