Author: Nirvay

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ
ଭୁଆଁ ବୁଲାଉଛନ୍ତି: ବିଜେଡି

ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…

ବଢ଼ିଲା ଖରିଫ ଋତୁ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ରେ ଚଳିତ ଖରିଫ ଋତୁ ପାଇଁ ପଞ୍ଜିକରଣ ଅବଧି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୧୯ ତାରିଖରୁ ଆରମ୍ଭ…

ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ ଶ୍ରୀ ସଚ୍ଚିଦାନନ୍ଦ ମଠର ଶତବାର୍ଷିକୀ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ କଟକର ଶ୍ରୀ ସଚ୍ଚିଦାନନ୍ଦ ମଠର ଶତବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଜବାହଲାଲ ଇଣ୍ଡୋର ଷ୍ଟାଡିଅମ ଠାରେ ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ କଟକର…

ଗେରୁଆ ରଙ୍ଗ ପାଇଁ ୩୦ ହଜାର କୋଟି

ସରକାରୀ କୋଠାବାଡ଼ି ରଙ୍ଗ ପରିବର୍ତ୍ତନ ପାଇଁ ସରକାର ଅତ୍ୟନ୍ତ ଜରୁରୀ ମନ୍ତ୍ରୀ ସ୍ତରୀୟ ମିଟିଙ୍ଗ ବସାଇ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚର ବରାଦ କରିଛନ୍ତି । ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା,…

କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ବଲାଙ୍ଗୀର ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ଟିଟିଲାଗଡ ବ୍ଲକ କଣ୍ଡରା ଗାଁରେ କୀଟନାଶକ ପିଇ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ବର୍ଷା ଅଭାବରୁ ଧାନ ଓ କପା ଚାଷ ନଷ୍ଟ ହୋଇଯିବାରୁ କିଛିଦିନ…

ଛୁଟି ଦିନ ଓ ରବିବାରରେ ମଧ୍ୟ ହେବ ଚାଷୀ ପଞ୍ଜୀକରଣ

ରାଜ୍ୟ ସମବାୟ ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ଛୁଟି ଦିନରେ ମଧ୍ୟ ଚାଷୀ ପଞ୍ଜିକରଣ ହେବ । ଅଗଷ୍ଟ ୨୦ ତାରିଖରେ ପଞ୍ଜୀକରଣ ଶେଷ ହେଉଥିବା ବେଳେ ଟାର୍ଗେଟ୍ ପୂରଣ ନହେବାରୁ ଏଭଳି ନିଷ୍ପତ୍ତି ନେଇଛି ବିଭାଗ ।…

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ…

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ମଶାଲ ଶୋଭାଯାତ୍ରା

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ‘ଭୋଟ୍ ଚୋର୍ ଗାଦି ଛୋଡ଼୍’ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସର ସର୍ବମାନ୍ୟ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଗତ ୭ ତାରିଖ ଦିଲ୍ଲୀଠାରେ…

୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ୱରରେ କଂଗ୍ରେସ ପକ୍ଷରୁ ହେବାକୁଥିବା ‘ନାରୀ ନ୍ୟାୟ ଯାତ୍ରା’

ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ୱରରେ ପିସିସି ପକ୍ଷରୁ ହେବାକୁଥିବା ନାରୀ ନ୍ୟାୟ ପଦଯାତ୍ରା ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ ଦିଆଯାଇଛି । ସେଦିନ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…