Author: Nirvay

ବେଙ୍ଗାଲୁରୁରେ ଦଳାଚକଟା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆରସିବିର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।…

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…

ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…

କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ

ରାଜଧାନୀରେ ବଦଳିଲା ପାଗ । ରାଜଧାନୀର ବିଭିନ୍ନ ସ୍ଥାନରେ ହଠାତ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ…

ପରିବର୍ତ୍ତନ ହେଲା ପୁରୀ-ରାଉରକେଲା ବନ୍ଦେ ଭାରତ ସାପ୍ତାହିକ ବନ୍ଦ ଦିବସ

ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ସାପ୍ତାହିକ ବନ୍ଦ ଦିବସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ । ଆସନ୍ତା ୭ ତାରିଖ ଶନିବାର ଠାରୁ ପ୍ରତି ଶନିବାର ପୁରୀ-ରାଉରକେଲା-ପୁରୀ ବନ୍ଦେ…

ଦେବଗଡ଼କୁ ୨୦୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା…

ପ୍ରକାଶ ପାଇଲା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ

ପିଜି ନାମଲେଖା ପାଇଁ ହୋଇଥିବା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ ସୋମବାର ଦିନ ପ୍ରକାଶ ପାଇଛି । ଏଥିରେ ମୋଟ ୬୨,୩୨୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୫୬,୯୭୬ ଜଣ ପରୀକ୍ଷା ଦେଇଥିଲେ । ୩୦,୮୦୨…

ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ପରିଚାଳନା ନିର୍ଦ୍ଦେଶକ

ଆଇଏଏସ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ମିଳିଲା ନୂଆ ଦାୟିତ୍ୱ । ସେ ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ୱ ତୁଲାଇବେ । କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ପଠାଯାଇଥିବା…

ନିଟ୍ ପିଜି ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ

ଜୁନ୍ ୧୫ରେ ହେବାକୁଥିବା ନିଟ୍ ପିଜି (NEET-PG) ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ । ଦୁଇ ସିଫ୍ଟରେ ପରୀକ୍ଷା ପାଇଁ ସ୍ଥିର କରିଥିଲା ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନ୍ସ (NBE) । ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପରୀକ୍ଷା ସ୍ଥଗିତ ହୋଇଛି…