Author: Nirvay

ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…

ଅନୁଭବଙ୍କୁ ମିଳିଲା ଆଶ୍ୱସ୍ତି

ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି। ତଳ କୋର୍ଟଙ୍କ ନିର୍ଦେଶ ଉପରେ ହାଇକୋର୍ଟ ଲଗାଇଲେ ରୋକ୍। ତଳ କୋର୍ଟଙ୍କ NBW ଉପରେ ହାଇକୋର୍ଟଙ୍କ ରୋକ୍। ତେବେ ଏହାପରେ ତାଙ୍କ ଗିରଫ ଆଶଙ୍କା କମିଛି। ପୁରୀଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀ…

ରାଜନୈତିକ ହିଂସାକୁ ନେଇ ସିଇଓଙ୍କ ଉଦ୍‌ବେଗ

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଘଟିଥିବା ରାଜନୈତିକ ହିଂସାକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗଭୀର ଉଦ୍‌ବେଗ ପ୍ରକାଶ ପ୍ରକାଶ କରିଛନ୍ତି।ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ ବୋଲି ସେ ସ୍ପଷ୍ଟ ଶବ୍ଦରେ ପ୍ରକାଶ କରିଛନ୍ତି।…

ଖଲ୍ଲିକୋଟରେ ରାଜନୈତିକ ହିଂସା, ଚାଲିଗଲା ଜଣଙ୍କ ଜୀବନ

ରାଜନୈତିକ ହିଂସାର କରୁଣ ପରିଣିତି ଚାଲିଗଲା ଜଣଙ୍କ ଜୀବନ।ଖଲ୍ଲିକୋଟରେ ରାଜନୈତିକ ହିଂସାରେ ଗୁରୁତର ଆହତ ହୋଇଥିବା ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଶ୍ରୀକୃଷ୍ଣଶରଣପୁର ଗାଁରେ ପୋଷ୍ଟର…

ପ୍ରଚାର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ୧୬ ଏବଂ ୧୭ ତାରିଖରେ ସେ ଓଡ଼ିଶାରେ ମାରାଥନ ପ୍ରଚାର କରିବେ। ୨ ଦିନରେ ମୋଟ ୯ଟି ସ୍ଥାନରେ ସଭା କରିବେ ଆସାମ ମୁଖ୍ୟମନ୍ତ୍ରୀ ବୋଲି ଜଣା ପଡିଛି। ୧୬…

ବିକଶିତ ଭାରତ ସହ ବିକଶିତ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଜରୁରୀ :ଓମ ବିର୍ଲା

ରାଜ୍ୟରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବାରେ ଲାଗୁଛି । ଓଡିଶାକୁ କେନ୍ଦ୍ର ନେତୃତ୍ୱଙ୍କ ଗସ୍ତ ଓ ପ୍ରଚାର ବିଜେପି ପ୍ରାର୍ଥୀ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହିତ କରୁଛି । ଏଥିରେ ପଛେଇ ନାହିଁ ସମ୍ବଲପୁର ର ନିର୍ବାଚନୀ ମାହୋଲ । ଆସନ୍ତା ୨୫ ରେ…

ବିଜେପି ଛାଡିଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ବିଜେପିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା। ସେ ଆଜି ଦଳର ପ୍ରାଥମିକ ସଭ୍ୟପଦରୁ ଇସ୍ତଫା ଦେଇଥିବା ଜଣା ପଡ଼ିଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଜଣା ପଡ଼ିଛି। ବ୍ରଜରାଜନଗର ପୂର୍ବତନ…

ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଜୋତାମାଳ ପିନ୍ଧାଇଲେ ଗ୍ରାମବାସୀ

ପ୍ରଚାର ବେଳେ ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଜୋତାମାଳ ପିନ୍ଧାଇଲେ ଗ୍ରାମବାସୀ। ଚମ୍ପୁଆ ନିର୍ବାଚନ ମଣ୍ଡଳୀର ମିରିଗିସିଂଘା ଗାଁ ଲୋକେ ସନା ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଉଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗ୍ରାମବାସୀ ତାଙ୍କୁ ଖରାପ ବ୍ୟବହାର କରିବା ସହ…

ପରିକ୍ରମା ପ୍ରକଳ୍ପ ନାଆଁ ରେ ମଠ ମନ୍ଦିର ଭାଙ୍ଗିଲେ: ଅମିତ ଶାହ

ଓଡ଼ିଶା ଗସ୍ତରେ ଆସି ଆଜି ସୋରଡ଼ାରେ ପହଞ୍ଚିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେଇଛନ୍ତି। ସୋରଡ଼ା ସଭାରେ ଆସୁ ଆସୁ ଜୋଶ୍‌ ଭରିଲେ ଶାହ। ଓଡ଼ିଶାରେ ବିଜେପି ସରକାର ଆଣିବାକୁ ନାରା ଦେବା…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୭୫.୬୮% ମତଦାନ ହୋଇଛି

ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ୭୫.୬୮% ମତଦାନ ହୋଇଛି।ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ମଣ୍ଡଳୀରେ ୭୫.୬୮% ମତଦାନ ହୋଇଥିବା ବେଳେ ସବୁଠୁ ଅଧିକ ନବରଙ୍ଗପୁରରେ ହୋଇଛି।ସେହିପରି ସବୁଠୁ କମ୍ ବ୍ରହ୍ମପୁରରେ ମତଦାନ ହୋଇଛି।ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସ୍ବାଭିମାନ ଅଞ୍ଚଳର…