Author: Nirvay

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ଓ ଋତୁପର୍ଣ୍ଣା ପଣ୍ଡା

ଓଡ଼ିଶାର ଦୁଇ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଓ ଋତୁପର୍ଣ୍ଣା ପଣ୍ଡା ଲୋକସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ଅଗଷ୍ଟ ୨୫ ରୁ ୩୧ ପର୍ଯ୍ୟନ୍ତ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ…

ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି । ୭୬ ସିଟ୍‌ ବିଶିଷ୍ଟ Star Air ର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ରାଜ୍ୟରେ ଗଠନ ହେବ ୧୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)

ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୭ଟି ଜିଲ୍ଲାରେ ୧୨ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।…

ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ…

ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଁଖାଇ’ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ସକାଳ ୧୦ ଟା ୩୩ ରୁ ୧୦ ଟା ୫୫ ମଧ୍ୟରେ ମା’ ସମଲେଇଙ୍କ…

ବାଲିପାଟଣାରେ ସମ୍ପତ୍ତି ପାଇଁ ପୁଅକୁ ଜାଳିଦେବା ଘଟଣାରେ ୩ ଗିରଫ

ରାଜଧାନୀ ଉପକଣ୍ଠ ବାଲିପାଟଣାରେ ସମ୍ପତ୍ତି ପାଇଁ ଜଣେ ଯୁବକଙ୍କୁ ପୋଡ଼ି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ବାପା, ସାବତ ମାଆ ଓ ସାବତ ଭାଇଙ୍କୁ ଗିରଫ କରିଛି ପୋଲିସ । ଦୀର୍ଘ ବର୍ଷର ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜ୍ୟୋତିକୁ ତାଙ୍କ…

ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ଯୁଦ୍ଧବିରତି ପାଇଁ ହୋଇପାରିଲା ନାହିଁ ସହମତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧବିରତି ଉପରେ ଆଲାସ୍କାରେ ଆଲୋଚନା କରିଛନ୍ତି । ପ୍ରାୟ ୩ ଘଣ୍ଟା ଧରି ଉଭୟ ନେତାଙ୍କ ମଧ୍ୟରେ ଏହି ଶୀର୍ଷ ବୈଠକ ଚାଲିଥିଲା । କଥାବାର୍ତ୍ତା ସକାରାତ୍ମକ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ…