Author: Nirvay

Nuapada By-Election: ନୂଆପଡ଼ାରେ ବିଜେପିର କୁମ୍ଭାର ସମାବେଶ

ନୂଆପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋମନା ବ୍ଲକର ରେଙ୍ଗ ଠାରେ ନୂଆପଡା କୁମ୍ଭାର ସମାଜ ଓ କୁମ୍ଭାର ଯୁବାମଞ୍ଚ ଓଡିଶା ତରଫରୁ ସାମାଜିକ ସମାରୋହ ଅୟୋଜିତ ହୋଇଯାଇଛି । ଏହି ସମାବେଶ ରେ ଓଡ଼ିଶା ସରକାର ଙ୍କ ସମବାୟ ମନ୍ତ୍ରୀ ପ୍ରଦୀପ…

Rohit Sharma Tops ICC ODI Rankings: ବିଶ୍ୱର ୧ ନମ୍ବର ODI ବ୍ୟାଟସମ୍ୟାନ୍ ହେଲେ ରୋହିତ୍ ଶର୍ମା

ଅଷ୍ଟ୍ରେଲିଆ ODI ଜରିଆରେ ରୋହିତ ଶର୍ମାଙ୍କ ଜବରଦସ୍ତ କମ୍‌ବ୍ୟାକ୍ । ଭାରତୀୟ ଓପନର ରୋହିତ ଶର୍ମା ଆଜି ଇତିହାସ ସୃଷ୍ଟି କରିଛନ୍ତି । ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଦ୍ୱାରା ପ୍ରକାଶିତ ODI ବ୍ୟାଟିଂ ରାଙ୍କିଙ୍ଗରେ ରୋହିତ୍ ଶୀର୍ଷ ସ୍ଥାନରେ ପହଞ୍ଚିଛନ୍ତି…

Starvation Death in Jajpur: ନିଶା ମାଙ୍କଡ଼ିଆ ଅନାହାର ମୃତ୍ୟୁ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଏକ କଳଙ୍କ: କଂଗ୍ରେସ

ଯାଜପୁର ଜିଲ୍ଲା ସୁକିନ୍ଦାରେ ଅନାହାର ମୃତ୍ୟୁକୁ ନେଇ ରାଜ୍ୟ କଂଗ୍ରେସ ଭବନ ରେ ଆୟୋଜିତ ସାମ୍ବାଦିକ ସମିଳନୀରେ କଂଗ୍ରେସ ବିଧାୟକ ଅଶୋକ ଦାସ କହିଛନ୍ତି ସରକାର ଆଦିବାସୀଙ୍କ ସୁରକ୍ଷା ଏବଂ ଉନ୍ନତି ପାଇଁ ଯେଉଁ ଡିଣ୍ଡିମ ପିଟୁଛନ୍ତି ତାହାର ନଗ୍ନ ଚିତ୍ର…

Nuapada Bypoll: ନୂଆପଡା ରେ ବିଜେପି ର ବିଶାଳ ମିଶ୍ରଣ ପର୍ବ

ଆଜି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଜୋନ୍ ୭ ଆମାନାରା ଠାରେ ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା । ବିଜେପି ପ୍ରତି ନିଜର ବିଶ୍ୱାସ ଓ ଆସ୍ଥା ପ୍ରକାଶ କରି ବିଜେଡି ଏବଂ କଂଗ୍ରେସ ଦଳ ର ଅନେକ ସରପଞ୍ଚ,ସମିତି…

Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ

ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…

Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…

Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍‌ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…

Cyclone Montha: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ର ପ୍ରଦେଶ ର କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’ । କାକିନାଡାରେ ସ୍ଥଳଭାଗ ଛୁଇଁ ଓଡ଼ିଶାରେ ପ୍ରବେଶ କରିବ ବାତ୍ୟା । ବାତ୍ୟା ମୋନ୍ଥାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ…

Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…