Author: Nirvay

ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ

ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଆଖି ବୁଜିଲେ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ପୂର୍ବତନ ଓଡ଼ିଶାର ମନ୍ତ୍ରୀ, ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଏବଂ ତିନିଥର ବିଧାୟକ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ହୋଇଛି । ହୃଦଜନିତ ସମସ୍ୟା ଯୋଗୁ ଡାକ୍ତରଖାନାରେ…

ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ

ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି

ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…

ଭାରତ ଉପରେ ଆଉ ୨୫% ଟାରିଫ ବୃଦ୍ଧି କଲା ଆମେରିକା

ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି । ପୂର୍ବରୁ ଆମେରିକା ଭାରତୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଟାରିଫ ଲାଗୁ କରିଥିବାବେଳେ ଆଜି ପୁଣି ୨୫% ଟାରିଫ୍ ଲଗାଇଛି ଆମେରିକା । ଏହାକୁ ମିଶାଇ…

ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି

ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଜନତା ଦଳ ଦୃଢ଼ ସମାଲୋଚନା କରିଛି । ବିଜୁ ଜନତା…

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

ଏଣିକି ଶ୍ରୀମନ୍ଦିର ଆନନ୍ଦ ବଜାରରେ ଲାଗିବ ଅବଢ଼ା ରେଟଚାର୍ଟ । ଏନେଇ ମଙ୍ଗଳବାର ଦିନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଛି ବୋଲି ପାଢ଼ୀ…

କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା

ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ବିରୁଦ୍ଧରେ କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା ଚୂଡାନ୍ତ କାର୍ଯ୍ୟକ୍ରମ ଘୋଷିତ ହୋଇଛି । ଆସନ୍ତା ୮ ତାରିଖ ଶୁକ୍ରବାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାର ୩ ଦୁବୃର୍ତ୍ତଙ୍କ ଗିରଫ ଦାବିରେ କଟକ ସ୍ଥିତ ପୋଲିସ୍…

ଭାରତ ଉପରେ ପୁଣି ଟାରିଫ୍‌ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା

ଭାରତ ଉପରେ ୨୫% ଟାରିଫ୍‌ ଲଗାଇବା ପରେ ଅତିରିକ୍ତ ଟାରିଫ ଲଗାଇପାରେ ଆମେରିକା । CNBC ସହିତ ସାକ୍ଷାତକାର ସମୟରେ ଟ୍ରମ୍ପ କହିଛନ୍ତି ଯେ ଭାରତ ଭଲ ବ୍ୟବସାୟିକ ପାର୍ଟନର ନୁହେଁ । ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ…