ରାଜ୍ୟ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ July 25, 2025 Nirvay ଓଡ଼ିଶାର ରାଜ୍ୟପାଳ ତଥା ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତି ଡକ୍ଟର ହରିବାବୁ କମ୍ଭମପତି ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବରେ ନିଯୁକ୍ତ କରିଛନ୍ତି । ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…
ରାଜ୍ୟ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୧୪ ଦିନ ବଢ଼ିଲା ଏଚ୍ଓଡି ସମୀର ସାହୁଙ୍କ ହାଜତ ଅବଧି July 25, 2025 Nirvay ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହୁତି ଘଟଣାରେ ଗିରଫ ହୋଇଥିବା ପ୍ରଫେସର୍ ସମୀର କୁମାର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଛି । ନିଲମ୍ବିତ ଏଚ୍ଓଡି ସମୀର ସାହୁ ୧୪ ଦିନିଆ ଅବଧି ଆଜି ଶେଷ…
ରାଜ୍ୟ ୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର July 24, 2025 Nirvay ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…
ରାଜ୍ୟ ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍ July 24, 2025 Nirvay ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ୧…
ରାଜ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡିଶା ବିଜେପି ଟିମ୍ July 24, 2025 Nirvay ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ବିଜେପି ଟିମ୍ । ଓଡ଼ିଶା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠକ…
ରାଜନୀତି ରାଜ୍ୟ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ July 24, 2025 Nirvay ଭୁବନେଶ୍ୱର ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ କରିଛନ୍ତି ପୀଡ଼ିତା । ୨୦୨୩ ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ…
ରାଜ୍ୟ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ରାଇଘର ନର୍ସିଂ ଛାତ୍ରୀ July 23, 2025 Nirvay ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସିଙ୍ଗ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ମେଡିକାଲ୍ ରୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତରର କରାଯାଇଛି । ରାଇଘର ଅଞ୍ଚଳର ନର୍ସିଙ୍ଗ ଛାତ୍ରୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ…
ରାଜ୍ୟ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା July 23, 2025 Nirvay ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…
ଦେଶ ‘ଅପରେସନ୍ ସିନ୍ଦୂର’କୁ ନେଇ ସଂସଦରେ ହେବ ୧୬ ଘଣ୍ଟାର ବିତର୍କ July 23, 2025 Nirvay ଅପରେସନ ସିନ୍ଦୂରକୁ ନେଇ ସଂସଦ ଗୃହରେ ୧୬ ଘଣ୍ଟା ଆଲୋଚନା ହେବ ।ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଭାରତ କରିଥିବା ‘ଅପରେସନ ସିନ୍ଦୂର’କୁ ନେଇ ସଂସଦରେ ହେବ ବିତର୍କ । ଅପରେସନ ସିନ୍ଦୂର ଓ ପହଲଗାମ ନରସଂହାର ଉପରେ ବିରୋଧୀଦଳ ଗୁଡ଼ିକର…
ଦେଶ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ July 23, 2025 Nirvay ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଲେକ୍ଟୋରାଲ କଲେଜ୍ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରକ୍ରିୟା…