ରାଜ୍ୟ ରାଜ୍ୟରେ ୪୦ ଡିଗ୍ରୀ ଟପିଲା ତାତି; ୪୦.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର March 12, 2025 Nirvay ବଢୁଛି ସୂର୍ଯ୍ୟଙ୍କ ଉତ୍ତାପ, ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ତାତିରୁ ମିଳୁନି ନିସ୍ତାର । ଆଜି ବୌଦ୍ଧ ୪୦.୫ ଡ଼ିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୧୨ଟି ସହରରେ…
ଦେଶ ମୋଦୀଙ୍କୁ ମିଳିଲା ମରିସସର ସର୍ବୋଚ୍ଚ ସମ୍ମାନ March 12, 2025 Nirvay ମରିସସ୍ ଜାତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସ୍ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସେନ୍’ ସମ୍ମାନରେ ସମ୍ମାନୀତ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ…
ରାଜ୍ୟ ଓଡ଼ିଶାରେ ଅଣ୍ଡା ଓ ମଧୁର ମାଛର ଅଭାବ ରହିଛି କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ March 12, 2025 Nirvay ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଥିବାବେଳେ କେବଳ ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ହେଉଛି । ଓଡିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ କିଛି ଏଭଳି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…
ବିଶ୍ୱ ୧୦୦ରୁ ଉର୍ଦ୍ଧ ପାକିସ୍ତାନୀ ସେନାଙ୍କୁ ହତ୍ୟା ନେଇ ବିଏଲ୍ଏର ଦାବି March 12, 2025 Nirvay ୧୦୦ରୁ ଉର୍ଦ୍ଧ ପାକିସ୍ତାନୀ ସେନାଙ୍କୁ ହତ୍ୟା କରିଥିବା ବିଏଲଏ ଦାବି କରିଛି । ଗତକାଲି ପାକିସ୍ତାନରେ ଜାଫର ଏକ୍ସପ୍ରେସକୁ ଅପହରଣ କରି ନେଇଥିବା ବେଲୁଚିସ୍ତାନ ମୁକ୍ତି ବାହିନୀ (ବିଏଲଏ) ଗଣମାଧ୍ୟମ ଜରିଆରେ ଆଜି ପ୍ରେସ୍ ରିଲିଜ୍ ଜାରି କରିଛି । ସେହିଭଳି…
ରାଜ୍ୟ ୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର March 11, 2025 Nirvay ପ୍ରଚଣ୍ଡ ଖରା, ଅସହ୍ୟ ଝାଞ୍ଜିପବନ । ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୨୨ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ୩୯.୫ ଡିଗ୍ରୀ ସହ ବୌଦ୍ଧ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ଝାରସୁଗୁଡ଼ା…
ରାଜନୀତି ରାଜ୍ୟ କାଲି ବିଧାନସଭା ବୟକଟ୍ କରିବ କଂଗ୍ରେସ March 11, 2025 Nirvay ବିଧାନସଭା ଭଳି ଏକ ପବିତ୍ର ଗୃହରେ ଆଜି ବାଚସ୍ପତିଙ୍କ ମାଇକ୍ରୋଫୋନ ଭାଙ୍ଗିବା ଏବଂ ପରେ ତିନି ଦଳର ବିଧାୟକ ମାନେ ହାତାହାତି ହେବା ଘଟଣାରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି…
ମନୋରଞ୍ଜନ ରାଜ୍ୟ ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି ଏବଂ ଜାଗ୍ରତି ଶୁକ୍ଲା March 11, 2025 Nirvay ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି, ଜାଗ୍ରତି ଶୁକ୍ଲା । ସାମ୍ନାକୁ ଆସିଲା ବାହାଘର ବେଳର ଫଟୋ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଦ୍ଵିତୀୟ ଥର ପାଇଁ ବିବାହ କରିଛନ୍ତି ଓଲିଉଡ ଷ୍ଟାର ଅନୁଭବ ମହାନ୍ତି ।…
ରାଜ୍ୟ ଚାଲିଛି ପାହାଡ଼ ଲୁଟ.. ବଦଳୁନି କିଛି March 11, 2025 Nirvay ମାଫିଆଙ୍କ କବ୍ଜାରେ ଯାଜପୁରର ଜିଲ୍ଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ । ପୂର୍ବ ସରକାର ସମୟରେ ସ୍ଥିତି ଯାହାଥିଲା ନୂଆ ସରକାର ଆସିବା ପରେ ବି ସ୍ଥିତି ସେଭଳି ହିଁ ଅଛି । ସେତେବେଳେ ବି ପୂର୍ବତନ ଯାଜପୁର ବିଧାୟକ…
ରାଜନୀତି ରାଜ୍ୟ ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ବିଫଳ: କଂଗ୍ରେସ March 10, 2025 Nirvay ରାଜ୍ୟରେ ମହିଳାମାନେ ପ୍ରତି ଅତ୍ୟାଚାର, ଅସଦାଚରଣ, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ବହୁମାତ୍ରାରେ ଦିନକୁ ଦିନ ବଢ଼ି ବଢ଼ିଚାଲିଛି । ଏହାର ପ୍ରତିବାଦରେ ଓ ନିରାକରଣ ପାଇଁ ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ଙ୍କ ଆହ୍ବାନକ୍ରମେ ଭୁବନେଶ୍ଵର ଜିଲ୍ଲା…
ରାଜ୍ୟ ଆସନ୍ତା କାଲି ସବୁ ଜିଲ୍ଲାରେ ଆୟୋଜିତ ହେବ ଲକ୍ଷପତି ଦିଦି କର୍ମଶାଳା March 10, 2025 Nirvay ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାରେ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା । କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ଏହି “ଲକ୍ଷପତି ଦିଦି” ଯୋଜନା କାର୍ଯ୍ୟକାରୀ…