Author: Nirvay

ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା

ବଢ଼ିଲା ପୋଲିସ ଇନ୍ସପେକ୍ଟର ଏବଂ ପୋଲିସ ଏସଆଇଙ୍କ କ୍ଷମତା । ଏଣିକି SC/ST ମାମଲାର ତଦନ୍ତ କରିପାରିବେ ଇନ୍ସପେକ୍ଟର ଏବଂ ଏସଆଇ । ତଦନ୍ତ ସହ ଗିରଫ ଓ ସ୍ଵତନ୍ତ୍ର ଅଦାଲତରେ ମାମଲା କରିପାରିବେ । ପୂର୍ବରୁ ଡିଏସପି (DSP) ପାହ୍ୟାର…

ଅକ୍ଟୋବର ୪ ଓ ୫ ରେ ହେବ ପୋଲିସ ଏସ୍‌ଆଇ ପରୀକ୍ଷା

ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଆଜି ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା ହୋଇଛି । ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୪ ଓ ୫ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ…

ମୋବାଇଲ୍ ଡିଭାଇସ୍ ପାଇଁ ଦେଶର ପ୍ରଥମ ଟେମ୍ପର୍ଡ ଗ୍ଲାସ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଦିନ ନୋଏଡାରେ ଟେମ୍ପର୍ଡ ଗ୍ଲାସ୍ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କରିଛନ୍ତି । ଏହା ଭାରତର ପ୍ରଥମ ପ୍ଲାଣ୍ଟ ଯେଉଁଠାରେ ମୋବାଇଲ୍ ଫୋନରେ ବ୍ୟବହୃତ ଟେମ୍ପର୍ଡ ଗ୍ଲାସ୍ ଏବେ ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ଉପସ୍ଥିତ ଥିଲେ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଙ୍କ ଉପସ୍ଥିତିରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିବା ସୂଚନା ମିଳିଛି । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।…

ରାଜ୍ୟରେ ସାର ଅଭାବକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ସାରା ରାଜ୍ୟରେ ସାର ଅଭାବ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖିଛନ୍ତି । କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ

କେନ୍ଦ୍ର ସରକାର ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବା କମନୱେଲଥ ଗେମ୍ସ ଆୟୋଜନ ପାଇଁ ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଏନେଇ ଆସିଥିବା ପ୍ରସ୍ତାବକୁ…

କଟକ ରେଲୱେ ଷ୍ଟେସନ ପ୍ଲାଟଫର୍ମ ଛାତ ଭୁଶୁଡିବା ଦୁର୍ଭାଗ୍ୟଜନକ: ବିଜେଡି

କଟକ ରେଲୱେ ଷ୍ଟେସନର ପ୍ଲାଟଫର୍ମ-୧ରେ ଥିବା ଛାତ ଭୁଶୁଡିପଡିବା ଦୁର୍ଭାଗ୍ୟଜନକ ବୋଲି ବିଜୁ ଜନତା ଦଳ କହିଛି । ରେଲୱେ ବିଭାଗ ଓ ଠିକା ସଂସ୍ଥାର ଦାୟିତ୍ୱହୀନତା ଓ ସୁରକ୍ଷା ପ୍ରତି ଧ୍ୟାନ ନଦେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ବୋଲି…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି

ଆଜି ଶ୍ରୀମନ୍ଦିର ପରିଚାଳନା ପାଇଁ ୧୦ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟି ଗଠନ ହେବା ନେଇ ଆଇନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ୧୦ ଜଣ ସଦସ୍ୟ ଏହି କମିଟିରେ ସ୍ଥାନ ପାଇଛନ୍ତି…