Author: Nirvay

ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ବିଜେଡି ସାଂଗଠନିକ ନିର୍ବାଚନ: ଦେବୀ ମିଶ୍ର

ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ବିଜେଡି ସାଂଗଠନିକ ନିର୍ବାଚନ । ସୂଚନା ଦେଇଛନ୍ତି ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର । ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଘରେ ଆଜି ହୋଇଥିବା ବୈଠକ ପରେ…

ପୁରୀ-କୋଣାର୍କ ରେଳପଥ ନିର୍ମାଣ ପାଇଁ ଚାଲିଛି ଜମି ଅଧିଗ୍ରହଣ; ଖୁବଶୀଘ୍ର ସରିବ ପୁରୀ ରେଳଷ୍ଟେସନ କାର୍ଯ୍ୟ: ରେଳମନ୍ତ୍ରୀ

ପୁରୀ ଗସ୍ତରେ ଯାଇ, ପୁରୀ ରେଳ ଷ୍ଟେସନ ପୁନଃନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସମୀକ୍ଷା କରି ଅବଶିଷ୍ଟ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ପୁରୀରୁ କୋଣାର୍କ ମଧ୍ୟରେ ନୂତନ ରେଳପଥ ସଂଯୋଗ…

ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା

ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି । ଏହା ଫଳରେ…

ଆଜି ସେୟାର ବଜାରରେ ଉତ୍ସାହ; ସେନସେକ୍ସ ଓ ନିଫ୍ଟି ରେ ବୃଦ୍ଧି

ଗତ କିଛି ଦିନ ଧରି ସେୟାର ବଜାର ଧରାଶାୟୀ ହୋଇଥିବା ବେଳେ ଆଜି ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ୩ ମାସ ପାଇଁ ଡୋନାଲ୍ଡ ଟ୍ରମ୍ପ ଟାରିଫ ସ୍ଥଗିତ ରଖିବାପରେ ସେୟାର ବଜାର ଉପରମୁହାଁ ହୋଇଥିବା ସୂଚନା ମିଳିଛି…

୧୮ ଦିନିଆ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣା

୧୮ ଦିନିଆ ରିମାଣ୍ଡରେ ଗଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା । NIA ହେଡକ୍ୱାର୍ଟରେ ଥିବା ସ୍ୱତନ୍ତ୍ର ସେଲରେ ରାଣାକୁ ଜେରା କରାଯିବ । ଏହି ୧୮ ଦିନ ମଧ୍ୟରେ ରାଣାଠାରୁ ମୁମ୍ବାଇ ଆତଙ୍କୀ ଆକ୍ରମଣର…

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା

କଟକ ତଳ ବାଲିଯାତ୍ରା ପଡିଆରେ “ଆୟୁଷ୍ମାନ ଭାରତ” ଯୋଜନାର ଶୁଭାରମ୍ଭ ହେବାକୁ ଥିବାବେଳେ ଯାନବାହନର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣଙ୍କ ସୁଗମନାଗମନ ନିମନ୍ତେ ପୋଲିସ କମିସନରେଟ୍ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କଟକଣା ତା. ୧୧.୦୪.୨୦୨୫ ରିଖ ଦିନ…

ଭୁବନେଶ୍ୱରରେ ବ୍ରାଉନସୁଗାର ବେପାରୀକୁ ଏନ୍‌କାଉଣ୍ଟର୍

ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ବ୍ରାଉନସୁଗାର ବେପାରୀ ଶେଖ୍ ଜାମସେଦ୍‌କୁ ଏନ୍‌କାଉଣ୍ଟର୍ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍ । ଏନ୍‌କାଉଣ୍ଟର୍‌ରେ ନିଶା ମାଫିଆ ଶେଖ୍ ଜାମସେଦ୍‌ର ଗୋଡ଼ରେ ଦୁଇଟି ଗୁଳି ବାଜିିଛି । ଗୁରୁତର ଅବସ୍ଥାରେ ଜାମସେଦ୍‌କୁ…

ଅମୃତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ପ୍ରମୁଖ ଷ୍ଟେସନର ହେବ ନବୀକରଣ

କେନ୍ଦ୍ରୀୟ ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଏକ ପରିବର୍ତ୍ତନଶୀଳ ପଦକ୍ଷେପ ସ୍ୱରୂପ, ଭାରତୀୟ ରେଳବାଇ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ପ୍ରମୁଖ ଷ୍ଟେସନଗୁଡ଼ିକର ଏକ ବ୍ୟାପକ ପୁନଃବିକାଶ ଆରମ୍ଭ କରିଛି । ଲକ୍ଷ ଲକ୍ଷ ଲୋକଙ୍କ ଯାତ୍ରା…

ଏସଟିଏଫ ହାତରେ ଲାଗିଛି ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌; ୨ ଗିରଫ

ବଲାଙ୍ଗିର ଜିଲ୍ଲା ଟିଟିଲାଗଡରୁ ଜବତ ହୋଇଛି ୫୦,୦୦୦ ଟଙ୍କାର ୫୦୦ ଟଙ୍କିଆ ଜାଲ ନୋଟ୍ । ଏସମ୍ପର୍କରେ ଭୁବନେଶ୍ୱର STF ଏବଂ ଟିଟିଲାଗଡ଼ ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ସ୍ପେଶାଲ ଟାସ୍କ ଫୋର୍ସ ଦ୍ୱାରା ୫୦,୦୦୦ ଟଙ୍କାର…