Author: Nirvay

ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବିଜେପି, ବିଜେଡି ପରେ ଏବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ଦଳ ଆଜି ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା…

ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ବହୁ ମାନସ ମନ୍ଥନ ଓ କଳ୍ପନାଜଳ୍ପନା ପରେ ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ଟି ବିଧାନସଭା ସିଟ ପ୍ରାର୍ଥୀ ଘୋଷଣା କଲା ବିଜେପି ।…

ଏତେ ସହଜ ନୁହେଁ ଜୁଏଲଙ୍କ ପାଇଁ ନିର୍ବାଚନ

ରାଉରକେଲାରୁ ନବୀନ ଦାସ : ସୁନ୍ଦରଗଡ ଲୋକସଭା ଆସନ ପାଇଁ ବରିଷ୍ଠ ଆଦିବାସୀ ନେତା ଜୁଏଲ ଓରାମଙ୍କୁ ପୁଣି ପ୍ରାର୍ଥୀ କରିଛି ଭାରତୀୟ ଜନତାପାର୍ଟି । ମେଣ୍ଟ ଭାଙ୍ଗିବା ପରେ ୨୦୦୯ରେ ବିଜୁ ଜନତା ଦଳର ପରୋକ୍ଷ ସମର୍ଥନରେ କଂଗ୍ରେସର ହେମାନନ୍ଦ…

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା

ନିର୍ବାଚନ ପୂର୍ବରୁ କଂଗ୍ରେସ୍କୁ ଆଉ ଏକ ଝଟକା । ଟାଣୁଆ ନେତା ଅଧିରାଜ, ସୁରେନ୍ଦ୍ର ସିଂ ଭୋଇ ଓ ଚିରଞ୍ଜୀବ ବିଶ୍ୱାଳଙ୍କ ପରେ ଏବେ ଗଣେଶ୍ୱର ବେହେରା ଛାଡିଛନ୍ତି କଂଗ୍ରେସ ଦଳ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ଇସ୍ତଫା…

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । କର୍କଟରୋଗରେ ଆକ୍ରାନ୍ତ ହୋଇ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି ।ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ…

ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ରାଜବାଟୀ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଉଦ୍‌ଘାଟନ ପରେ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଏଇଠୁ ହିଁ ପଡ଼ିଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…

ପ୍ରଥମ ରିପୋର୍ଟ କାର୍ଡ ଜାରି କଲେ ପୁରୀ ବିଜେପି ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର

ଭୁବନେଶ୍ୱର: ଭୁବନେଶ୍ବର ବିଜେପି କାର୍ଯ୍ୟାଳୟଠାରେ ରିପୋର୍ଟ କାର୍ଡ ଜାରି କରିଛନ୍ତି ପୁରୀ ଲୋକସଭାର ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର। ଉଲ୍ଲେଖନୀୟ ବିଷୟ ହେଉଛି ଗତ ନିର୍ବାଚନରେ ହାରିଥିବା ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ଏପରି ରିପୋର୍ଟ କାର୍ଡ ଜାରି କରିବାରେ ପ୍ରଥମ…

ମଇଦାନକୁ ଓହ୍ଲାଇଲେ ବୈଜୟନ୍ତ ପଣ୍ଡା

ବଡ ଲଢେଇ ପାଇଁ ପ୍ରସ୍ତୁତ ହେଉଛି କେନ୍ଦ୍ରପଡା । ବିଜେପି ଟିକେଟ ପାଇବା ପରେ କେନ୍ଦ୍ରାପଡାରେ ବିଶାଳ ରାଲି କରି ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବୈଜୟନ୍ତ ପଣ୍ଡା । ସେ କହିଛନ୍ତି କି, ମୋଦିଙ୍କ ବିକଶିତ ଭାରତ ଗଠନର ଆମର…

ପ୍ରାର୍ଥୀ ଘୋଷଣା: ବିଜେଡିର କାହିଁକି ଏତେ ମୁଣ୍ଡ ବିନ୍ଧା? ବିଜେପିର କାଉଣ୍ଟର ଆଟାକ୍‌

୧୪୭ଟି ବିଧାନସଭା ଆସନରେ ଉପଯୁକ୍ତ ପ୍ରାର୍ଥୀ ମିଳୁ ନଥିବା ବିଜେଡିର ଅଭିଯୋଗକୁ ନେଇ ବିଜେପିର କାଉଣ୍ଟର ଆଟାକ୍‌। ବିଜେଡିକୁ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ରଙ୍କ ଆହ୍ବାନ, ପ୍ରଥମେ ସବୁ ୧୪୭ ଆସନରେ ପ୍ରାର୍ଥୀ ଘୋଷଣା କର । “ବିଜେପି ଟିକେଟ…

ପଦ୍ମ ଧରିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି

ଉତ୍କଳ ଦିବସରେ ବିଜେପିର ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ସେ ୨୦୧୯ ମସିହାରେ ବିଜେପିର ଟାଣୁଆ ନେତା ବୈଜୟନ୍ତ ପଣ୍ଡାଙ୍କ ବିରୁଦ୍ଧରେ ବିଜୟୀ ହୋଇଥିଲେ । ୨ ଦିନ ତଳେ ବିଜେଡି…