ରାଜ୍ୟ ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ August 26, 2025 Nirvay ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର । ନବରଙ୍ଗପୁର ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ହେଉଛି ଉମରକୋଟ ସହର । କିନ୍ତୁ ୫ ବର୍ଷ ଭିତରେ ବଦଳିଲେଣି ୧୧ ଜଣ ଉମରକୋଟ ପୌର ପରିଷଦ ନିର୍ବାହୀ…
ରାଜ୍ୟ ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ August 26, 2025 Nirvay କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ…
ରାଜନୀତି ରାଜ୍ୟ ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ August 25, 2025 Nirvay ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…
ରାଜ୍ୟ ଧାରଣାରତ ରାଜସ୍ଵ କର୍ମଚାରୀଙ୍କୁ ସରକାରଙ୍କ ନାଲିଆଖି August 25, 2025 Nirvay ରାଜ୍ୟରେ ଧାରଣାରତ ରାଜସ୍ଵ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜସ୍ଵ ବିଭାଗ ଚେତାବନୀ ଦେଇଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ଛୁଟିରେ ଯାଇଥିବା ସମସ୍ତ କର୍ମଚାରୀଙ୍କ ତାଲିକା…
ରାଜନୀତି ରାଜ୍ୟ ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି August 25, 2025 Nirvay ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…
ରାଜ୍ୟ ରାଜ୍ୟ କ୍ୟାବିନେଟ୍ରେ ୪ଟି ପ୍ରସ୍ତାବକୁ ମୋହର August 25, 2025 Nirvay ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ୨୪ତମ ବୈଠକରେ ତିନିଟି ବିଭାଗର ଚାରିଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିରେ ସାଧାରଣ ପ୍ରଶାସନ…
ରାଜ୍ୟ ଫୁଟବଲ ଖେଳାଳିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ August 25, 2025 Nirvay ଦେବଗଡ଼ର ଶୁଳିଆପଦା, ଆଇଜି ଷ୍ଟାଡିୟମଠାରେ ଫୁଟବଲ ମ୍ୟାଚ ସମୟରେ ଜଣେ ଖେଳାଳିଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିବାସହ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ,…
ରାଜ୍ୟ ପାତ୍ରପଡ଼ା ହିଟ୍ ଆଣ୍ଡ୍ ରନ୍ ଘଟଣାରେ ସ୍କର୍ପିଓ ଗାଡ଼ି ମାଲିକ ଗିରଫ; ଥାର୍ ମାଲିକଙ୍କ ମିଳୁନି ପତ୍ତା August 23, 2025 Nirvay ଭୁବନେଶ୍ଵର ପାତ୍ରପଡ଼ା ହିଟ୍ ଆଣ୍ଡ ରନରେ ମା’ ଓ ଝିଅଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଥାର୍ ସହ ରେସିଂ କରୁଥିବା ସ୍କର୍ପିଓ ଗାଡ଼ି ମାଲିକ କୁ ଆଜି ପୋଲିସ ଗିରଫ କରିଛି । ସ୍କର୍ପିଓ ଗାଡ଼ି ମାଲିକ ସୋମରାଜ ତ୍ରିପାଠୀ ଓ…
ରାଜ୍ୟ ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା August 23, 2025 Nirvay ଆଜି ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ କାର୍ଯ୍ୟାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ ଅଗ୍ନିଶମ ବିଭାଗର ଖାଲିଥିବା ୯୧୧ ପଦବୀ ପୂରଣ ହୋଇଛି…
ରାଜ୍ୟ ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ August 23, 2025 Nirvay ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ…