Author: Nirvay

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ…

ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା; ରାତି ସାରା ସ୍କୁଲ ଝରକାରେ ଝୁଲି ରହିଲେ ଛାତ୍ରୀ

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା ପକାଇଦେଲେ ସ୍କୁଲ କର୍ତ୍ତୁପକ୍ଷ । ରାତି ସାରା ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହର ଝରକାରେ ଝୁଲି ରହିଲା କୁନି ଝିଅ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଅଞ୍ଜର ସରକାରୀ ଉଚ୍ଚ…

କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ ।…

ଏସିଆ କପରେ ଭାରତ-ପାକିସ୍ତାନ ଫାଇଟ୍ କୁ କ୍ରୀଡ଼ା ମନ୍ତ୍ରାଳୟର ଗ୍ରୀନ ସିଗନାଲ

ଏସିଆ କପରେ ଭାରତ ଓ ପାକିସ୍ତାନ ମୁହାଁମୁହିଁକୁ ନେଇ ଲାଗି ରହିଥିବା ଅନିଶ୍ଚିତତାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଚରମସୀମାରେ ରହିଥିବାବେଳେ ଦୁଇ ଦେଶ ପରସ୍ପର ସହ କ୍ରିକେଟ ମ୍ୟାଚ୍‌ ଖେଳିବେନା ନାହିଁ ସେ ନେଇ ଚାଲିଥିବା ସମସ୍ତ…

GST ରେ ବଡ଼ ସଂସ୍କାର: ହଟିବ ୧୨% ଓ ୨୮% ଟିକସ ବ୍ୟବସ୍ଥା

୪ଟି ନୁହେଁ ୨ଟି ସ୍ଲାବରେ ହେବ ଜିଏସଟି । ୨ ଜିଏସଟି ହାର ପ୍ରସ୍ତାବକୁ ସମର୍ଥନ କରିଛି ଜିଏସଟି ପ୍ୟାନେଲ । ସୂଚନା ଅନୁସାରେ ୨ଟି ସ୍ଲାବ ବିଶିଷ୍ଟ ହେବ ଜିଏସଟି । ଗୋଟିଏ ହେଉଛି ୫% ସ୍ଲାବ ଓ ଅନ୍ୟଟି…

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ କଟକଣା

କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି । ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ । ତେବେ…

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ ଏନଏସି । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତ ୧୬ ତାରିଖରେ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ୭ଟି ଜିଲ୍ଲାରେ ୧୨…

ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମେଡିକାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ସେ ନବୀନ ନିବାସ ଯାଇଛନ୍ତି । କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ…

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍‌ଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି । ଖଡ୍‌ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…

ଛାତ୍ର କଂଗ୍ରେସ ପକ୍ଷରୁ “କ୍ୟାମ୍ପସ ଚଲୋ ଅଭିଯାନ” ର ଶୁଭାରମ୍ଭ

ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ କରଣ ତାମସେତ ୱାର ଛାତ୍ର କଂଗ୍ରେସର “କ୍ୟାମ୍ପସ ଚଲୋ ଅଭିଯାନ”ର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଛାତ୍ର କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ…