Author: Nirvay

ପ୍ରଶାନ୍ତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କଲେ ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍

ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ ଆଜି ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଭେଟି ୫ ଲକ୍ଷ ଟଙ୍କା ସହାୟତା…

ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…

ପ୍ରେସ୍‌ କାଉନସିଲ୍‌ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର

ପ୍ରେସ୍‌ କାଉନସିଲ ଅଫ୍‌ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ)ର ସଦସ୍ୟ…

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…

୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ

ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ…

ଆୟକର ପୈଠ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର

କରଦାତାଙ୍କ ପାଇଁ ବଡ଼ ଆଶ୍ୱସ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ବଢ଼ିଛି ଆୟକର ଦାଖଲ କରିବା ତାରିଖ । ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ (CDBT) ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟର୍ଣ୍ଣ (ଆଇଟିଆର) ଦାଖଲ କରିବାର ଶେଷ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ଖବର ସଂଗ୍ରହବେଳେ ବଲାଙ୍ଗିର ଜିଲ୍ଲା, ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଆଜି ଗିରଫ ହୋଇଛି । ଏନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ…

‘ଅପରେସନ୍‌ ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର୍‌ ରୁମ୍‌ ଦୃଶ୍ୟ

ଅପରେସନ୍‌ ସିନ୍ଦୂର ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର ରୁମ୍‌ର ଚିତ୍ର । ଅପରେସନ୍‌ ସିନ୍ଦୂରରେ ପାକିସ୍ତାନର ୯ଟି ଆତଙ୍କୀ କ୍ୟାମ୍ପ ଧ୍ୱଂସର ମନିଟରିଂ କରୁଥିଲେ ତିନି ସେନା ମୁଖ୍ୟ । ପହଲଗାମ ନରସଂହାରକୁ ନେଇ ଅପରେସନ ସିନ୍ଦୂର…

ଡିଆରଡିଓ ଅଧ୍ୟକ୍ଷ ଡ. ସମୀର ଭି. କାମାତଙ୍କ କାର୍ଯ୍ୟକାଳ ବୃଦ୍ଧି

ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ଅଧ୍ୟକ୍ଷ ଡ. ସମୀର ଭି. କାମାତଙ୍କ କାର୍ଯ୍ୟକାଳ ବର୍ଷକ ପାଇଁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଜୁନ୍ ୧ରେ କାମାତଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ଆଉ ବର୍ଷକ ପାଇଁ ଅର୍ଥାତ ୩୧…

୧୪ ଦିନିଆ ନ୍ୟାୟିକ ହେପାଜତରେ ଜ୍ୟୋତି ମଲହୋତ୍ରା

ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି ହିସାର କୋର୍ଟ । ମେ ୧୬ ତାରିଖରେ ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ଦେବା ଅଭିଯୋଗରେ ହିସାରର ୟୁଟ୍ୟୁବର…