Author: Nirvay

୨୦ ଲକ୍ଷକୁ ବୃଦ୍ଧି ହେଲା ମୁଦ୍ରା ଲୋନ୍

ଚଳିତ ବଜେଟରେ ଦୁଇଗୁଣା ହୋଇଛି ମୁଦ୍ରା ଲୋନ୍। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଯେଉଁମାନେ ପୂର୍ବରୁ ମୁଦ୍ରା ଲୋନ୍ ନେଇ ପରିଶୋଧ କରିଛନ୍ତି ସେମାନଙ୍କ ପାଇଁ ଋଣ ୧୦ ଲକ୍ଷରୁ ବୃଦ୍ଧି କରାଯାଇ ୨୦ ଲକ୍ଷ ଟଙ୍କା କରାଯାଇଛି । ମୁଦ୍ରା…

ବ୍ୟକ୍ତିଗତ ଆୟକର ସୀମା ଘୋଷଣା

ଦେଶର ଟିକସଦାତାଙ୍କୁ ବଡ଼ ଅଶ୍ଵସ୍ତି ମିଳିଛି । ଆୟକର ସ୍ଲାବରେ ପରିବର୍ତ୍ତନ କରି ବଡ଼ ଘୋଷଣା କରିଛନ୍ତି। ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ । ଅର୍ଥମନ୍ତ୍ରୀ କହିଛନ୍ତି ଯେ, ନୂତନ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ରିହାତି ୫୦ ହଜାରରୁ…

ବିଶ୍ୱସ୍ତରୀୟ ହେବ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ: ଅର୍ଥମନ୍ତ୍ରୀ

ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଚଳିତ ବଜେଟରେ ଓଡ଼ିଶା ପର୍ଯ୍ୟଟନସ୍ଥଳୀର ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓଡ଼ିଶାର…

ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତା ଘୋଷଣା

ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଆଜି ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ବତନ୍ତ୍ର ସହାୟତା ଘୋଷଣା କରାଯାଇଛି । ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି । ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମକୁ ମଧ୍ୟ…

ବିହାର ଓ ଆନ୍ଧ୍ର ପାଇଁ ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ

ସପ୍ତଦଶ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇ ଥିବାବେଳେ ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜର ବିକାଶ ହେବ । ଏଥିପାଇଁ ଅନୁଦାନ ମିଳିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ…

ଭବାନୀ ଭୋଇ ହେବେ ଉପବାଚସ୍ପତି

ତଳସରା ବିଧାୟକ ଭବାନୀ ଭୋଇଙ୍କୁ ମିଳିବ ନୂଆ ଦାୟିତ୍ୱ ହେବେ। ଉପବାଚସ୍ପତି ହେବେ ଶ୍ରୀ ଭୋଇ। ଉପବାଚସ୍ପତି ପଦ ପାଇଁ ଭବାନୀ ନାମାଙ୍କନ ଦାଖଲ କରିବେ। ଭାରତୀୟ ଜନତା ପାର୍ଟି ଉପବାଚସ୍ପତି ପାଦ ପାଇଁ ଭବାନୀଙ୍କ ନାମ ଘୋଷଣା କରିଛି ।

ସରକାରୀ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ ନିଯୁକ୍ତ କଲେ ମୋହନ ସରକାର

ଆଜି ଦୁଇ ବିଧାୟକଙ୍କୁ ନୂଆ ଦାୟିତ୍ୱ ମିଳିଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ଉପମୁଖ୍ୟ…

ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ଆରଏସଏସ କର୍ମଚାରୀ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ)ର କାର୍ଯ୍ୟକଳାପରେ ଅଂଶଗ୍ରହଣ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛି । ଏଣିକି ଆରଏସଏସ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ ସାମିଲ ହେବେ। ୫୮…

ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଦାୟିତ୍ବ ଗ୍ରହଣ କରିବା ପରେ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ହକିରୁ ଭାରତୀୟ ଗୋଲକିପର ପିଆର୍ ଶ୍ରୀଜେଶଙ୍କ ଅବସର ଘୋଷଣା

ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଭାରତୀୟ ପୁରୁଷ ହକି ଦଳର ଅଭିଜ୍ଞ ଗୋଲ୍‌କିପର ତଥା ପୂର୍ବତନ ଅଧିନାୟକ ପିଆର ଶ୍ରୀଜେଶ। ଜୁଲାଇ ୨୬ରୁ ପ୍ୟାରିସ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଥିବାବେଳେ ଏହା ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହେବ ବୋଲି…

loader