ରାଜନୀତି ରାଜ୍ୟ ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ September 9, 2025 Nirvay ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…
ରାଜନୀତି ରାଜ୍ୟ ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫା ଦ୍ୱାରା ଦଳ ଉପରେ କୌଣସି ପ୍ରଭାବ ପଡିବ ନାହିଁ: ବିଜେଡି September 9, 2025 Nirvay ରାୟଗଡା ଜିଲ୍ଲାରେ ଏନ୍. ଭାସ୍କର ରାଓ, ଲାଲ ବିହାରୀ ହିମିରିକା ଓ ବିଜୁ ଜନତା ଦଳର କିଛି କର୍ମକର୍ତ୍ତା ଆଜି ଦଳରୁ ଇସ୍ତଫା ଦେଇଥିବା ବେଳେ, ଏହା ଦଳର ସଂଗଠନ ଉପରେ କୌଣସି ପ୍ରଭାବ ପଡିବ ନାହିଁ ବୋଲି ବିଜୁ ଜନତା…
ତାଜା ଖବର ଦେଶ ଦେଶର ୧୫ତମ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ September 9, 2025 Nirvay ଉପରାଷ୍ଟ୍ରପତି ନିର୍ବାଚନ ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ମହାରାଷ୍ଟ୍ର ରାଜ୍ୟପାଳ ତଥା ତାମିଲନାଡୁ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସିପି ରାଧାକ୍ରିଷ୍ଣନ ଏବେ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟସଭା ମହାସଚିବ…
ରାଜନୀତି ରାଜ୍ୟ ଶ୍ରୀମୟୀ ଆମ ସହିତ ଅଛନ୍ତି, ନବୀନ ବାବୁ ତାଙ୍କୁ ଗୁରୁ ଦାୟିତ୍ଵ ଦେଇଛନ୍ତି: ସ୍ନେହାଙ୍ଗିନୀ ଛୁରିଆ September 9, 2025 Nirvay ବିଜେଡିର ଆଭ୍ୟନ୍ତରୀଣ କନ୍ଦଳର ଆଉ ଏକ ଚିତ୍ର ଆଜି ପଦାକୁ ଆସିଛି । ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ସୋସିଆଲ ମିଡିଆରେ ‘ମହାଭାରତର ଧୃତରାଷ୍ଟ୍ର’ ଉପାଖ୍ୟାନର ଉଦାହରଣ ଦେଇ ପରୋକ୍ଷରେ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଥିବାବେଳେ ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ…
ରାଜ୍ୟ ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ September 8, 2025 Nirvay ହଷ୍ଟେଲରୁ ବିଦା ହେଉଛନ୍ତି ଅଣଛାତ୍ର । ଅଣଛାତ୍ରଙ୍କୁ ବାହାର କରିବାକୁ ୟୁନିଭର୍ସିଟି କ୍ୟାମ୍ପସ୍ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ ଚାଲଛି । ସକାଳ…
ରାଜନୀତି ରାଜ୍ୟ ବିଜେଡିର ନବନିଯୁକ୍ତ ଯୁବ ଛାତ୍ର ସଭାପତିଙ୍କ ଦାୟିତ୍ୱ ଗ୍ରହଣ September 8, 2025 Nirvay ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିକଟରେ ମନୋନୀତ ହୋଇଥିବା ଯୁବ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ସଭାପତି ଇପ୍ସିତା ସାହୁ ଆଜି ଶତାଧିକ ଯୁବ ଛାତ୍ର କର୍ମୀଙ୍କ ସହ ଏକ ପଟୁଆରରେ ଆସି ଶଙ୍ଖ ଭଵନରେ…
ରାଜ୍ୟ ଆସନ୍ତା ୨୭ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା September 6, 2025 Nirvay ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ପେଶାଲ୍ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଆସନ୍ତା ୨୭ ତାରିଖରେ ଦୁଇଟି ସିଟିଂରେ ଅନୁଷ୍ଠିତ ହେବ । ଏ ନେଇ ବୋର୍ଡ ପକ୍ଷରୁ ଶନିବାର ଦିନ ବିଜ୍ଞପ୍ତି ପ୍ରକାଶ ପାଇଛି ।…
ରାଜ୍ୟ ସମ୍ବଲପୁରରେ ନୂଆଁଖାଇ ଭେଟଘାଟ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ September 6, 2025 Nirvay ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭେଟଘାଟକୁ ପାରମ୍ପରିକ କାର୍ଯ୍ୟକ୍ରମ ନୁହେଁ ବରଂ ଏହା ଆମ…
ରାଜ୍ୟ ସମ୍ବଲପୁରରେ ମା ସମଲେଶ୍ଵରୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 6, 2025 Nirvay ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ଵରୀଙ୍କ ଦର୍ଶନ କରିନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମା’ଙ୍କ ନିକଟରେ ଆଶୀର୍ବାଦ ଭିକ୍ଷା କରିବା ସହ ଓଡ଼ିଶାବାସୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁରରେ ପହଞ୍ଚିବା ପରେ ବିଧାୟକ ଓ…
ରାଜ୍ୟ ଏଫଏମ ରେଡିଓ ମାଧ୍ୟମରେ ଟ୍ରାଫିକ୍ ସତର୍କତା ସେବା ପୁନଃ ଆରମ୍ଭ କଲା କମିଶନରେଟ୍ ପୋଲିସ September 6, 2025 Nirvay ଏଫଏମ ରେଡିଓ ମାଧ୍ୟମରେ ଟ୍ରାଫିକ୍ ସତର୍କତା ସେବା ପୁନଃ ଆରମ୍ଭ କଲା କମିଶନରେଟ୍ ପୋଲିସ । ଟ୍ରାଫିକ୍ ପରିଚାଳନାକୁ ସୁଦୃଢ଼ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି କମିସନରେଟ୍ ପୋଲିସ । ଏଣିକି ଏଫଏମ ରେଡିଓରେ ସମସ୍ତେ ପାଇପାରିବେ ଟ୍ରାଫିକ ସମ୍ବନ୍ଧୀୟ…