Author: Nirvay

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ରାତିରେ ଉତ୍ତର ପ୍ରଦେଶରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କର ଦର୍ଶନାଭିଳାଷୀ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜଭବନରେ…

ବଜରଙ୍ଗ ପୁନିଆଙ୍କୁ ଲାଗିଛି ବଡ ଝଟକା

ଭାରତର ଷ୍ଟାର ଅଲିମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଲାଗିଛି ବଡ ଝଟକା। ନ୍ୟାସନାଲ ଆଣ୍ଟି-ଡୋପିଂ ଏଜେନ୍ସି (ନାଡା) ଏହି ଷ୍ଟାର ଖେଳାଳିଙ୍କୁ ଅସ୍ଥାୟୀ ରୁପେ ନିଲମ୍ବିତ କରଛି। ସୂଚନାଯୋଗ୍ୟ, ମାର୍ଚ୍ଚ ସୋନିପଥରେ ଆୟୋଜିତ ହୋଇଥିବା ଜାତୀୟ ପରୀକ୍ଷା…

ସୁଧୁରୁ ନାହାନ୍ତି IPS ଆଶିଷ ସିଂ, ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା ବିଜେପି

IPS ଆଶିଷ ସିଂଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା କେନ୍ଦ୍ରୀୟ ବିଜେପି ପ୍ରତିନିଧି ଦଳ। ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କଲା ବିଜେପି। ବଦଳି ହୋଇଥିଲେ ବି ବିଜେଡି ପାଇଁ ନିର୍ବାଚନ ପରିଚାଳନା କରୁଛନ୍ତି ଆଶିଷ…

ପ୍ରଣବ ମିଛ କଥା କହି ସମ୍ବଲପୁରରେ ଘୃଣାର ବାତାବରଣ ତିଆରି କରୁଛନ୍ତି : ଜୟ ନାରାୟଣ ମିଶ୍ର

ସମ୍ବଲପୁର; ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଗୁମାସ୍ତାଙ୍କୁ ଖୁସି କରିବା ପାଇଁ ମିଛ କଥା କହି ଓଡ଼ିଶାର ଜନସାଧାରଣଙ୍କୁ ଭ୍ରମିତ କରିବା ସହ ସମ୍ବଲପୁରରେ ଘୃଣାର ବାତାବରଣ ତିଆରି କରୁଛନ୍ତି ବୋଲି କହିଛନ୍ତି ବିରୋଧୀ ଦଳ ନେତା ତଥା…

ଓଡ଼ିଶାରେ ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ ; ଜେପି ନଡ୍ଡା

ଭୁବନେଶ୍ୱର;୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଆଜି ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି। ‘ସଂକଳ୍ପପତ୍ର’ରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ମହିଳାଙ୍କ…

ମିଶନଶକ୍ତି ସଭାନେତ୍ରୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ

କେନ୍ଦ୍ରାପଡ଼ା: ମିଶନଶକ୍ତି ମହିଳା ମହାସଂଘ ସଭାନେତ୍ରୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ। କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ମିଶନ ଶକ୍ତି ମହିଳା ମହାସଂଘର ସଭାନେତ୍ରୀ ସଂଯୁକ୍ତା ଶତପଥୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ଏକ…

ବିଜେଡି ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା

ଘୋଷଣା ହେଲା ବିଜୁ ଜନତା ଦଳର ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ତେବେ ବିଭିନ୍ନ ପଦରେ ନିଯୁକ୍ତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଟପିଲା ପାରଦ

ଭୁବନେଶ୍ୱର ; ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଆକାଶରୁ ବର୍ଷୁଛି ଅଗ୍ନିବର୍ଷା । ତାତିରୁ ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ । ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ…

ପୁରୀ କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା

ପୁରୀ ; ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା। ସୁଜିତ ମହାପାତ୍ରଙ୍କ ଟିକେଟ କଟିବା ପରେ ପୁରୀ ଜିଲ୍ଲା କଂଗ୍ରେସ ଅଫିସ୍‌ରେ ପଶି ପାଟିତୁଣ୍ଡ ସହ ଭଙ୍ଗାରୁଜା କରିଛନ୍ତି ସୁଜିତଙ୍କ ସମର୍ଥକ । ଆଜି ପୁରୀ ବିଧାନସଭା ଆସନ ପାଇଁ ଟିକେଟ୍‌…

କଂଗ୍ରେସ ଛାଡି ବିଜେଡିରେ ମିଶିଲେ ଶ୍ରୀୟା

ଭୁବନେଶ୍ୱର: ଆଜି କଂଗ୍ରେସ ଛାଡି ବିଜେଡିରେ ମିଶିଲେ ଶ୍ରୀୟା ବିଜେଡିରେ ମିଶିଲେ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନା। ସେ ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁଙ୍କ ଝିଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଜନରେ ଆମେ ଅନୁପ୍ରାଣିତ ହୋଇ ବିଜେଡିରେ…