Author: Nirvay

Nuapada Bypoll: ଆସନ୍ନ ପରାଜୟର ହତାଶ ହୋଇ ବିଜେଡି ପ୍ରଳାପ ଆରମ୍ଭ କରିଛି: ବିରଂଚି ନାରାୟଣ ତ୍ରିପାଠୀ

ନୂଆପଡ଼ା ଉପନିର୍ବାଚନରେ ବିଜେପି ଇତିହାସ ରଚିବାକୁ ଯାଉଛି । ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ଯେତେ ଉପନିର୍ବାଚନ ହୋଇଛି ତା’ଠାରୁ ଅଧିକ ଭୋଟ ବ୍ୟବଧାନରେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜେପି ବିଜୟୀ ହେବାକୁ ଯାଉଛି । ବିଜେଡି ବୋଧହୁଏ ଏକଥା ଅନୁଭବ କରିସାରିଲାଣି ।…

Sardar Vallabhbhai Patel: ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ‘ଏକତା ପଦଯାତ୍ରା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି ।…

Winter Session of Odisha Assembly: ୨୭ରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେବ । ପ୍ରଥମଥର ପାଇଁ ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ…

Delhi Red Fort Blast: ଦିଲ୍ଲୀ ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଭାବରେ ଗ୍ରହଣ କଲେ ସରକାର

କେନ୍ଦ୍ର କ୍ୟାବିନେଟ୍ ନଭେମ୍ବର ୧୦ ରେ ନୂଆଦିଲ୍ଲୀର ଲାଲକିଲ୍ଲା ନିକଟରେ ଘଟିଥିବା କାର ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଘୋଷଣା କରିବା ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ ଦିଲ୍ଲୀ…

Dharmendra Discharged: ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର; ଘରେ ହେବ ଚିକିତ୍ସା

ମୁମ୍ବାଇର ବ୍ରିଚ କ୍ୟାଣ୍ଡେଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କୁ ଆଜି ସକାଳ ୭:୩୦ ରେ ଡିସଚାର୍ଜ କରାଯାଇଛି । ପରିବାର ତାଙ୍କୁ ଘରୋଇ ଚିକିତ୍ସା ଦେବାକୁ ନିଷ୍ପତ୍ତି ନେଇଥିବାରୁ ତାଙ୍କୁ ଘରେ ଚିକିତ୍ସା କରାଯିବ ବୋଲି ବ୍ରିଚ୍…

Nuapada Bye-Election: ରେକର୍ଡ ମତଦାନ ପାଇଁ ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ସଭାପତି

ଉପନିର୍ବାଚନ ରେ ସକ୍ରିୟ ଅଂଶ ଗ୍ରହଣ କରିଥିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରିଥିବା ନୂଆପଡ଼ାର ଜନତାଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ବସନ୍ତ…

Nuapada Bye-Election: ନୂଆପଡ଼ାରେ ରେକର୍ଡ ଭୋଟିଂ;୮୧% ରୁ ଅଧିକ ମତଦାନ

ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍‍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।…

Delhi Blast: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ଦିଲ୍ଲୀ ସରକାର

ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣ ଦେଶକୁ ଥରାଇ ଦେଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଲାଲକିଲ୍ଲା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ପରିବାରକୁ…

Nuapada Assembly Bypoll: ଅତି ସମ୍ବେଦଶୀଳ ବୁଥ ରେ ସର୍ବାଧିକ ୯୨.୬୩% ମତଦାନ

ନୂଆପଡାରେ ସାରିଛି ଗଣତନ୍ତ୍ରର ମହାପର୍ବ । ଅତ୍ୟଧିକ ଉତ୍ସାହର ସହିତ ଭୋଟ ଦେଇଛନ୍ତି ଭୋଟର । ନୂଆପଡା ଜିଲ୍ଲା ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ସେଇମଧ୍ୟରୁ ଗାତିବେଡା – ୨ ବୁଥ ନମ୍ୱର୍ ୩୨୮ ରେ ମୋଟ ଭୋଟ…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…