ରାଜ୍ୟ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ August 12, 2025 Nirvay ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…
ରାଜନୀତି ରାଜ୍ୟ ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ପରିବାରକୁ ଭେଟିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ August 12, 2025 Nirvay ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ଫିରିଙ୍ଗିମାଲ ଗାଁରେ ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ । ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ର ନେତୃତ୍ୱ ନେଇଥିଲେ…
ଦେଶ ଆସନ୍ତାବର୍ଷଠୁ ଓପନ୍ ବୁକ୍ ଏକଜାମ୍; ବହି ଦେଖି ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରଛାତ୍ରୀ August 11, 2025 Nirvay ଆସନ୍ତାବର୍ଷଠୁ ଓପନ୍ ବୁକ୍ ଏକ୍ସଜାମ୍ ବା ଖୋଲା ବହି ପରୀକ୍ଷା ବ୍ୟବସ୍ଥା ଲାଗୁ କରିବ ସିବିଏସ୍ଇ । ଏଣିକି ବହି ଖାତା ଦେଖି ପରୀକ୍ଷା ଦେବେ ପିଲା । ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ନବମ ଶ୍ରେଣୀ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରିବାକୁ…
ରାଜନୀତି ରାଜ୍ୟ ଅକ୍ଟୋବର ୨ ରୁ କଂଗ୍ରେସ କରିବ ସମ୍ବିଧାନ ବଞ୍ଚାଓ ଅଭିଯାନ August 11, 2025 Nirvay ସମ୍ବିଧାନ ବଞ୍ଚାଅ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୋଧରେ ସମ୍ବିଧାନ ବଞ୍ଚାଓ ଅଭିଯାନ କରିବ ଓଡିଶା କଂଗ୍ରେସ । ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ) ରୁ ଆରମ୍ଭ ହୋଇ ତିନିଟି ପର୍ଯ୍ୟାୟରେ…
ରାଜନୀତି ରାଜ୍ୟ ଡବଲ ଇଞ୍ଜିନ ସରକାରରେ ରାଜ୍ୟବାସୀ ଅସହାୟ: ବିଜେଡି August 11, 2025 Nirvay ବରଗଡ ନାବାଳିକା ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ଦେଇଥିବା ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି । ଆତ୍ମାହୁତି କୌଣସି ସମସ୍ୟାର ସମାଧାନ ନୁହେଁ ବୋଲି ପାଠ ପଢ଼ାଉଥିବା ଆଇନମନ୍ତ୍ରୀ ମନେରଖିବା ଉଚିତ, ବିଜେପି ସରକାର ଉପରେ ରାଜ୍ୟବାସୀ ଭରସା ଓ…
ରାଜ୍ୟ ‘ଥାର୍’ ଧକ୍କାରେ ଝିଅ ପରେ ମା’ର ମୃତ୍ୟୁ ଘଟଣା: ପାତ୍ରପଡ଼ାରେ ଉତ୍ତେଜନା August 11, 2025 Nirvay ରାକ୍ଷୀ ପୂର୍ଣ୍ଣିମା ଦିନ ପାତ୍ରପଡ଼ା V2 ସାମ୍ନାରେ ଥାର ଧକ୍କାରେ ୮ ବର୍ଷର ଝିଅର ମୃତ୍ୟୁ ପରେ ଆଜି ମା’ର ମୃତ୍ୟୁ ଘଟଣାରେ ଉତ୍ତ୍ୟକ୍ତ ପରିବାର ଲୋକ ଓ ସ୍ଥାନୀୟ ବାସିନ୍ଦା ଦୁର୍ଘଟଣାସ୍ଥଳରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ।…
ରାଜ୍ୟ ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 9, 2025 Nirvay ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହା ଦକ୍ଷିଣ ଓଡ଼ିଶା ଏବଂ ରାଜ୍ୟ ରାଜଧାନୀ ମଧ୍ୟରେ ରେଳ ସଂଯୋଗକୁ ସୁଦୃଢ଼ କରିବ । ଏନେଇ ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ଘେଷାଣା କରିଛନ୍ତି…
ଦେଶ ରାଜ୍ୟ ବାୟୁସେନା ଯବାନ ସ୍ଵରାଜ୍ୟ ସାହୁଙ୍କ ଶେଷକୃତ୍ୟ ସମ୍ପନ୍ନ August 9, 2025 Nirvay ଆଗରେ ଚାଲିଛନ୍ତି ଶୁଭେଚ୍ଛୁ ଓ ପରିଜନ । ପଛେ ପଛେ ବୀର ଯବାନଙ୍କ ପାର୍ଥିବ ଶରୀର । ସିଲିଣ୍ଡର ବିସ୍ଫୋରଣରେ ଆହତ ହୋଇ ମୃତ୍ୟୁବରଣ କରିଥିବା ଭାରତୀୟ ବାୟୁସେନା ଜବାନ ସ୍ୱରାଜ୍ୟ ସାହୁଙ୍କ ଶେଷକୃତ୍ୟ ପୂର୍ଣ୍ଣ ସାମରିକ ସମ୍ମାନ ସହିତ କୋଣାର୍କ,…
ରାଜ୍ୟ ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ August 9, 2025 Nirvay ଓଡ଼ିଶା ପ୍ରଦେଶ ଆଦିବାସୀ କଂଗ୍ରେସ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିଶ୍ୱ ଜନଜାତି ଦିବସ ଆଜି ଧୁମଧାମର ସହ ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ପାଳନ କରାଯାଇଛି । ଏହି ଅବସରରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପେସା ଆଇନ୍ ପାଇଁ ନିର୍ଦ୍ଦେଶାବଳୀ…
ରାଜ୍ୟ ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ August 9, 2025 Nirvay ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା ।…