ରାଜ୍ୟ କୋମାରେ, ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର September 4, 2025 Nirvay ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ । ଏମ୍ସରେ ଭର୍ତ୍ତି କରିବା ପୂର୍ବରୁ କୋମାରେ ଅଛନ୍ତି ଅଭିଜିତ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି, ସେ ନିମୋନିଆରେ ପୀଡ଼ିତ ଅଚ୍ଛନ୍ତି । ଆଜି ମଧ୍ୟାହ୍ନ ପରଠାରୁ ଭେଣ୍ଟିଲେଟର…
ଦେଶ କମିଲା ଜିଏସଟି ହାର; ୧୨ ଓ ୨୮% ସ୍ଲାବ୍ ଉଚ୍ଛେଦ, ଶସ୍ତା ହେବ ଏହି ସବୁ ସାମଗ୍ରୀ September 3, 2025 Nirvay କମିଲା ଜିଏସଟି ହାର । ବୁଧବାର ଦିନ ଅନୁଷ୍ଠିତ ଜିଏସଟି (GST) କାଉନସିଲ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏବେ କେବଳ ଜିଏସଟିରେ ଦୁଇଟି ସ୍ଲାବ୍ ରହିବ । ସାରା ଦେଶରେ କେବଳ ୫ ପ୍ରତିଶତ ଓ…
ରାଜ୍ୟ ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଲା September 3, 2025 Nirvay ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଛି । ୨୦୧୫ରେ ପ୍ରକାଶିତ ନିର୍ବାଚନ ବିଜ୍ଞପ୍ତିକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରି ୬ ସପ୍ତାହ ମଧ୍ୟରେ ନୂଆ ବିଜ୍ଞପ୍ତି ପ୍ରକାଶ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବିଜ୍ଞପ୍ତି ସଂରକ୍ଷଣ…
ରାଜ୍ୟ ନବରଙ୍ଗପୁର ଜିଲ୍ଲାରେ ସାମ୍ବାଦିକଙ୍କୁ ଛୁରାମାଡ଼ ଘଟଣାରେ ଡିଜିପିଙ୍କୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ September 3, 2025 Nirvay ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…
ରାଜ୍ୟ ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ନିଆଯାଉଥିବା ପଦକ୍ଷେପ ନେଇ ସ୍ଟାଟସ ରିପୋର୍ଟ ମାଗିଲେ ଓଡିଶା ମାନବିକ ଅଧିକାର କମିଶନ September 3, 2025 Nirvay କର୍ମ କ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ ନିବାରଣ ଆଇନ ସମେତ ସୁପ୍ରିମକୋର୍ଟ ଙ୍କ ବିଶାଖା ମାମଲା ନିର୍ଦ୍ଦେଶାବଳୀ ଓ ଓଡିଶା ଉଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବିଭିନ୍ନ ବିଶ୍ଵବିଦ୍ୟାଳୟ ସମେତ ମହାବିଦ୍ୟାଳୟ ଓ ସେଥିସହ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକରେ କି କି…
ରାଜ୍ୟ ଛତିଶା ନିଯୋଗ ବୈଠକରେ ହେଲା ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟ September 2, 2025 Nirvay ଆସନ୍ତା ୭ ତାରିଖ ଭାଦ୍ରବ ପୂର୍ଣ୍ଣିମା ଅବସରରେ ଚନ୍ଦ୍ରଗ୍ରହଣ ହେବ । ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ନେଇ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁଯାୟୀ, ଦିନ ୧୨ଟା ସୁଦ୍ଧା ନୀତିନିର୍ଘଣ୍ଟ…
ରାଜ୍ୟ ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ September 2, 2025 Nirvay ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି । ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି । ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ,…
ଦେଶ ରାଜ୍ୟ ସେମିକନ୍ ଇଣ୍ଡିଆ ୨୦୨୫ ରେ ୩ଟି ‘ମେଡ୍ ଇନ୍ ଓଡ଼ିଶା’ ଚିପ୍ସ ଉନ୍ମୋଚିତ September 2, 2025 Nirvay ସେମିକଣ୍ଡକ୍ଟର ଚିପ୍ ପ୍ରସ୍ତୁତିରେ ଓଡ଼ିଶାକୁ ମିଳିଛି ଐତିହାସିକ ସଫଳତା । ଭାରତ ସେମିକନ୍ ଇଣ୍ଡିଆ ୨୦୨୫ ରେ ଦେଶର ପ୍ରଥମ ‘ମେଡ୍ ଇନ୍ ଇଣ୍ଡିଆ’ ଚିପ୍ ୩୨-ବିଟ୍ ମାଇକ୍ରୋପ୍ରୋସେସର ଲଞ୍ଚ କରାଯାଇଛି । ଏହି ଅବସରରେ କେନ୍ଦ୍ର ରେଳ, ସୂଚନା ଓ…
ରାଜନୀତି ରାଜ୍ୟ ଆମ୍ୱୁଲାନ୍ସରେ ଅକ୍ସିଜେନ ସରିଯିବାରୁ ମହିଳାଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି September 2, 2025 Nirvay ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଥିବା ବେଳେ, ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ…
ଦେଶ ସେମିକଣ୍ଡକ୍ଟର ଯାତ୍ରାରେ ଐତିହାସିକ ସଫଳତା; ଲଞ୍ଚ ହେଲା ଭାରତର ପ୍ରଥମ ମେଡ୍ ଇନ୍ ଇଣ୍ଡିଆ ଚିପ୍ September 2, 2025 Nirvay ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ସେମିକନ ଇଣ୍ଡିଆ-୨୦୨୫ର ଚତୁର୍ଥ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉଦଘାଟନ କରିଛନ୍ତି । ଏହି ଅବସରରେ ଦେଶରେ ପ୍ରସ୍ତୁତ ହୋଇଥିବା ପ୍ରଥମ ସେମିକଣ୍ଡକ୍ଟର ଚିପ୍କୁ ଲଞ୍ଚ କରାଯାଇଛି । ଦିଲ୍ଲୀ ସ୍ଥିତ…