ଦେଶ ବିଶ୍ୱ ଏସସିଓ ଶିଖର ସମ୍ମିଳନୀରେ ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି September 1, 2025 Nirvay ଚୀନର ତିୟାନଜିନ୍ରେ ଆୟୋଜିତ ୨୫ତମ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି । ଏସସିଓ ଶିଖର ସମ୍ମିଳନୀରେ ଚମତ୍କାର ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୋଦି ଚୀନ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ହୃଦୟରୁ କୃତଜ୍ଞତା…
ରାଜ୍ୟ ଟିଚର ଇଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ September 1, 2025 Nirvay ଟିଚର ଇଲିଜିବିଲିଟି ଟେଷ୍ଟ (TET) ରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି । ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ…
ରାଜ୍ୟ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି September 1, 2025 Nirvay ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ…
ରାଜନୀତି ରାଜ୍ୟ ବାଦ୍ ପଡ଼ିଥିବା ୩୯ଟି ଅଞ୍ଚଳକୁ ଏନଏସି ଘୋଷଣା ନକଲେ ରାଜରାସ୍ତାକୁ ଓହ୍ଲାଇବୁ: ବିଜେଡି September 1, 2025 Nirvay ସ୍ୱାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଦ୍ୱାରା ୧୬ ନୂଆ ଏନଏସି ଓ ୭ଟି ମ୍ୟୁନିସିପାଲଟି ଘୋଷଣା କରାଯାଇଥିବା ବେଳେ, ବିଜେଡି ସରକାରଙ୍କ ଦ୍ୱାରା ଘୋଷିତ ୫୭ଟି ଏନଏସି ମଧ୍ୟରୁ ୩୯ଟି ଅଞ୍ଚଳକୁ କାର୍ଯ୍ୟକାରୀ ନକରିବା ଦୁର୍ଭାଗ୍ୟଜନକ ବୋଲି ବିଜୁ…
ଦେଶ ରାଜ୍ୟ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କ ମହାନଦୀ ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ August 30, 2025 Nirvay ମହାନଦୀ ସମସ୍ୟାର ସମାଧାନ ଦିଗରେ ଆମେ ଆଉ ଏକ ପାଦ ଆଗକୁ ବଢ଼ିଛି ଓଡିଶା । ଓଡ଼ିଶା ଓ ଛତିଶଗଡ଼ ସରକାର ଦୀର୍ଘ ଦିନର ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଆଜି ଅନୁଷ୍ଠିତ ଏକ ଫଳପ୍ରଦ…
ରାଜ୍ୟ ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ: ଓମ ବିର୍ଲା August 30, 2025 Nirvay ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭା ବାଚସ୍ପତି ଓମ ବିର୍ଲା ଭୁବନେଶ୍ୱର ଗସ୍ତରେ ଆସିଥିବା ବେଳେ ଆଜି ସମ୍ମିଳନୀର…
ରାଜନୀତି ରାଜ୍ୟ ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି August 30, 2025 Nirvay ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି । ଦଳର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ…
ରାଜ୍ୟ ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା August 30, 2025 Nirvay ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ପୋଲିସ ଏସଆଇଙ୍କ କ୍ଷମତା । ଏଣିକି SC/ST ମାମଲାର ତଦନ୍ତ କରିପାରିବେ ଇନ୍ସପେକ୍ଟର ଏବଂ ଏସଆଇ । ତଦନ୍ତ ସହ ଗିରଫ ଓ ସ୍ଵତନ୍ତ୍ର ଅଦାଲତରେ ମାମଲା କରିପାରିବେ । ପୂର୍ବରୁ ଡିଏସପି (DSP) ପାହ୍ୟାର…
ରାଜ୍ୟ ଅକ୍ଟୋବର ୪ ଓ ୫ ରେ ହେବ ପୋଲିସ ଏସ୍ଆଇ ପରୀକ୍ଷା August 30, 2025 Nirvay ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଆଜି ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା ହୋଇଛି । ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୪ ଓ ୫ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସ୍ଆଇ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ…
ଦେଶ ମୋବାଇଲ୍ ଡିଭାଇସ୍ ପାଇଁ ଦେଶର ପ୍ରଥମ ଟେମ୍ପର୍ଡ ଗ୍ଲାସ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କଲେ ଅଶ୍ୱିନୀ ବୈଷ୍ଣବ August 30, 2025 Nirvay କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଦିନ ନୋଏଡାରେ ଟେମ୍ପର୍ଡ ଗ୍ଲାସ୍ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କରିଛନ୍ତି । ଏହା ଭାରତର ପ୍ରଥମ ପ୍ଲାଣ୍ଟ ଯେଉଁଠାରେ ମୋବାଇଲ୍ ଫୋନରେ ବ୍ୟବହୃତ ଟେମ୍ପର୍ଡ ଗ୍ଲାସ୍ ଏବେ ଦେଶରେ…