ରାଜ୍ୟ Dharanidhar Naik: କେନ୍ଦୁଝରରେ ବିପ୍ଳବୀ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ December 27, 2025 Nirvay କେନ୍ଦୁଝର ସହରରର ପ୍ରବେଶ ଦ୍ୱାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ନାଏକଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଏକ ସ୍ଵତନ୍ତ୍ର ଉତ୍ସବ ଆୟୋଜିତ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ କହିଥିଲେ…
ରାଜ୍ୟ E-Challan Payment Options: ଏଣିକି ଅନ୍ଲାଇନ୍ ସହ ଅଫ୍ଲାଇନ୍ରେ ବି ପୈଠ କରିହେବ ଇ-ଚାଲାଣ December 27, 2025 Nirvay ଏଣିକି ଅନ୍ଲାଇନ୍ ସହ ଅଫ୍ଲାଇନ୍ରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ସମସ୍ତ ଆରଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ନିର୍ଦ୍ଦେଶ ଦେଇଛନ୍ତି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ…
ରାଜ୍ୟ Vigilance Raid: କୋଟିପତି ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ December 27, 2025 Nirvay ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ା ବନାଞ୍ଚଳ ଅଧିକାରୀ ନିରଞ୍ଜନ ଶତପଥୀଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ନିରଞ୍ଜନଙ୍କ ୫ ଠିକଣାରେ ଭିଜିଲାନ୍ସ ରେଡ୍ ହୋଇଥିଲା । ଚଢାଉରେ ୬ ଜଣ ଡିଏସପି, ୭ ଇନସପେକ୍ଟର…
ରାଜ୍ୟ CEC In Bhubaneswar: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର December 27, 2025 Nirvay ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆଜି ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ କୋଣାର୍କ ଗସ୍ତ କରିବେ । ୨୮ ତାରିଖରେ ରଘୁରାଜପୁର, ଧଉଳି…
ଖେଳ ରାଜ୍ୟ OSJA Award: ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍ଜା’ ପୁରସ୍କାର December 27, 2025 Nirvay ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯିବ ।ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ ଚୌଧୁରୀଙ୍କୁ ଜୀବନବ୍ୟାପୀ ସେବା ପାଇଁ…
ରାଜ୍ୟ OSSTET-2025: ଜାନୁଆରୀ ୨୧ ରେ ହେବ ଓଏସଏସଟିଇଟି-୨୦୨୫ December 26, 2025 Nirvay ଆସନ୍ତା ଜାନୁୟାରୀ ୨୧ ତାରିଖରେ ହେବ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (OSSTET) । ଦୁଇଟି ସିଟିଂରେ ଓଏସଏସଟିଇଟି ପରୀକ୍ଷା ହେବ। ଗୋଟିଏ…
ଦେଶ ରାଜ୍ୟ Pradhan Mantri Rashtriya Bal Puraskar: ଜ୍ୟୋତ୍ସ୍ନା ଶବରଙ୍କୁ ମିଳିଲା ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ December 26, 2025 Nirvay ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ଜନଜାତି ପ୍ରତିଭା ସୁଶ୍ରୀ ଜ୍ୟୋତ୍ସ୍ନା ଶବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ରେ ସମ୍ମାନିତ ହୋଇଛନ୍ତି । ୧୭ ବର୍ଷ ବୟସ୍କା ଜ୍ୟୋସ୍ନା ଶବର ଭାରୋତ୍ତଳନ କ୍ଷେତ୍ରରେ ନିଜର ଅସାଧାରଣ ଦକ୍ଷତା…
ରାଜ୍ୟ Atal Bihari Vajpayee’s Birth Anniversary: ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି December 25, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର, ଓୟୁଏଟି ସମ୍ମିଳନୀ କକ୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ‘ସୁଶାସନ ଦିବସ’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…
ଦେଶ Atal Bihari’s 101st Birthday: ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ମୋଦି December 25, 2025 Nirvay ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜୟ ଘାଟରେ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉପରାଷ୍ଟ୍ରପତି…
ଦେଶ Merry Christmas: ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚରେ ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି December 25, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରି ପ୍ରାର୍ଥନା ସଭାରେ ଅଂଶଗ୍ରହଣ କରିଛନ୍ତି ଏବଂ ଲୋକମାନଙ୍କୁ ବଡ଼ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଚର୍ଚ୍ଚରେ ଦେଶବାସୀଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ପ୍ରାର୍ଥନା କରିଛନ୍ତି…