ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ଉପସ୍ଥିତ ଥିଲେ ଧର୍ମେନ୍ଦ୍ର ପ୍ରଧାନ August 30, 2025 Nirvay ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଙ୍କ ଉପସ୍ଥିତିରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିବା ସୂଚନା ମିଳିଛି । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।…
ରାଜ୍ୟ ରାଜ୍ୟରେ ସାର ଅଭାବକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ August 30, 2025 Nirvay ସାରା ରାଜ୍ୟରେ ସାର ଅଭାବ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖିଛନ୍ତି । କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି…
ରାଜ୍ୟ ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ August 30, 2025 Nirvay ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…
ଦେଶ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବିଡ୍ ଆବେଦନ ପାଇଁ କ୍ୟାବିନେଟ୍ ମଞ୍ଜୁରୀ August 27, 2025 Nirvay କେନ୍ଦ୍ର ସରକାର ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବା କମନୱେଲଥ ଗେମ୍ସ ଆୟୋଜନ ପାଇଁ ବିଡ୍ ଆବେଦନ ପାଇଁ କ୍ୟାବିନେଟ୍ ମଞ୍ଜୁରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଏନେଇ ଆସିଥିବା ପ୍ରସ୍ତାବକୁ…
ରାଜ୍ୟ କଟକ ରେଲୱେ ଷ୍ଟେସନ ପ୍ଲାଟଫର୍ମ ଛାତ ଭୁଶୁଡିବା ଦୁର୍ଭାଗ୍ୟଜନକ: ବିଜେଡି August 27, 2025 Nirvay କଟକ ରେଲୱେ ଷ୍ଟେସନର ପ୍ଲାଟଫର୍ମ-୧ରେ ଥିବା ଛାତ ଭୁଶୁଡିପଡିବା ଦୁର୍ଭାଗ୍ୟଜନକ ବୋଲି ବିଜୁ ଜନତା ଦଳ କହିଛି । ରେଲୱେ ବିଭାଗ ଓ ଠିକା ସଂସ୍ଥାର ଦାୟିତ୍ୱହୀନତା ଓ ସୁରକ୍ଷା ପ୍ରତି ଧ୍ୟାନ ନଦେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ବୋଲି…
ରାଜନୀତି ରାଜ୍ୟ ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ August 26, 2025 Nirvay ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…
ରାଜ୍ୟ ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି August 26, 2025 Nirvay ଆଜି ଶ୍ରୀମନ୍ଦିର ପରିଚାଳନା ପାଇଁ ୧୦ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟି ଗଠନ ହେବା ନେଇ ଆଇନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ୧୦ ଜଣ ସଦସ୍ୟ ଏହି କମିଟିରେ ସ୍ଥାନ ପାଇଛନ୍ତି…
ରାଜ୍ୟ ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ August 26, 2025 Nirvay ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର । ନବରଙ୍ଗପୁର ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ହେଉଛି ଉମରକୋଟ ସହର । କିନ୍ତୁ ୫ ବର୍ଷ ଭିତରେ ବଦଳିଲେଣି ୧୧ ଜଣ ଉମରକୋଟ ପୌର ପରିଷଦ ନିର୍ବାହୀ…
ରାଜ୍ୟ ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ August 26, 2025 Nirvay କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ…
ରାଜନୀତି ରାଜ୍ୟ ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ August 25, 2025 Nirvay ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…