ଦେଶ ବିଶ୍ୱ ଭାରତରେ ଏଲନ୍ ମସ୍କଙ୍କ ‘ଷ୍ଟାରଲିଙ୍କ୍’ କୁ ମିଳିଲା ସାଟେଲାଇଟ୍ ଇଣ୍ଟରନେଟ୍ ଲାଇସେନ୍ସ June 6, 2025 Nirvay ଏଲନ ମସ୍କଙ୍କ କମ୍ପାନୀ ଷ୍ଟାରଲିଙ୍କକୁ ଭାରତର ଦୂରସଂଚାର ମନ୍ତ୍ରଣାଳୟରୁ ଲାଇସେନ୍ସ ମିଳିଛି । ସାଟେଲାଇଟ୍ ଆଧାରିତ ହାଇ ସ୍ପିଡ୍ ଇଣ୍ଟରନେଟ୍ ସେବା ଦେଶର ଦୂର ଅଞ୍ଚଳରେ ପହଞ୍ଚିପାରିବ । ରିଲାଏନ୍ସ ଓ ଭାରତୀ ଏୟାରଟେଲ୍ ପରେ ‘ଷ୍ଟାରଲିଙ୍କ୍’ କୁ ମିଳିଲା ଲାଇସେନ୍ସ…
ରାଜ୍ୟ ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର June 6, 2025 Nirvay ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…
ରାଜ୍ୟ ରାଜ୍ୟ କ୍ୟାବିନେଟ୍ରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ June 6, 2025 Nirvay କ୍ୟାବିନେଟ୍ରେ ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଜୈବ ପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିଛି ।…
ବିଶ୍ୱ ୨୦୨୬ ଏପ୍ରିଲରେ ବାଂଲାଦେଶରେ ସାଧାରଣ ନିର୍ବାଚନ June 6, 2025 Nirvay ବାଂଲାଦେଶରେ ନିର୍ବାଚନ ପାଇଁ ଦାବି ବଢ଼ୁଥିବା ବେଳେ ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ କହିଛନ୍ତି ଯେ ଦେଶର ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୬ ଏପ୍ରିଲ୍ ପ୍ରଥମାର୍ଦ୍ଧର ଯେକୌଣସି ଦିନ ହୋଇପାରେ । ଶେଖ୍ ହସିନା ସରକାରର ପତନ ପରେ ଏହା…
ରାଜ୍ୟ କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ June 6, 2025 Nirvay କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଯେତେ ପାଖେଇ ଆସୁଛି, କୋଭିଡ ସଂକ୍ରମଣ ସେମିତି ଓଡ଼ିଶାରେ ବଢ଼ିବାରେ ଲାଗିଛି । ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।…
ଦେଶ ବିଶ୍ୱ ମୋଦୀଙ୍କୁ ଜି-୭ ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ June 6, 2025 Nirvay କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି କାନାଡାର ଆଲବର୍ଟା ପ୍ରଦେଶର କାନାନାସ୍କିସ୍ରେ ଅନୁଷ୍ଠିତ ହେବାକୁ ଥିବା ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି । ସୋସିଆଲ ମେଡିଆ ସାଇଟ୍ ‘X’ ରେ ଏକ ପୋଷ୍ଟରେ…
ଖେଳ ଦେଶ ବେଙ୍ଗାଲୁରୁ ଦଳାଚକଟା ଘଟଣା: ମୃତକଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲା ଆରସିବି June 5, 2025 Nirvay ବେଙ୍ଗାଲୁରୁରେ ଆଇପିଏଲ ୨୦୨୫ ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ୧୧ ଜଣ ପ୍ରାଣ ହରାଇବା ପରେ ଗୁରୁବାର ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷର ଆର୍ଥିକ ସହାୟତା…
ଦେଶ ରାମ ଦରବାର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ; ମା ସୀତାଙ୍କ ସହ ବିରାଜିଲେ ପ୍ରଭୁ ଶ୍ରୀରାମ June 5, 2025 Nirvay ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ଶ୍ରୀରାମଙ୍କ ଦରବାର ଉଦଘାଟନୀ ମହୋତ୍ସବରୁ ନେଇ ଉତ୍ସବମୁଖର ସମଗ୍ର ଦେଶ । ଆଜି ଗଙ୍ଗା ଦଶହରା ଅବସରରେ, ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମିରେ ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି । ପ୍ରଭୁ ଶ୍ରୀରାମଙ୍କ ଦ୍ଵି୍ତୀୟ ପ୍ରାଣ…
ରାଜ୍ୟ ପୁରୀ ଦେବସ୍ନାନ ପୂର୍ଣ୍ଣିମାରେ ମୁତୟନ ହେବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ June 5, 2025 Nirvay ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଗୁରୁବାର ଦିନ ଏକ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା…
ରାଜ୍ୟ ଜଳଛାୟା ପ୍ରକଳ୍ପର ଅଧିକାରୀ କହି ସରକାରୀ ଆକାଉଣ୍ଟରୁ ଲୁଟିଲେ ଅଭିଯୁକ୍ତ June 5, 2025 Nirvay ନବରଙ୍ଗପୁର ଜିଲ୍ଲା ଉମରକୋଟ ୟୁନିଅନ୍ ବ୍ୟାଙ୍କ୍ରୁ ୨୨ ଲକ୍ଷ ୫୭ ହଜାର ଟଙ୍କା ଠକେଇ ଅଭିଯୋଗରେ ଆଜି କଳାହାଣ୍ଡି ଜିଲ୍ଲା ଜୟପାଟଣାର ଅଭିଯୁକ୍ତ ଶ୍ରୀଧରକୁ ପୋଲିସ ଉଠାଇନେଇଛି । ଜଳଛାୟା ପ୍ରକଳ୍ପର ଅଧିକାରୀ କହି ଶ୍ରୀଧର ସରକାରୀ ଆକାଉଣ୍ଟରୁ ଟଙ୍କା ଲୁଟିଥିବା…