Author: Nirvay

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଅଭିଭାଷଣ ରଖିବେ ମୋଦି। ଗତକାଲି…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…

ରଥଯାତ୍ରା ପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ୯୦ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ

ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଶୀର୍ବାଦ କରିଛନ୍ତି।

୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରସଙ୍ଗ: ଜବାବ ରଖିଲେ ମନମୋହନ

୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶୃତି ପ୍ରସଙ୍ଗ ଉଠାଇ ବିଜେପିକୁ ଟାର୍ଗେଟ କରିଛି ବିଜେଡି। ବିଜେପି ଏହାର ଜବାବ ରଖିଛି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିଜେପିର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଭାବେ ପଢିନି। ମାଗଣା…

ଚର୍ଚ୍ଚା ଘେରରେ କୁସୁମା ରଙ୍ଗଶାଳା

ପ୍ରଥମେ ଭୁବନେଶ୍ୱରରେ ପ୍ରଣବ ପ୍ରକାଶ ଦାସଙ୍କ ଆଲିସାନ ମହଲାକୁ ନେଇ ବିବାଦ ଉଠିଲା। ଏପର୍ଯ୍ୟନ୍ତ ବିବାଦ ଥମି ନାହିଁ। ଦ୍ୱିତୀୟ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି ଧର୍ମଶାଳାର ପରାଜିତ ବିଧାୟକ ପ୍ରଣବ ବଳବନ୍ତରାୟ। ‘ବଲେ ବଲେ’ ଢାବାରେ ବେଆଇନ ମଦ କାରବାର ସହ…

ପ୍ରତିଶୃତି ରକ୍ଷା କରି ୩୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ବିଲ୍ ଛାଡ଼ କରୁ ବିଜେପି

ନିର୍ବାଚନୀ ଇସ୍ତାହାରର ପ୍ରତିଶୃତି ଅନୁଯାୟୀ ୩୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ବିଲ୍ ଛାଡ଼ କରିବାକୁ ବିଜେପିକୁ ଅନୁରୋଧ କରିଛନ୍ତି ପ୍ରତାପ ଦେବ। ସେ କହିଛନ୍ତି ବିଜେଡି ୧୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ବିଲ୍ ଛାଡ଼ ପାଇଁ ପ୍ରତିଶୃତି ଦେଇଥିବା ବେଳେ ବିଜେପି…

ନୂତନ ଆଶା ଆଣିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି ଲୋକଙ୍କ ମନରେ ଏକ ନୂତନ ଆଶା ସଞ୍ଚାର କରିଛି। ମାଳ ମାଳ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଜନତା। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନତାଙ୍କ…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିକୁଞ୍ଜ ଧଳ

ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ନୂଆ ନିଯୁକ୍ତି ମିଳିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଦାୟିତ୍ୱ ନେବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ…