Author: Nirvay

ବଢିଲା ଆଧାରକାର୍ଡ ଅପଡେଟ୍ ସମୟ ସୀମା, ଜାଣନ୍ତୁ କେବେ ରହିଛି ଶେଷ ତାରିଖ

ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (UIDAI) ଆଧାର କାର୍ଡ ଅପଡେଟ୍ ସମୟସୀମା ବୃଦ୍ଧି କରିଛf। ୧୪ ଜୁନ୍ ୨୦୨୪ ପର୍ଯ୍ୟନ୍ତ ସମୟସୀମା ବଢାଯାଇଛି। ଏହି ତାରିଖ ସୁଦ୍ଧା ମାଗଣାରେ ନୂଆ ଆଧାରକାର୍ଡ କିମ୍ବା ଆଧାରକାର୍ଡ ଅପଡେଟ୍ କରିପାରିବେ।କେଉଁମାନେ ଆଧାରକାର୍ଡ ଅପଡେଟ୍…

କଂଗ୍ରେସ ଛାଡି ବିଜେପିରେ ମିଶିଲେ ଅରବିନ୍ଦର ସିଂହ ଲଭଲି

ନୂଆଦିଲ୍ଲୀ ; ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ଝଟକା। ଦିଲ୍ଲୀରୁ ୪ଥର ବିଧାୟକ ହୋଇଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦର ସିଂହ ଲଭଲି ଶନିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଲଭଲିଙ୍କ ସହ ପୂର୍ବତନ…

ସମୀରଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ

ନିମାପଡା ;ନିମାପଡା ପାଣିପାଗ ବର୍ତ୍ତମାନ ବଦଳିବାରେ ଲାଗିଛି । ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି ନିମାପଡ଼ା ବିଜେଡି କନ୍ଦଳ । ବିଜେଡି ଏଥର ସମୀର ଦଶଙ୍କ ଟିକେଟ କାଟିଛି । ସମୀରଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ କରିଛନ୍ତି…

କୋରାପୁଟ ଓ ନବରଙ୍ଗପୁରରେ ବିରୋଧୀଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଓ ନବରଙ୍ଗପୁରରେ ନିରାଡମ୍ବର ଢଙ୍ଗରେ ନିର୍ବାଚନ ପ୍ରଚାର କରି ଛନ୍ତି। ନବୀନ ପଟ୍ଟନାୟକ ଆଜି ନିଆରା ଶୈଳୀରେ କୋରାପୁଟର ଓଏମ୍‌ପି ପଡିଆରେ ନିର୍ବାଚନ ପ୍ରଚାର କରିଛନ୍ତି। ଆଜି କୋରାପୁଟ ମୁଖ୍ୟମନ୍ତ୍ରୀ ମାତ୍ର…

ନିଜ ମାଟିର ପୁଅ ଓଡ଼ିଶା ନେତା ହୁଅନ୍ତୁ:ଜୟଶଙ୍କର

ଓଡ଼ିଆ ଅସ୍ମିତା ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବା ବେଳେ ଆଜି ଓଡ଼ିଶା ଗସ୍ତରେ ଆସି ଏହି ପ୍ରସଙ୍ଗରେ ଏସ୍‌. ଜୟଶଙ୍କରଙ୍କ ବଡ ବୟାନ ଦେଇଛନ୍ତି। ଓଡ଼ିଶା ପ୍ରାକୃତିକ ସଂପଦ ଓ ପ୍ରତିଭାରେ ଭରପୂର, କ’ଣ ନାହିଁ ଓଡ଼ିଶାରେ, କିନ୍ତୁ ଓଡ଼ିଶା…

ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର

ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍‌ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରବୀନ୍ଦ୍ର ପାଟଯୋଶୀ

ଭୁବନେଶ୍ୱର : ବିଜେପି ଛାଡି ବିଜେଡିରେ ସାମିଲ ହେଲେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନ ମଣ୍ଡଳୀର ରବୀନ୍ଦ୍ର କୁମାର ପାଟଯୋଶୀ। । ୨୦୧୪ରେ ବିଜେପି ବିଧାୟକ ପ୍ରାର୍ଥୀ ଥିଲେ ରବୀନ୍ଦ୍ର। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହେଲେ। ତାଙ୍କ…

ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ

ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ତିନି ପ୍ରମୁଖ ଦଳ ସେମାନଙ୍କ ରଣନୀତି ସେତିକି ଶାଣିତ କରୁଛନ୍ତି। ବିଜେଡି ବିଜେପି ପରେ ଆଜି ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ। ତାଲିକାରେ କଂଗ୍ରେସ ଅଧ୍ୟକ୍ଷ…

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ନେତା ଜୟନାରାୟଣ ମିଶ୍ର

ସମ୍ବଲପୁର; ସମ୍ବଲପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି ବିଜେପି ପ୍ରାର୍ଥୀ ତଥା ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ଆଜି ନିଜ ଝିଅ ଓ ବହୁ ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଆସି ସମ୍ବଲପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର…

ସତ୍ୟପାଠରେ ମିଛ କହିଛନ୍ତି ବିଜେଡି ପ୍ରାର୍ଥୀ ସାରଦା ନାୟକ!

ଅଡୁଆରେ ପଡ଼ିପାରନ୍ତି ରାଉରକେଲା ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ। ସାରଦାଙ୍କ ପ୍ରାର୍ଥିପତ୍ରରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ସେ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି। ସାରଦାଙ୍କ ନାମରେ ଥିବା ଦୁଇଟି ଫୌଜଦାରୀ ମାମଲା…