Author: Nirvay

ରଣପୁରରେ ବିଜେଡି-କଂଗ୍ରେସକୁ ଟାର୍ଗେଟ କଲେ ରାଜନାଥ

ରଣପୁର ସଭାରେ କଂଗ୍ରେସ ଓ ବିଜେଡିକୁ ସମାଲୋଚନା କଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।ଓଡ଼ିଶାରେ ବିରୋଧୀଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଜୋରଦାର ହମଲା। ‘ସମ୍ବିଧାନର ଦୁରୂପଯୋଗ କରି କଂଗ୍ରେସ ଦେଶକୁ ପଛକୁ ନେଇଛି’,ସଂରକ୍ଷଣ ବ୍ୟବସ୍ଥା ବନ୍ଦ କରାଯିବ ବୋଲି ଗୋଟିଏ ଗୁଜବ…

ଅପରାଧୀଙ୍କ ନିଦ ହଜାଇଛି ସ୍ପେଶାଲ କ୍ରାଇମ ୟୁନିଟ

ଭୁବନେଶ୍ୱର ; ଦିନକୁ ଦିନ ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନ ଦ୍ୱିପହରେ ଲୁଟୁଛନ୍ତି ନିରୀହ ଜନସାଧାରଣଙ୍କୁ । ସେମାଙ୍କୁ ଦମନ କରିବା ପାଇଁ ତିଆରି ହୋଇଛି ସ୍ପେଶାଲ କ୍ରାଇମ ୟୁନିଟ । ପ୍ରକାଶ ପାଇଛି ସ୍ପେଶାଲ କ୍ରାଇମ ୟୁନିଟର…

‘ପାକିସ୍ତାନକୁ ସମ୍ମାନ ଦିଅ’ ମନ୍ତବ୍ୟ ଦେଇ ବିବାଦରେ ମଣିଶଙ୍କର ଆୟାର

ନୂଆଦିଲ୍ଲୀ ; କଂଗ୍ରେସର ପିଛା ଛାଡ଼ୁନି ବିବାଦ । କିଛିଦିନ ତଳେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା ବିବାଦୀୟ ବୟାନ ଦେଇ ଇସ୍ତଫା ଦେବା ପରେ ଏବେ ଦଳର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ଏକ ବୟାନକୁ ନେଇ ବିବାଦ…

ବାଣ ବିସ୍ଫୋରଣରେ ଉଡ଼ିଗଲା ଘରର ଆଜବେଷ୍ଟସ୍, ଜଣେ ଆହତ

ଖୋର୍ଦ୍ଧାରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ଉଡ଼ିଲା ଘରର ଆଜବେଷ୍ଟ, ଜଣେ ଶିଶୁ ଆହତ ହୋଇଥିବା ସୂଚନା।ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଲଖନପୁରରେ ଘଟିଛି ଏହି ଅଘଟଣ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରାଯାଉଥିବା ବେଳେ ଆହତଙ୍କୁ…

କେଜ୍ରିୱାଲଙ୍କୁ ମିଳିଲା ଜୁନ୍ ୧ ପର୍ଯ୍ୟନ୍ତ ଜାମିନ

ନୂଆଦିଲ୍ଲୀ :ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ଏକ ଖୁସି ଖବର ଆସିଛି । ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଲୋକସଭା ନିର୍ବାଚନ…

ଆଜିଠୁ ଖୋଲିଲା କେଦାରନାଥ ମନ୍ଦିର: ହର ହର ମହାଦେବ ଧ୍ୱନିରେ କମ୍ପିଲା ଗଗନ ପବନ

ଉତ୍ତରାଖଣ୍ଡ ; ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଲା , ଭକ୍ତ ଓ ଭଗବାନଙ୍କ ମିଳନ ହେଲା । ଆଜିଠୁ ଖୋଲିଲା ବିଶ୍ୱପ୍ରସିଦ୍ଧ କେଦାରନାଥ ମନ୍ଦିରର ଦ୍ୱାର । ହଜାର ହଜାର ଭକ୍ତଙ୍କ ଜୟ ଜୟକାର ମଧ୍ୟରେ ସକାଳ ୬ଟାରେ ମନ୍ଦିରର କବାଟ…

ନାମାଙ୍କନ ଦାଖଲ କଲେ ବୈଜୟନ୍ତ

ନାମାଙ୍କନ ଦାଖଲ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଶାଳ ଶୋଭାଯାତ୍ରାରେ ଆସି ସେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ଦଳର ଅନେକ କାର୍ଯ୍ୟକର୍ତ୍ତା…

ଆଜି ରାଜଧାନୀରେ ମୋଦିଙ୍କ ରୋଡ ସୋ,ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱରରେ କରିବେ ରୋଡ ସୋ। ଏଥି ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ। ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ…

ପଦ୍ମଶ୍ରୀ ଉପାଧିରେ ବିଭୂଷିତ ଦୁଇ ଓଡ଼ିଆ ପ୍ରତିଭା

ନୂଆଦିଲ୍ଲୀ: ପଦ୍ମଶ୍ରୀ ସମ୍ମାନରେ ସମ୍ମନିତ ହୋଇଛନ୍ତି ଓଡ଼ିଶାର ଦୁଇ ପୁଅ । ଲୋକକଳା ‘ଶଦ୍ଦ ନୃତ୍ୟ’ର ବିଶିଷ୍ଟ କଳାକାର ଭାଗବତ ପ୍ରଧାନ ଓ ଖୋର୍ଦ୍ଧାର ପଟ୍ଟଚିତ୍ର କଳାକାର ବିନୋଦ ମହାରଣାଙ୍କୁ ମିଳିଛି ପଦ୍ମଶ୍ରୀ ପୁରସ୍କାର । ଗୁରୁବାର ସେ ରାଷ୍ଟ୍ରପତି ଦ୍ରୌପଦୀ…

ବିଜେଡିର ନିର୍ବାଚନ ଇସ୍ତାହାର ପ୍ରକାଶିତ , ଭୋଟ ହାତେଇବା ପାଇଁ ମାରିଛି ଧୂଆଁ ବାଣ

ପ୍ରକାଶ ପାଇଲା ବିଜେଡିର ନିର୍ବାଚନ ଇସ୍ତାହାର (ମେନିଫେଷ୍ଟୋ)। ଏହି ମନିଫେଷ୍ଟୋରେ ବିଜେଡି ନିଜର ଆତ୍ମ ପ୍ରଚାର କରିଛି କହିଲେ ଭୁଲ ହେବନି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା…