Author: Nirvay

ସେମିକନ୍ ଇଣ୍ଡିଆ ୨୦୨୫ ରେ ୩ଟି ‘ମେଡ୍ ଇନ୍ ଓଡ଼ିଶା’ ଚିପ୍ସ ଉନ୍ମୋଚିତ

ସେମିକଣ୍ଡକ୍ଟର ଚିପ୍ ପ୍ରସ୍ତୁତିରେ ଓଡ଼ିଶାକୁ ମିଳିଛି ଐତିହାସିକ ସଫଳତା । ଭାରତ ସେମିକନ୍ ଇଣ୍ଡିଆ ୨୦୨୫ ରେ ଦେଶର ପ୍ରଥମ ‘ମେଡ୍ ଇନ୍ ଇଣ୍ଡିଆ’ ଚିପ୍ ୩୨-ବିଟ୍ ମାଇକ୍ରୋପ୍ରୋସେସର ଲଞ୍ଚ କରାଯାଇଛି । ଏହି ଅବସରରେ କେନ୍ଦ୍ର ରେଳ, ସୂଚନା ଓ…

ଆମ୍ୱୁଲାନ୍ସରେ ଅକ୍ସିଜେନ ସରିଯିବାରୁ ମହିଳାଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି

ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଥିବା ବେଳେ, ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ…

ସେମିକଣ୍ଡକ୍ଟର ଯାତ୍ରାରେ ଐତିହାସିକ ସଫଳତା; ଲଞ୍ଚ ହେଲା ଭାରତର ପ୍ରଥମ ମେଡ୍ ଇନ୍ ଇଣ୍ଡିଆ ଚିପ୍

ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ସେମିକନ ଇଣ୍ଡିଆ-୨୦୨୫ର ଚତୁର୍ଥ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉଦଘାଟନ କରିଛନ୍ତି । ଏହି ଅବସରରେ ଦେଶରେ ପ୍ରସ୍ତୁତ ହୋଇଥିବା ପ୍ରଥମ ସେମିକଣ୍ଡକ୍ଟର ଚିପ୍‌କୁ ଲଞ୍ଚ କରାଯାଇଛି । ଦିଲ୍ଲୀ ସ୍ଥିତ…

ଏସସିଓ ଶିଖର ସମ୍ମିଳନୀରେ ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଚୀନର ତିୟାନଜିନ୍‌ରେ ଆୟୋଜିତ ୨୫ତମ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି । ଏସସିଓ ଶିଖର ସମ୍ମିଳନୀରେ ଚମତ୍କାର ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୋଦି ଚୀନ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ହୃଦୟରୁ କୃତଜ୍ଞତା…

ଟିଚର ଇଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ

ଟିଚର ଇଲିଜିବିଲିଟି ଟେଷ୍ଟ (TET) ରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି । ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍‌ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ…

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ…

ବାଦ୍ ପଡ଼ିଥିବା ୩୯ଟି ଅଞ୍ଚଳକୁ ଏନଏସି ଘୋଷଣା ନକଲେ ରାଜରାସ୍ତାକୁ ଓହ୍ଲାଇବୁ: ବିଜେଡି

ସ୍ୱାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଦ୍ୱାରା ୧୬ ନୂଆ ଏନଏସି ଓ ୭ଟି ମ୍ୟୁନିସିପାଲଟି ଘୋଷଣା କରାଯାଇଥିବା ବେଳେ, ବିଜେଡି ସରକାରଙ୍କ ଦ୍ୱାରା ଘୋଷିତ ୫୭ଟି ଏନଏସି ମଧ୍ୟରୁ ୩୯ଟି ଅଞ୍ଚଳକୁ କାର୍ଯ୍ୟକାରୀ ନକରିବା ଦୁର୍ଭାଗ୍ୟଜନକ ବୋଲି ବିଜୁ…

ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କ ମହାନଦୀ ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ମହାନଦୀ ସମସ୍ୟାର ସମାଧାନ ଦିଗରେ ଆମେ ଆଉ ଏକ ପାଦ ଆଗକୁ ବଢ଼ିଛି ଓଡିଶା । ଓଡ଼ିଶା ଓ ଛତିଶଗଡ଼ ସରକାର ଦୀର୍ଘ ଦିନର ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଆଜି ଅନୁଷ୍ଠିତ ଏକ ଫଳପ୍ରଦ…

ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ: ଓମ ବିର୍ଲା

ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭା ବାଚସ୍ପତି ଓମ ବିର୍ଲା ଭୁବନେଶ୍ୱର ଗସ୍ତରେ ଆସିଥିବା ବେଳେ ଆଜି ସମ୍ମିଳନୀର…

ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି

ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି । ଦଳର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ…