ଦେଶ ରାଜନୀତି ରାଜ୍ୟ ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି May 6, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…
ରାଜନୀତି ରାଜ୍ୟ ଝାରସୁଗୁଡ଼ାରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ May 6, 2024 Nirvay ଦିର୍ଘସମୟ ପରେ ଭୁବନେଶ୍ୱରରେ ଆସି ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏହାପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ।…
ରାଜ୍ୟ ଉମା-ସୁଜିତ୍ ମୁହାଁମୁହିଁ May 6, 2024 Nirvay ପୁରୀ; ଆଜି ପୁଣି ପୁରୀରେ ଉମା-ସୁଜିତ୍ ମୁହାଁମୁହିଁ । ଆଜି ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ବେଳେ ଦୁଇ ନେତା ମୁହାଁମୁହିଁ ହୋଇଛନ୍ତି। ଉମାବଲ୍ଲଭ ରଥ ଓ ସୁଜିତ ମହାପାତ୍ର ନାମାଙ୍କନ ଦାଖଲ ପାଇଁ ଯାଇଥିଲେ। ଉମା କଂଗ୍ରେସରୁ ଓ ସୁଜିତ ସ୍ୱାଧୀନ…
ରାଜ୍ୟ ଅଗ୍ନି ବର୍ଷାରୁ ମିଳିଲା ଆଶ୍ୱସ୍ତି May 6, 2024 Nirvay ଭୁବନେଶ୍ୱର; ବଦଳିଲା ପାଗ । ଅସହ୍ୟ ଖରା ଓ ତାତିରୁ ମିଳିଲା ଆଶ୍ୱସ୍ତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି । କିଛି ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା…
ରାଜନୀତି ରାଜ୍ୟ ଦିନରେ ସ୍ବପ୍ନ ଦେଖୁଛି ବିଜେପି! May 6, 2024 Nirvay ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…
ରାଜ୍ୟ ଘସିପୁରାରୁ ସ୍ୱାଧୀନପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଞ୍ଜନ May 6, 2024 Nirvay କେନ୍ଦୁଝର; ଘସିପୁରାର ନିର୍ବାଚନମଣ୍ଡଳୀରୁ ସ୍ୱାଧୀନପ୍ରାର୍ଥୀ ଭାବେ ସୌମ୍ୟରଞ୍ଜନ ପଟ୍ଟନାୟକ ଆଜି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ସେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରି ମା’ ଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପତ୍ର ଦାଖଲ ପାଇଁ ବାହାରିଥିଲେ…
ଦେଶ ଉତ୍ତରାଖଣ୍ଡ ଜଙ୍ଗଲରେ ନିଆଁ: ୫ ମୃତ May 6, 2024 Nirvay ଡେରାଡୁନ: ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ଥମିବା ନାଁ ନେଉନି । ଅଲମୋଡା ଓ ବାଗେଶ୍ୱର ସମେତ ଅଧିକାଂଶ ଜିଲ୍ଲାରେ ଜଙ୍ଗଲ ଜଜୁଛି । ଅଲମୋଡା ଜିଲ୍ଲା ଜଙ୍ଗଲ ନିଆଁ ଧୀରେ ଧୀରେ ଅନିୟନ୍ତ୍ରିତ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ…
ରାଜନୀତି ରାଜ୍ୟ ନବୀନଙ୍କୁ ମୋଦୀ ମାରିଲେ ଜଗନ୍ନାଥ ତୀର May 6, 2024 Nirvay ନିର୍ଭୟ ମିଡ଼ିଆ : ବ୍ରହ୍ମପୁର, ପରିବେଶ ଭିନ୍ନ । ଭାଷଣ ବି ଭିନ୍ନ । ଆକ୍ରମଣ ମୁଦ୍ରା ବି ଭିନ୍ନ । ସେ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ନିର୍ବାଚନୀ ସଭା ଅନେକ ଦୃଷ୍ଟିରୁ ଥିଲା ଗୁରୁତ୍ୱପୂର୍ଣ୍ଣ । ଫେବ୍ରୁଆରୀ…
ଦେଶ ଦିଲ୍ଲୀ ପରେ ଏବେ ଅହମଦାବାଦର ୩ ସ୍କୁଲକୁ ବମ ଧମକ May 6, 2024 Nirvay ନୂଆଦିଲ୍ଲୀ ;ରାଜଧାନୀ ଦିଲ୍ଲୀ ଏନ୍ସିଆର୍ ପରେ ଏବେ ଗୁଜରାଟର ଅହମଦାବାଦରେ ବମ ର ଧମକ ଦିଆଯାଇଛି । ପୁଣି ସ୍କୁଲଗୁଡିକୁ ଆସିଲା ବୋମାରେ ଉଡାଇ ଦେବାକୁ ଧମକପୂର୍ଣ୍ଣ ଇ-ମେଲ୍। ଫଳରେ ଏହାକୁ ନେଇ ସମସ୍ତ ସ୍କୁଲରେ ହାଇ ଆଲର୍ଟ ଜାରି କରାଯାଇଛି।…
ଦେଶ ପ୍ରକାଶ ପାଇଲା ICSE ଦଶମ ଓ ଦ୍ବାଦଶ ରେଜଲ୍ଟ May 6, 2024 Nirvay କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ହୋଇଥିବା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଛି।http.//www.cise.org. ୱେବସାଇଟରେ ରେଜଲ୍ଟ ଉପଲବ୍ଧ ରହିଥିବା ବେଳେ ଛାତ୍ରଛାତ୍ରୀମାନେ ସେଠାରୁ ଫଳାଫଳ ଜାଣି ପାରିବେ।ଦଶମରେ ୯୯.୦୮%…