Author: Nirvay

ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…

ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…

ଚାମ୍ପିଅନ୍ସ ଟ୍ରଫି ବିଜେତା ଭାରତୀୟ କ୍ରିକେଟ୍ ଦଳ ଉପରେ ବିସିସିଆଇର ଟଙ୍କା ବର୍ଷା

ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି । ମିଳିଥିବା ସୂଚନା ଅନୁସାରେ, ଚାମ୍ପିୟନ୍ସ ଟ୍ରଫି ସ୍କ୍ୱାଡରେ ଥିବା ସମସ୍ତ ୧୫ ଜଣ ଖେଳାଳି ବିସିସିଆଇ ଠାରୁ…

ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌ ହୋଇଥିବା ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ଗୁଳିମାଡ଼ ହେବା ପରେ ଝାରସୁଗୁଡ଼ା ଜିଲ୍ଲା…

ଖୋର୍ଦ୍ଧାରେ ଖୋଲିବ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି

ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆସନ୍ତା ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ସକାଳ ୭ଟାରୁ ୯ ଟା ଯାଏ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଖରାବଢ଼ିଲେ ଘରକୁ ପଠାଯିବ…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ସ୍କୁଲ ଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବା ପାଇଁ…

ଖୁବଶୀଘ୍ର ରାଜ୍ୟରେ ପୂରଣ ହେବ ୫,୮୨୨ ଡାକ୍ତର ପଦବୀ

ରାଜ୍ୟରେ ଖୁବଶୀଘ୍ର ୫,୮୨୨ ଡାକ୍ତର ପଦବୀ ପୂରଣ କରି ସ୍ୱାସ୍ଥ୍ୟସେବାକୁ ଆହୁରି ମଜବୁତ କରାଯିବ ବୋଲି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ଡାକ୍ତର ଅଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୁଦ୍ଧକାଳୀନ ଭିତ୍ତିରେ ଏହାର ସମାଧାନ…

ନବ ଦାସଙ୍କ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ଚାହୁଁଛୁ କହିଛନ୍ତି ଦୀପାଳି

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା । ସବୁଆଡୁ ହତାଶ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପାଇଁ ଚିଠି ଲେଖିସାରିଛୁ । ସିବିଆଇ ତଦନ୍ତ ନେଇ ଚିଠି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ…

୫ ଟି ବିଭାଗର ୮୧୨ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ସ୍ଥାନୀୟ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମୁଦାୟ ୫ଟି ବିଭାଗର ୮୧୨ ଜଣ ନବନିଯୁକ୍ତ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା…