Author: Nirvay

Public Grievance Redressal: ରାଜ୍ୟରେ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସ୍ଥାଣୁ ପାଲଟିଛି: ବିଜେଡି

ରାଜ୍ୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟି ଯାଇଛି ବୋଲି ନିକଟରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ଟ୍ରେଜେରି ଅଫିସରଙ୍କ ଉଦ୍ଦେଶ୍ୟରେ ଜାରି ହୋଇଥିବା ଚିଠିରୁ ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…

‍‍India International Trade Fair: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା

ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion…

Odisha Sangeet Natak Akademi Awards: ୩ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ୨୦୨୩, ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର, ଉପାୟନ…

BJD Legislature Party Meet: ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ

ବିଜେଡି ବିଧାୟକ ଦଳର ବୈଠକ ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ଏହି…

Odisha Politics: ବିଜେପିରେ ସାମିଲ ହେଲେ ଟିକାବାଲି ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଟିକାବାଲି ବ୍ଲକ୍ ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ…

Odisha Politics: ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ କାଉନସିଲର୍‌ଙ୍କ ବିଜେଡିରୁ ଇସ୍ତଫା

ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍‌ଙ୍କ ସମେତ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସୂଚନା ଅନୁଯାୟୀ, ପବିତ୍ର ଭୂତିଆ, ୧୩ ଜଣ କାଉନସିଲର୍‌ଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ନଭେମ୍ବର ୨୮…

Odisha Sangeet Natak Akademi: ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରଦାନ

ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି । ଏହି କ୍ରମରେ, ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ତିନି ବର୍ଷର ସମ୍ମାନଜନକ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପ୍ରଦାନ କରାଯାଇଛି ।…

Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…

Men’s T20 World Cup 2026: ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍

କ୍ରିକେଟ ମୈଦାନରେ ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରେ ଭାରତ-ପାକିସ୍ତାନ ଟି ଟ୍ୱେଣ୍ଟି ମୁକାବିଲା ଅନୁଷ୍ଠିତ ହେବ । ୨୦୨୬ ଟି-ଟ୍ୱେଣ୍ଟି ବିଶ୍ୱକପରେ ସାମ୍ନାସାମ୍ନି ହେବେ ଦୁଇ ଦଳ । ଏସିଆ କପ୍‌ରେ ଭାରତର କ୍ଲିନ୍…

Nijukti Mela: ରାଜ୍ୟର ୧୨ଟି ବିଭାଗରେ ୭,୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଆଜି ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ସମୁଦାୟ ୭,୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ-୨୦୨୫ ରେ ଯୋଗ ଦେଇ ୧୨ ଟି ବିଭାଗର ୩୦ ଜଣଙ୍କୁ ନିଯୁକ୍ତିପତ୍ର…